ଚିନ୍ତା ବଢ଼ାଉଛି ଟ୍ରାଫିକ ସମସ୍ୟା

୧୯୬୪ ମସିହାରେ ବାଲେଶ୍ୱର ସଦର ମହକୁମାର କେତେକ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା ବାଲେଶ୍ୱର ପୌରାଞ୍ଚଳ। ୧୯୯୨ ମସିହା ପର୍ଯ୍ୟନ୍ତ ଏହି ପୌରାଞ୍ଚଳରେ ୨୬ ଟି ୱାର୍ଡ ଥିବାବେଳେ ଏବେ ୱାର୍ଡ ସଂଖ୍ୟା ୩୧ରେ ପହଞ୍ଚିଛି। ୨୦୧୮ ନଭେମ୍ବରରୁ ନିର୍ବାଚିତ ପ୍ରତିନିଧିଙ୍କର କାର୍ଯ୍ୟକାଳ ଶେଷ ହୋଇଥିବାରୁ ଏବେ ପ୍ରଶାସନିକ ଅଧିକାରୀ ଦାଇତ୍ୱରେ ରହିଛନ୍ତି।
ସହର ଭିତରେ ସଫେଇ, ବିଦ୍ୟୁତକରଣ, ବର୍ଷାଜଳର ନିଷ୍କାସନ ପାଇଁ ମହାନାଳ ସଫେଇ, ଜବରଦଖଲ ଉଚ୍ଛେଦ, ପାର୍କିଂ, ନୂତନ ରାସ୍ତାଘାଟ ନିର୍ମାଣ ଓ ମରାମତି କାର୍ଯ୍ୟ ଆବଶ୍ୟକତାନୁଯାୟୀ ହୋଇପାରୁନଥିବା ବିଭିନ୍ନ ସମୟରେ ନଗରବାସୀ ଅସନ୍ତୋଷ ପ୍ରକାଶ କରିଆସୁଛନ୍ତି। ପାର୍କିଂ ସମସ୍ୟା ପାଇଁ ବହୁ ସମୟରେ ଟ୍ରାଫିକ ଜାମ୍‌ ହେଉଛି। ପାନୀୟ ଜଳର ନୂତନ ପ୍ରକଳ୍ପ ଅନୁଯାୟୀ ଘରେ ଘରେ ପହଁଞ୍ଚିବାକୁ ପ୍ରୟାସ ଜାରି ରହିଛି। ପର୍ବପର୍ବାଣୀରେ ପୁରୁଣା ଷ୍ଟାଡିୟମ, ଆଇଟିଆଇ ପଡିଆ, ପୋଲିସ ଲାଇନ ପଡିଆ, ମିଶନ ପଡିଆରେ ସତନ୍ତ୍ର ପାର୍କିଂ ବ୍ୟବସ୍ଥା ମାଧ୍ୟମରେ ଭିଡ଼କୁ ଆୟତ୍ତ କରାଯାଏ। କିନ୍ତୁ ପ୍ରତିଦିନ ଏହି ସମସ୍ୟାରେ ସହରବାସୀ ହନ୍ତସନ୍ତ ହେଉଛନ୍ତି। ସହରର ସମସ୍ୟାକୁ ଦୂର କରିବା ଲାଗି ବିଭିନ୍ନ ଯୋଜନାରେ କାର୍ଯ୍ୟ ଚାଲିଛି ବୋଲି କୁହନ୍ତି ପୂର୍ବତନ ଉପନଗରପାଳ ମନୋଜ କୁମାର ରାଉତ।
– ମାନସ ବିଶ୍ୱାଳ


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri