ମଦ ବ୍ୟବସାୟୀଙ୍କ ଘରେ IT ରେଡ୍‌

ଅନୁଗୋଳ,୨୦ା୩(ମାନସ ବିଶ୍ୱାଳ): ଅନୁଗୋଳ ଜିଲା କରଡ଼ାଗାଡ଼ିଆଠାରେ ଥିବା ଦେଶୀଭାଟିର ମୁଖ୍ୟ ଗୋଦାମ ଉପରେ ଆୟକର ବିଭାଗର ୯ ଜଣିଆ ଟିମ୍‌ ଚଢ଼ାଉ କରିଛନ୍ତି। ମଦ ବ୍ୟବସାୟୀ ବିକ୍ରମ ସାହୁଙ୍କ ବିଭିନ୍ନ ପ୍ରତିଷ୍ଠାନ ଉପରେ ଚଢ଼ାଉ ହୋଇଛି। ଆଜି ସକାଳୁ ଚାଲିଛି ଚଢ଼ାଉ। ଏକାଧିକ ଟିମ୍‌ କରୁଛନ୍ତି। ଶକ୍ତି ମଲ୍ଟ ଏୟାର ଲିମୋନେଡ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ କମ୍ପାନୀର ଥିବା ବିଭିନ୍ନ ସଂସ୍ଥା ଉପରେ ମଧ୍ୟ ଚାଲିଛି ଚଢ଼ାଉ।

ମଦ ବ୍ୟବସାୟୀଙ୍କ ଘରେ ବଡ଼ଧରଣର ଆଇଟି ରେଡ୍‌। ଆୟକର ଫାଙ୍କିଥିବା ନେଇ ବ୍ୟବସାୟୀ ବିକ୍ରମ ସାହୁଙ୍କ ବିଭିନ୍ନ ପ୍ରତିଷ୍ଠାନରେ ଚଢ଼ାଉ କରାଯାଉଛି। ଅନୁଗୋଳ ସମେତ ତାଳଚେର, କାମାକ୍ଷାନଗର, ପୁରୀ ଏବଂ ଭୁବନେଶ୍ବରରେ ଚଢ଼ାଉ କରାଯାଉଛି। ପାରଳାଖେମୁଣ୍ଡିର ୩ଟି ସ୍ଥାନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ପକ୍ଷରୁ ରେଡ୍‌ କରାଯାଉଛି। ଆଜି ଭୋର୍‌ର ରେଡ୍‌ ଆରମ୍ଭ ହୋଇଥିବା ବେଳେ ଚଢ଼ାଉ ଏବେ ବି ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ କାଲିଠୁ ସମସ୍ତ ସ୍କୁଲ ଓ କଲେଜ ବନ୍ଦ: ରାଜ୍ୟ ସରକାରଙ୍କ ଘୋଷଣା

ଭୁବନେଶ୍ୱର, ୨୨।୪: ଆସନ୍ତାକାଲି ଠାରୁ ସ୍କୁଲ ପିଲାଙ୍କ ପାଇଁ ଖରା ଛୁଟି ଘୋଷଣା। ଅପ୍ରେଲ ୨୩ ତାରିଖ ଠାରୁ ଅଙ୍ଗନବାଡି, ଶିଶୁବାଟିକା ଠାରୁ ଆରମ୍ଭ କରି...

୮ ବର୍ଷ ପରେ ପୁଅକୁ ଖୋଜି ପାଇଲେ ମା’

ମୋହନା,୨୨ା୪ମନ୍ମଥ ମିଶ୍ର): ମା’ର ମମତା ଅନନ୍ୟ। ସେ ଯେଉଁଠି ଯେଉଁ ଅବସ୍ଥାରେ ଥିଲେ ମଧ୍ୟ ନିଜ ସନ୍ତାନକୁ ଝୁରି ହୋଇଥାଏ। ଗଜପତି ଜିଲା ପାରଳାଖେମୁଣ୍ଡି ମୋହନା...

କେମେଷ୍ଟ୍ରି ପେପର ଖରାପ ହୋଇଛି ୪ ହଜାର ଟଙ୍କା ଦେଲେ ପାସ ମାର୍କ ମିଳିବ: ଆସୁଛି ଫୋନ କଲ,

ଗଞ୍ଜାମ,୨୨ା୪(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟ ବିଜ୍ଞାନ ଛାତ୍ରୀଛାତ୍ରମାନଙ୍କ ଅଭିଭାବକମାନଙ୍କୁ ଗତ ଦୁଇଦିନ ହେଲା ଏକ ଫୋନ କଲ ଆସୁଛି। ତୁମ ପିଲାର କେମେଷ୍ଟ୍ରି ପେପର ଖରାପ...

ମାଙ୍କଡ଼ କାମୁଡ଼ାରେ ୪ ଆହତ

ଗଞ୍ଜାମ,୨୨ା୪(ବିଦ୍ୟାଧର ସାହୁ)-ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମରେ ପାଗଳ ମାଙ୍କଡ଼ ଆତଙ୍କ ଖେଳାଇଛି। ସେହି ମାଙ୍କଡ଼ କାମୁଡାରେ ସୋମବାର ଓ ମଙ୍ଗଳବାର ଦୁଇ ଦିନରେ ଗ୍ରାମର...

ଦିଗପହଣ୍ଡିରେ ଶ୍ରୀ ରାମଚରିତ ମାନସ କାର୍ଯ୍ୟକ୍ରମ: ଶ୍ରୀରାମଚରିତ ସମଗ୍ର ମାନବ ଜାତିର ମାର୍ଗଦର୍ଶକ

ଦିଗପହଣ୍ଡି,୨୨|୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ରାଜବାଟି ସିଂହଦ୍ଵାର ସମ୍ମୁଖରେ ଗତ ଶୁକ୍ରବାର ଠାରୁ ଆରମ୍ଭ ହୋଇଥିବା ଶ୍ରୀରାମ ଚରିତ ମାନସ ନବାହ୍ନ ପାରାୟଣ ଓ ପ୍ରବଚନ...

ବିଶ୍ବ ଧରିତ୍ରୀ ଦିବସ ପାଳିତ

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ଶିଳ୍ପ ତାଲିମ କେନ୍ଦ୍ର ରେ ମଙ୍ଗଳବାର ବିଶ ଧରିତ୍ରୀ ଦିବସ ପାଳିତ ହୋଇଯାଇଛି। ଏଥିରେ ପରିବେଶବିତ୍ ଶୁଳପାଣି ଶତପଥି...

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଶାସନ ଲାଗୁ ଦାବି

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ): ବିଶ୍ବହିନ୍ଦୁ ପରିଷଦ ଓଡ଼ିଶା ପ୍ରଦେଶର ଆହ୍ବାନକ୍ରମେ ବିଶ୍ବହିନ୍ଦୁ ପରିଷଦ ଭଞ୍ଜନଗର ଶାଖା ପକ୍ଷରୁ ମଙ୍ଗଳବାର ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଭଞ୍ଜନଗର ଉପଜିଲାପାଳ...

ପହଲଗାମ୍‌ରେ ଆତଙ୍କୀ ହମ୍‌ଲା: ଓଡ଼ିଆ ଯୁବକ ମୃତ

ନୂଆଦିଲ୍ଲୀ,୨୨।୪: ଜମ୍ମୁ-କାଶ୍ମୀରର ଅନନ୍ତନାଗ ଜିଲାର ପହଲଗାମ୍‌ରେ ମଙ୍ଗଳବାର ଆତଙ୍କବାଦୀଙ୍କ ଆକ୍ରମଣରେ ଓଡ଼ିଶାର ପ୍ରଶାନ୍ତ ଶତପଥୀ ନାମକ ଯୁବକ ମୃତ୍ୟୁ ବରଣ କରିଛନ୍ତି। ସେ ପତ୍ନୀ ପ୍ରିୟଦର୍ଶିନୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri