ଆରମ୍ଭ ହେଲା ଛେରାପହଁରା

ପୁରୀ ଅଫିସ, ୯ା୭: ଆଜି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା। ଜନ୍ମବେଦୀରୁ ରତ୍ନବେଦୀକୁ ଫେରୁଛନ୍ତି ଚତୁର୍ଦ୍ଧା ମୂର୍ତ୍ତି। ପୂର୍ବ ନୀତି ନିର୍ଘଣ୍ଟ ଅନୁଯାୟୀ ଭୋର ୪ଟାରୁ ଠାକୁରଙ୍କ ନୀତିକାନ୍ତି ଆରମ୍ଭ ହୋଇଥିଲା। ଏହା ସମାପନ ପରେ ଠାକୁରଙ୍କ ପହଣ୍ଡିବିଜେ ଆରମ୍ଭ ହୋଇଥିଲା। ପରେ କ୍ରମାନ୍ବୟରେ ଚତୁର୍ଦ୍ଧାମୂର୍ତ୍ତି ରଥାରୂଢ଼ ହୋଇଥିଲେ। ତା’ପରେ ଗଜପତି ମହାରାଜା ପହଞ୍ଚି ଛେରାପହଁରା ନୀତି ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ରାଜ୍ୟରୁ ୨୪୫ ପଜିଟିଭ୍‌ ଚିହ୍ନଟ, ଆଉ ୨ ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର,୮।୧(ବ୍ୟୁରୋ) : ଶୁକ୍ରବାର ରାଜ୍ୟରେ ୨୪୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୧,୩୯୬ରେ ପହଞ୍ଚିଥିବା ରାଜ୍ୟ...

ରାଜ୍ୟରେ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୭୦କୁ ବୃଦ୍ଧି ପାଇଛି।...

ଝାରସୁଗୁଡ଼ାରେ କଲେଜ ଛାତ୍ରଙ୍କୁ ପୋଲିସର ନାଲି ଆଖି

ଝାରସୁଗୁଡା ଅଫିସ,୨ା୪- କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ସମଗ୍ର ଦେଶକୁ ଲକ୍‌ ଡାଉନ କରାଯାଉଛି। ଏହି କଟକଣାକୁ ମାନୁ ନ ଥିବା ବ୍ୟକ୍ତିଙ୍କ ବିରୋଧରେ...

ପାୱାରଗ୍ରୀଡ୍‌ର ଗଛ କଟାକୁ ନେଇ ଉତ୍ତେଜନା

ବଇଣ୍ଡା,୫।୫(ଡି.ଏନ.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ପେଡ଼ିପଥର ପଞ୍ଚାୟତ ପଟ୍ଟାପଥର ଗ୍ରାମରେ ବୁଧବାର ପାୱାରଗ୍ରୀଡ ପକ୍ଷରୁ ପୋଲିସ ମୁତୟନ କରାଯାଇ ୨ହଜାର ଶାଗୁଆନ, ମହୁଲ, ଚାକୁଣ୍ଡା,...

ପୂର୍ବ ଶତ୍ରୁତାରୁ ଗଣ୍ଡଗୋଳ: ଦୁଇ ବାଇକ୍‌ ସମେତ ଗୋଟିଏ ମାରୁତି ଜାଳିଦେଲେ ଆକ୍ରମଣକାରୀ

ବାଲେଶ୍ୱର ଅଫିସ,୨୪ା୫: ବାଲେଶ୍ୱର ଜିଲା ଖଇରା ବ୍ଲକ ତୁଟ ଗ୍ରାମର କୈଳାସ ଜେନାଙ୍କ ସହିତ ସେହି ଗ୍ରାମର ଶଙ୍କର୍ଷଣ ଜେନା ଓ ବଂଶୀଧର ଜେନାଙ୍କ ସହିତ...

ସୁଲଭ ଶୌଚାଳୟରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ

ବଲାଙ୍ଗୀର ଅଫିସ,୨୧ା୧୦: ବଲାଙ୍ଗୀର ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ଥିବା ସୁଲଭ ଶୌଚାଳୟରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ମିଳିଛି। ଘଟଣାସ୍ଥଳରେ ଟାଉନ ଥାନା ପୋଲିସ ପହଞ୍ଚି...

ସମୁଦ୍ରରେ ଚାଲିଛି ଚୋରା ତେଲ ବ୍ୟବସାୟ

ପାରାଦୀପ,୧୮ା୬(ସ୍ବ.ପ୍ର.): ଦୀର୍ଘ ୨ ମାସ ଧରି ଜାରି ହୋଇଥିବା ସାମୁଦ୍ରିକ କଟକଣା ଗତ ୧୪ ତାରିଖ ରାତିରେ ହଟିବା ପରେ ଏବେ ସମୁଦ୍ରରେ ଜୋରଦାର ମାଛଧରା...

ଅଙ୍ଗନଓ୍ବାଡ଼ି କେନ୍ଦ୍ର ପରିଦର୍ଶନ କଲେ ମନ୍ତ୍ରୀ

ସାକ୍ଷୀଗୋପାଳ,୧୧।୧୧(ଡି.ଏନ.ଏ): ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ଟୁକୁନି ସାହୁ ସୋମବାର ସତ୍ୟବାଦୀ ବ୍ଲକ ଅଙ୍ଗନଓ୍ବାଡି କେନ୍ଦ୍ର ପରିଦର୍ଶନ କରିଛନ୍ତି। ମହିଳା ଓ ଶିଶୁ କଲ୍ୟାଣ...

Advertisement
Archives

Model This Week