୧୦ରୁ ରାଜ୍ୟରେ ପୁଣି ବର୍ଷା

ଭୁବନେଶ୍ବର,୭।୧(ବ୍ୟୁରୋ): ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଆସନ୍ତା ୧୦ ତାରିଖରୁ ବର୍ଷା ହେବାର ସମ୍ଭାବନା ରହିଛି। ଏକ ଘନୀଭୂତ ପଶ୍ଚିମା ଝଡ଼ ଶୁକ୍ରବାରଠାରୁ ଅଧିକ ଘନୀଭୂତ ହୋଇ ଉତ୍ତର ପଶ୍ଚିମ ରାଜସ୍ଥାନ ତଥା ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ରୂପ ନେବ । ଏହାର ପ୍ରଭାବରେ ବିଶେଷ କରି ସୁନ୍ଦରଗଡ, ଝାରସୁଗୁଡ଼ା, କେନ୍ଦୁଝର, ଦେବଗଡ଼, ସମ୍ବଲପୁର, ବରଗଡ଼, ସୁବର୍ଣ୍ଣପୁର, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି ଏବଂ ନବରଙ୍ଗପୁରରେ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ଏହାସହ ଉପକୂଳ ଓଡ଼ିଶାର କିଛି ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୧୧ ତାରିଖରୁ ୧୪ ତାରିଖ ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ହେବ । ଅନ୍ୟପଟେ ଓଡ଼ିଶାକୁ ଜଳୀୟବାଷ୍ପ ପୂର୍ଣ୍ଣ ଉଷ୍ଣ ପବନ ଓଡ଼ିଶା ମଧ୍ୟକୁ ପ୍ରବେଶ କରୁଥିବାରୁ ତାପମାତ୍ରା ବୃଦ୍ଧି ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌…

କ’ଣ ମୋଦିଙ୍କ ଗୋଟିଏ କଥାରେ ବିଦେଶ ଯିବା ବନ୍ଦ କରିଦେଲେ ଭାରତୀୟ? ଚମକାଇ ଦେବ RBIର ସଂଖ୍ୟା

ନୂଆଦିଲ୍ଲୀ,୨୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯାଇଥିବା ଏକ ଅପିଲର ପ୍ରଭାବ ଭାରତୀୟମାନଙ୍କ ବିଦେଶ ଯାତ୍ରା ଧାରାରେ ପ୍ରକାଶ ପାଇବା ଆରମ୍ଭ କରିଛି କି? ଭାରତୀୟ ରିଜର୍ଭ…

ଭବିଷ୍ୟତରେ ବିଚାରପତି ହେବି: ଅନ୍ବେଷା

କୁଆଁରମୁଣ୍ଡା,୨୪।୫(ମହେନ୍ଦ୍ର କୁମାର ସାହୁ): ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର +୨ ପରୀକ୍ଷା ଫଳରେ ୯୬.୮୩ ପ୍ରତିଶତ ନମ୍ବର ରଖିଥିବା ସୁନ୍ଦରଗଡ଼ ଜିଲାର ଝିଅ ଅନ୍ବେଷା ପରିଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri