Posted inଜାତୀୟ

‘ଲୋକଙ୍କ ମନରେ ସନ୍ଦେହ ସୃଷ୍ଟି ହୋଇଛି’

ନୂଆଦିଲ୍ଲୀ,୯।୧୨: ”ହେଲିକପ୍ଟର ଦୁର୍ଘଟଣାରେ ଦେଶର ପ୍ରଥମ ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ୍‌ ଜେନେରାଲ ବିପିନ ରାଓ୍ବତଙ୍କ ମୃତ୍ୟୁ ନେଇ ଲୋକଙ୍କ ମନରେ ଅନେକ ସନ୍ଦେହ ସୃଷ୍ଟି ହୋଇଛି। ଏହା କିଛି ବଡ଼ କଥା ନୁହେଁ ପ୍ରତ୍ୟେକ ଥର ଏଭଳି ଦୁର୍ଘଟଣା ପରେ କିଛି ସନ୍ଦେହ ଲୋକଙ୍କ ମନକୁ ଆସେ। ବିଶ୍ୱର ଅନ୍ୟତମ ଅତ୍ୟାଧୁନିକ ସଶସ୍ତ୍ର ବାହିନୀ ବୋଲି ଆମେ ଦାବି କରୁଛୁ। ତେବେ ଏହା କେଉଁ ଭଳି ଘଟିଲା?“ କେନ୍ଦ୍ର ସରକାରଙ୍କୁ ଗୁରୁବାର ଏଭଳି ପ୍ରଶ୍ନ କରିଛନ୍ତି ଶିବ ସେନା ନେତା ସଞ୍ଜୟ ରାଓ୍ବତ।

ସମଗ୍ର ଦେଶ ଦୁର୍ଘଟଣାକୁ ନେଇ ଦ୍ୱନ୍ଦ୍ୱରେ ଅଛି। ପ୍ରତିରକ୍ଷା ମନ୍ତ୍ରୀ କିମ୍ବା ପ୍ରଧାନମନ୍ତ୍ରୀ ଏହାକୁ ଦୂର କରିବା ଉଚିତ ବୋଲି ରାଜ୍ୟସବା ସଦସ୍ୟ କହିଛନ୍ତି। ବୁଧବାର ତାମିଲନାଡୁର କୁନୁରରେ ବାୟୁ ସେନା ହେଲିକପ୍ଟର ଦୁର୍ଘଟଣାରେ ଜେନେରାଲ ରାଓ୍ବତ ଓ ତାଙ୍କ ପତ୍ନୀଙ୍କ ସହ ୧୧ ଜଣ ସେନା ଅଧିକାରୀଙ୍କ ମୃତ୍ୟୁ ହୋଇଥିଲା। ଉଲ୍ଲେଖଯୋଗ୍ୟ, ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣ ପରେ ଭାରତ ପକ୍ଷରୁ କରାଯାଇଥିବା ଏୟାର ଷ୍ଟ୍ରାଇକରେ ଜେନେରାଲ ରାଓ୍ବତ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଟିଟି ଉପରେ ଅଙ୍କୁଶ ଲାଗିବ

ନୂଆଦିଲ୍ଲୀ,୧୭ା୨(ପି.ଟି.): ନେଟ୍‌ଫ୍ଲିକ୍ସ ଓ ଆମାଜନ୍‌ ପ୍ରାଇମ୍‌ ଭଳି ଓଭର ଦି ଟପ୍‌(ଓଟିଟି) ପ୍ଲାଟଫର୍ମ ଉପରେ ଅଙ୍କୁଶ ଲଗାଇବା ପାଇଁ ପଦକ୍ଷେପ ନେବାକୁ ଚିନ୍ତା କରୁଥିବା ସୁପ୍ରିମକୋର୍ଟକୁ...

ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୮।୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ...

ବନ୍ୟା ପାଣିରେ ଫଶିଗଲେ ରିକ୍ସା ଚାଳକ, ଭୋ ଭୋ ହୋଇ କାନ୍ଦି ଜୀବନ ବଦଳରେ ବଞ୍ଚାଉଛନ୍ତି ରିକ୍ସା

ପାଟନା, ୨୯।୯: ବିହାରରେ ଗତ ଦୁଇଦିନ ହେବ ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ନଦୀରେ ବନ୍ୟା ଆସିଛି। ବନ୍ୟା ଯୋଗୁ ଲୋକେ ନାହିଁ ନ ଥିବା...

ଦୀପିକାଙ୍କୁ ଜେରା ସମୟରେ ଏସବୁ ପ୍ରଶ୍ନ ପଚାରିଥିଲା ଏନ୍‌ସିବି, ଜାଣନ୍ତୁ କ’ଣ ଦେଇଥିଲେ ଉତ୍ତର

ମୁମ୍ବାଇ,୨୬ା୯: ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ବଲିଉଡ୍‌ରେ ଡ୍ରଗ୍ସ କାରବାର ଲିଙ୍କ୍‌ ଥିବା ଜଣାପଡ଼ିବା ପରେ ଏନ୍‌ସିବି ବଲିଉଡ୍‌ର ଅଭିନେତ୍ରୀ ଅଭିନେତାମାନଙ୍କୁ ମାରାଥନ ଜେରା...

ମୌସୁମୀ ଅଧିବେଶନ: ଗୃହ ବାତିଲ ପାଇଁ ଯୋଜନା କରିଛନ୍ତି ବିରୋଧୀ!

ନୂଆଦିଲ୍ଲୀ,୨୦।୭: ସଂସଦ ଆରମ୍ଭରୁ ମଣିପୁର ହିଂସାକୁ ନେଇ ବିରୋଧୀ ସରକାରଙ୍କୁ ଘେରିଛନ୍ତି। ତେବେ ଏହାରି ଭିତରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହଲାଦ ଯୋଶୀ ବିରୋଧୀଙ୍କୁ ଟାର୍ଗେଟ...

ସେନା ହେଲିକପ୍ଟର ନିର୍ମାଣ କରିବ ହାଲ୍‌

ନୂଆଦିଲ୍ଲୀ,୨ା୩(ପି.ଟି.): ହିନ୍ଦୁସ୍ତାନ ଏରୋନଟିକ୍ସ ଲିଃ (ହାଲ୍‌) ସୈନ୍ୟବାହିନୀ ପାଇଁ ୧୦ରୁ ୧୨ ଟନ୍‌ ଓଜନ ବିଶିଷ୍ଟ ଲଢ଼ୁଆ ହେଲିକପ୍ଟର ନିର୍ମାଣ କରିବ। ଏହା ବିଶ୍ୱ ସ୍ତରରେ...

ଅତିକ୍‌-ଅଶ୍ରଫ୍‌ଙ୍କ ହତ୍ୟା ମାମଲା: ଆଜି ସୁପ୍ରିମକୋର୍ଟରେ ଶୁଣାଣି

ନୂଆଦିଲ୍ଲୀ,୨୮।୪: ଗ୍ୟଙ୍ଗଷ୍ଟର ଅତିକ୍‌ ଅହମ୍ମଦ ଏବଂ ତାଙ୍କ ଭାଇ ଅଶ୍ରଫ୍‌ ଅହମ୍ମଦଙ୍କ ହତ୍ୟା ମାମଲାରେ ଶୁକ୍ରବାର ସୁପ୍ରିମକୋର୍ଟରେ ଶୁଣାଣି ହେବ। ନିକଟରେ ଏହି ହତ୍ୟାକାଣ୍ଡର ନିରପେକ୍ଷ...

ପାଟନାରେ ଲାଗିଲା ବିହାର ମୁଖ୍ୟମନ୍ତ୍ରୀଙ୍କ ‘ନିଖୋଜ’ ପୋଷ୍ଟର

ପାଟନା,୧୭।୧୨: ବିହାରର ରାଜଧାନୀ ପାଟନାରେ ଏମିତି ଏକ ପୋଷ୍ଟର ଲାଗିଛି ଯାହାକୁ ଦେଖି ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଉକ୍ତ ପୋଷ୍ଟରରେ ବିହାରର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ...

Advertisement
Archives

Model This Week