ଆଜି ବି ଚାଲିଛି ନବ ଦାସଙ୍କ ଘରେ ଆଇଟି ରେଡ୍‌

ଝାରସୁଗୁଡ଼ା,୨୧ା୬: ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ଘରେ ଆଜି ବି ଆଇଟି ରେଡ୍‌ ଜାରି ରହିଛି। ଆଜକୁ ୩ ଦିନ ହେବ ହେବ ଆୟକର ବିଭାଗ ପକ୍ଷରୁ ଏହି ଚଢ଼ାଉ ଚାଲିଛି। ସମ୍ବଲପୁରର ମୁଦିପଡ଼ା ଘର ସମେତ ୪ଟି ସ୍ଥାନରେ ରେଡ୍‌ ରହିଛି। ଘର ସମେତ ବ୍ୟବସାୟିକ ପ୍ରତିଷ୍ଠାନରେ ବି ଚଢ଼ାଉ ଚାଲିଛି।

କୋଇଲା ଟ୍ରାନ୍ସପୋର୍ଟରେ ଆୟକର ଠକେଇ ଅଭିଯୋଗରେ ଏହି ଚଢ଼ାଉ ଚାଲିଛି। ନବଙ୍କ ପୁଅ ବିଶାଳ ଦାସଙ୍କ ବ୍ୟବସାୟିକ ସାମ୍ରାଜ୍ୟ ବାବଦରେ ଟିକନିକ ତଥ୍ୟ ହାସଲ କରିଛି ଆୟକର ବିଭାଗ । ବିଶାଳ ଦାସଙ୍କ ନାଁରେ ଭୂତ କମ୍ପାନି ରହିଛି କି ନାହିଁ  ଆୟକର ବିଭାଗ ତାହାର ଯାଞ୍ଚ କରିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

ବରାଳ ବାଲୁଙ୍କେଶ୍ୱର ମନ୍ଦିର ବିକାଶ ପାଇଁ ୮୫ ଲକ୍ଷ ଟଙ୍କା ମଞ୍ଜୁର

ସାକ୍ଷୀଗୋପାଳ,୧୪ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ବରାଳ ଗ୍ରାମର ପୁରାଣ ପ୍ରସିଦ୍ଧ ବାଲୁଙ୍କେଶ୍ୱର ଦେବ ମନ୍ଦିରକୁ ଦିନକୁ ଦିନ ଶ୍ରଦ୍ଧାଳୁମାନଙ୍କ ସମାଗମ ବୃଦ୍ଧି…

ରାଇକିଆରେ ସ୍ବାଧୀନତା ଦିବସ ପାଳନ ନେଇ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି, ଦେଶ ଭକ୍ତିର ନାରା ଦେଇ…

ରାଇକିଆ,୧୪ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ୍‌ରେ ସ୍ବାଧୀନତା ଦିବସ ପାଳନକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶୁକ୍ରବାର ରାଇକିଆ ପଞ୍ଚାୟତ ସମିତି, ବ୍ଲକ ଭାଜପା…

ଜିଲା ମୁଖ୍ୟ ଚିକିତ୍ସାଳୟ ଖାଦ୍ୟରେ ଝିଟିପିଟି

ସମ୍ବଲପୁର,୧୪ା୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ର ମେଡିସିନ୍‌(ଭେଷଜ) ୱାର୍ଡରେ ରୋଗୀଙ୍କ ଜଳଖିଆ ତରକାରୀରୁ ମୃତ ଝିଟିପିଟି ବାହାରିବା ଘଟଣାରେ ଏଠାରେ ଗଭୀର ଆଲୋଡନ୍‌ ସୃଷ୍ଟି…

ପାଣିରେ ବୁଡ଼ିରହିଛି ଚାଷଜମି, ଉଜୁଡ଼ିଲା ଖରିଫ ଫସଲ

ଡେରାବିଶ,୧୪ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲ୍ଳକର ଚାଷୀମାନେ ଜୁନ୍‌ ଦ୍ୱିତୀୟ ସପ୍ତାହରୁ ଖରିଫ୍‌ ଚାଷ ପାଇଁ ବିହନ ବୁଣା ପ୍ରକ୍ରିୟା ଆରମ୍ଭ କରିଥିଲେ। ଜୁଲାଇ…

ଶୌଚ ହେବାକୁ ଯାଇଥିଲେ ଜନୁ: ତୁଠରେ ଖସିଗଲା ଗୋଡ଼, ଆଉ ତା’ପରେ…

ନନ୍ଦପୁର/ଲମତାପୁଟ, ୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି। ନିଜ ଘର ପାର୍ଶ୍ୱ ବିଭାଯୋଡି…

ଶୌଚ ହେବାକୁ ଯାଇ ପୋଖରୀରେ ବୁଡିଗଲେ ମହିଳା, ତାପରେ….

ନନ୍ଦପୁର/ଲମତାପୁଟ,୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି । ନିଜ ଘର ପାର୍ଶ୍ୱ ବିଭାଯୋଡି…

ରୋଜଗାର ଦେଇଛି ମୂର୍ତ୍ତି କାରିଗରୀ: ୯ ଜଣଙ୍କୁ ରୋଜଗାରର ବାଟ ଦେଖାଇଛନ୍ତି ତିରନ

କର୍ଲାମୁଣ୍ଡା,୧୪।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାଠାରୁ ୧ କିଲୋମିଟର ଦୂରରେ ରହିଛି କର୍ଲାମୁଣ୍ଡା (ବସ୍ତି)। ଏହି ଗାଁରେ ରୁହନ୍ତି ଶିଳ୍ପୀ ଟିରନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri