ଆଜିଠୁ ବଦଳିବ ପାଗ, ୨୪ରେ ପୁଣି ବର୍ଷା

ଭୁବନେଶ୍ୱର,୨୧।୨(ବ୍ୟୁରୋ): ପଶ୍ଚିମା ଝଡ଼ ପ୍ରଭାବରେ ପ୍ରବଳ ବର୍ଷା ପରେ ଆଜିଠୁ ବଦଳିବ ପାଗ । ରାତ୍ରି ତାପମାତ୍ରା ଆଗାମୀ ୨ ରୁ ୩ ଦିନ ମଧ୍ୟରେ ୨ ରୁ ୩ ଡ଼ିଗ୍ରୀ ଯାଏ ତଳକୁ ଖସିବ । ୩ ଦିନ ପରେ ଆସନ୍ତା ୨୪ରେ ପୁଣି ଆଉ ଏକ ପଶ୍ଚିମା ଝଡ ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ୨୫ ରେ ମଧ୍ୟ ବିଜୁଳି, ଘଡଘଡି ହେବା ନେଇ ସମ୍ଭାବନା ରହିଛି। ରବିବାର ପଶ୍ଚିମା ଝଡ଼ ପ୍ରଭାବରେ ରାଜଧାନୀ ଭୁବନେଶ୍ୱର ସମେତ ଉପକୂଳ ଓଡିଶାର ଅଧିକାଂଶ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହ ପ୍ରବଳ ବର୍ଷା ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ତଦନ୍ତ ପାଇଁ ଜିଲାପାଳଙ୍କୁ ଚିଠି ଲେଖିଲେ ବିଧାୟକ

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ…

ଚଳନ୍ତା ଟ୍ରେନରୁ ଖସିପଡିଲେ ବ୍ୟାଙ୍କ କର୍ମଚାରୀ, ଡାକ୍ତରଖାନା ନେବା ରାସ୍ତାରେ…

ଗୁଣପୁର,୨୫।୫( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଅମ୍ବାଦଳା ରେଳ ଷ୍ଟେଶନରେ ଚଳନ୍ତା ଟ୍ରେନରୁ ଓହ୍ଲାଉଥିବା ବେଳେ ଗୋଡ଼ ଖସିଯିବାରୁ ଜଣେ ବ୍ୟାଙ୍କ କର୍ମଚାରୀଙ୍କ ମୃତ୍ୟୁ ଘଟିଛି ।…

ଇଦ-ଉଲ-ଜୁହା ଛୁଟି ପରିବର୍ତ୍ତନ: ଏହି ଦିନକୁ ଛୁଟି ଘୋଷଣା କଲେ ସରକାର

ଭୁବନେଶ୍ୱର,୨୫।୫: ଶେଷରେ ଇଦ-ଉଲ-ଜୁହା ଛୁଟିକୁ ନେଇ ଦ୍ୱନ୍ଦ୍ୱ ଦୂର ହୋଇଛି। ଆସନ୍ତା ୨୭ରେ ନୁହେଁ, ୨୮ରେ ଇଦ-ଉଲ-ଜୁହା ପାଇଁ ସରକାରୀ ଛୁଟି ଘୋଷଣା କରାଯାଇଛି। ଏନେଇ ସରକାରଙ୍କ…

ପେଟ୍ରୋଲ-ଡିଜେଲ ସଙ୍କଟ ମଧ୍ୟରେ ସରକାର କଲେ ବଡ଼ ଘୋଷଣା, ୩ରାଜ୍ୟରେ….

ନୂଆଦିଲ୍ଲୀ,୨୫।୫: ପେଟ୍ରୋଲ ପମ୍ପଗୁଡ଼ିକରେ ଇନ୍ଧନ ଅଭାବ ସମ୍ପର୍କରେ ସରକାରଙ୍କ ସୂଚନା ସାମ୍ନାକୁ ଆସିଛି । ପେଟ୍ରୋଲିୟମ ମନ୍ତ୍ରଣାଳୟର ସଚିବ ସୁଜାତା ଶର୍ମା କହିଛନ୍ତି ଯେ ଦେଶରେ ବର୍ତ୍ତମାନ…

SIR ପାଇଁ ସମୟସୂଚୀରେ ବଡ଼ ପରିବର୍ତ୍ତନ

ଭୁବନେଶ୍ୱର,୨୫।୫: ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO) ସୋମବାର SIR ପାଇଁ ସମୟସୂଚୀରେ ବଡ଼ ପରିବର୍ତ୍ତନ କରିଛନ୍ତି। ରାଜ୍ୟରେ ବଢୁଥିବା ହିଟ ୱେଭ୍‌କୁ ଦୃଷ୍ଟିରେ ରଖି CEO ମଧ୍ୟାହ୍ନ…

ସାବଧାନ ବଲାଙ୍ଗୀରବାସୀ! ପାଣିପାଗ କେନ୍ଦ୍ର ଜାରି କଲା ଚେତାବନୀ, ୪ ଦିନ ଯାଏ…

ବଲାଙ୍ଗୀର,୨୫।୫(ସୁନୀଲ କୁମାର ମହାନ୍ତି): ରାଜ୍ୟରେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ଅସହ୍ୟ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ହିଟଓ୍ବେଭ୍‌ ପାଇଁ…

ଖରାରେ ବୁଲୁଥିବାରୁ ତାଗିଦ କଲେ ମା’, ରାଗିଯାଇ ଝୁଲିପଡିଲେ ପୁଅ

କେନ୍ଦୁଝର,୨୫।୫ ( ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ବ୍ଲକ ଦେଉଳଡିହା ପଞ୍ଚାୟତ ଜେନାଦାର ଗାଁରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ମା’ ତାଗିଦ୍ କରିବାରୁ ପୁଅର ଆତ୍ମହତ୍ୟା…

ଗର୍ଲଫ୍ରେଣ୍ଡ ରୁମରେ ପତ୍ନୀଙ୍କୁ ହତ୍ୟା କଲେ ସ୍ବାମୀ, ବିବାହର ୩ ମାସ ପରେ…

ଚଣ୍ଡିଗଡ, ୨୫।୫: ହରିୟାଣାର ଗୁରୁଗ୍ରାମର ମାନେସରରୁ ଏକ ହୃଦୟବିଦାରକ ଏବଂ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ନବବିବାହିତା ମହିଳାଙ୍କୁ ତାଙ୍କ ବିବାହର ମାତ୍ର ତିନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri