ନୂଆପଡ଼ା,୧୧।୮(ମକାରୁ ବେମାଲ): ନୂଆପଡ଼ା ଖରିଆର ରୋଡରେ ବିଜେଡି ନେତାଙ୍କ ଘରେ IT ରେଡ ହୋଇଛି। ନୂଆପଡ଼ା ଖରିଆର ରୋଡରେ ବିଜେଡି ନେତା ମହମ୍ମଦ ଜୁନେଦଙ୍କ ଘରେ IT ରେଡ ହୋଇଥିବା ସୂଚନା ମିଳିଛି। କଂଗ୍ରେସ ଛାଡ଼ି ବିଜେଡିରେ ସାମିଲ ହୋଇଥିଲେ ଜୁନେଦ।