ନବ ଦାସଙ୍କ ବଡ଼ ଭାଇ ଘରେ ଆଇଟି ରେଡ୍‌

ଭୁବନେଶ୍ୱର,୧୭।୧: ସ୍ବର୍ଗତଃ ନବ ଦାସଙ୍କ ବଡ଼ ଭାଇ ବ୍ରଜଙ୍କ ଘରେ ଶୁକ୍ରବାର ସକାଳୁ ଆଇଟି ରେଡ୍‌ ହୋଇଛି । ସେ ଆୟକର ଫାଙ୍କିବା ଅଭିଯୋଗରେ ଏହି ଚଢଉ । ଆୟକର ଟିମ୍‌ ୧୦ଟି ଗାଡ଼ିରେ ଆସି ଚଢ଼ାଉରେ ନିୟୋଜିତ ଅଛନ୍ତି।

ତେବେକେବେଠୁ ବ୍ରଜ ଆୟକର ଟ୍ୟାକ୍ସ ଦେଉ ନ ଥିଲେ , ତାଙ୍କ ଉପରେ କେତେ ଟଙ୍କାର ବକେୟା ଟିକସ ରହିଛି , କେବଳ ସମ୍ବଲପୁର କମ୍ବା ଅନ୍ୟ କେଉଁ ଠିକଣାରେ ରେଡ ଚାଲିଛି ସେସବୁ ଏଯାବତ୍‌ ଜଣାପଡିନାହିଁ । ତେବେ ୧୦ଟି ଗାଡିରେ ଆୟକର ବିଭାଗର ଅଧିକାରୀମାନେ ଆସି ସକାଳ ୬ଟାରୁ ବ୍ରଜଙ୍କ ସମ୍ବଲପୁର ଘରେ ଯାଞ୍ଚ କରୁଥିବା ଜଣାପଡିଛି। ୪ ବର୍ଷ ପୂର୍ବରୁ ମଧ୍ୟ ବ୍ରଜଙ୍କ ଘରେ ଆଇଟି ରେଡ ହୋଇଥିଲା। ଏହା ଦ୍ବିତୀୟଥର ରେଡ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବନ ନଦୀର ଦୁଇ କୂଳ

ଶ୍ରଦ୍ଧାବାନ୍‌ ଲଭ୍ୟତେ ଜ୍ଞାନମ୍‌ ଓ ସଂଶୟାତ୍ମା ବିନଶ୍ୟତି’ର ମହତ୍ତ୍ୱ ହୃଦୟଙ୍ଗମ କରିବା ଉଚିତ। ଜ୍ଞାନ ପାଇଁ ସଂଶୟହୀନତା ଓ ଶ୍ରଦ୍ଧା ଉଭୟ ଆବଶ୍ୟକ, ଠିକ୍‌ ଯେପରି ଆଲୋକ…

ରଣନୀତିରୁ ଲାଭ

ଆମେରିକା ପୃଥିବୀର ଯେ କୌଣସି ସ୍ଥାନରେ ସାମରିକ ଆକ୍ରମଣ କରିବାକୁ ସକ୍ଷମ। ଏହାସହ ଅନ୍ୟ ଦେଶ ଉପରେ କ୍ଷତିକାରକ ଟାରିଫ୍‌ ଓ ପ୍ରତିବନ୍ଧକ ଲଗାଇବା ଏବଂ ସହଯୋଗୀଙ୍କ…

ଏଣିକି କୃଷକଙ୍କ କାର୍ଯ୍ୟ ହେବ ସହଜ: ଶୁଭାରମ୍ଭ ହେଲା…

ମହାକାଳପଡ଼ା, ୨୨ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କିଆର ବାଙ୍କସ୍ଥିତ କୃଷି ସୂଚନା ଓ ପରାମର୍ଶ କେନ୍ଦ୍ରଠାରେ ଖରିଫ୍‌ ଫସଲ ସମ୍ବନ୍ଧୀୟ କୃଷକ ପଞ୍ଜୀକରଣ, ସଫଳ…

କଲ୍ୟାଣସିଂହପୁର ଲ୍ୟାମ୍ପ ଏମ୍‌ଡିଙ୍କ ଘରେ ଭିଜିଲାନ୍ସ ରେଡ୍, ବେଆଇନ କାରବାର…

କଲ୍ୟାଣସିଂହପୁର,୨୨।୫(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ସମବାୟ ସମିତି ଲ୍ୟାମ୍ପରେ ହୋଇଥିବା କୋଟି କୋଟି ଟଙ୍କାର ଅର୍ଥ ହେରଫେର ଘଟଣା ନୂଆ ମୋଡ଼ ନେଇଛି।…

ଯୁକ୍ତ ଦୁଇ ପରୀକ୍ଷା ଫଳ: ତଥ୍ୟ ମାଗିବାରୁ ସାମ୍ବାଦିକଙ୍କୁ ‘ନାଲି ଆଖି’

ଥୁଆମୂଳ ରାମପୁର,୨୨।୫(ଦୁର୍ଗା କୀର୍ତ୍ତି): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ଦ୍ୱାରା ପରିଚାଳିତ ଚଳିତ ବର୍ଷର ଯୁକ୍ତ ଦୁଇ କଳା ପରୀକ୍ଷା ଫଳ ପ୍ରକାଶ ପାଇବା ପରେ…

ଭାରତକୁ ଯେତିକି ତେଲ ଆବଶ୍ୟକ ସେତିକି ଯୋଗାଇବାକୁ ଆମେରିକା ପ୍ରସ୍ତୁତ: ମାର୍କୋ ରୁବିଓ

ଓ୍ବାଶିଂଟନ, ୨୨।୫: ଭାରତ ଗସ୍ତ ପୂର୍ବରୁ, ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ଏକ ବଡ଼ ଘୋଷଣା କରିଛନ୍ତି । ସେ ସ୍ପଷ୍ଟ କରିଛନ୍ତି ଯେ ନୂଆଦିଲ୍ଲୀ…

ଭଞ୍ଜନଗରରେ ଆତଙ୍କ, ଥାନା ପଛପଟେ ପୌରାଧ୍ୟକ୍ଷଙ୍କ ଘର ଉପରକୁ ବୋମା ମାଡ଼

ଭଞ୍ଜନଗର,୨୨।୫(ବାବୁଲା ପ୍ରଧାନ): ରାଜ୍ୟରେ ଅପରାଧୀମାନେ ଖୋଲା ଖୋଲି ଭାବେ ଗୋଟିଏ ପରେ ଗୋଟିଏ ଅପରାଧ ଭିଆଇ ଚାଲିଛନ୍ତି । ଇତିମଧ୍ୟରେ ଗଞ୍ଜାମ ପୋଲିସ ଅପରାଧକୁ ଦମନ କରିବା…

ନରୱେର ରାଜଦମ୍ପତିଙ୍କୁ ଓଡ଼ିଶାର କଳାକୃତି ଉପହାର ଦେଲେ ମୋଦି

ନୂଆଦିଲ୍ଲୀ, ୨୨ା୫:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ପାଞ୍ଚ ଦେଶ ଗସ୍ତର ଚତୁର୍ଥ ପର୍ଯ୍ୟାୟରେ ନରୱେର ମହାରାଜା ହାରାଲ୍ଡ (୫ମ)ଙ୍କୁ ସାକ୍ଷାତ କରିଛନ୍ତି। ଏହି ଅବସରରେ ସେ ମହାରାଜାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri