ମଦିନା ମଇଦାନରେ ଲାଗିଲା ୧୪୪

ଭଦ୍ରକ,୮ା୧୨(ସନାତନ ରାଉତ): ଭଦ୍ରକ ସହର ମଦିନା ମଇଦାନରେ ଶୁକ୍ରବାର ସନ୍ଧ୍ୟାରେ ଏକ ପ୍ରତିବାଦ ସଭା ହେବାକୁ ଥିଲା। ଏହି ସଭାରେ ଆଇନ ଶୃଙ୍ଖଳା ପରିସ୍ଥିତି ଆଶଙ୍କା ନେଇ ପ୍ରଶାସନ ପକ୍ଷରୁ ଶୁକ୍ରବାର ପୂର୍ବାହ୍ନ ୧୧ଟାରୁ ଶନିବାର ସକାଳ ୬ଟା ପର୍ଯ୍ୟନ୍ତ ୧୪୪ ଧାରା ଜାରି କରିବାକୁ ପୁରୁଣାବଜାର ପୋଲିସକୁ ଉପଜିଲାପାଳ ମନୋଜ ପାତ୍ର ନିର୍ଦ୍ଦେଶ ଦେଇଛନ୍ତି।

ମୁସଲିମ ବସ୍ତିର ସମସ୍ତ ସର୍ଦ୍ଦାରମାନଙ୍କୁ ନେଇ ପ୍ରତିବାଦ ସଭା କରିବାକୁ ପୁରୁଣାବଜାରର ସବୀର ଖାଁ ପୁରୁଣାବଜାର ଥାନାରେ ଆବେଦନ କରିଥିଲେ। ପ୍ରତିବାଦ ସଭାକୁ ନେଇ ଆଇନଶୃଙ୍ଖଳା ପରିସ୍ଥିତି ଉପୁଜିବା ସମ୍ଭାବନା ନେଇ ମୁସଲିମ ଜମାତ ଓ କେତେକଙ୍କ ଅଭିଯୋଗ ପରେ ମଦିନା ମଇଦାନ ଓ ଆଖପାଖ ୨୦୦ ମିଟର ପରିସରରେ ୧୪୪ ଧାରା ଜାରି କରାଯାଇଛି ବୋଲି ସିଟି ଡିଏସ୍‌ପି ଅଂଶୁମାନ ଦ୍ୱିବେଦୀ ସୂଚନା ଦେଇଛନ୍ତି। ନିୟମ ଉଲ୍ଲଙ୍ଘନ କଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପୁରୁଣାବଜାର ପୋଲିସକୁ ଉପଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ପୋଲିସ ପକ୍ଷରୁ ମାଇକ୍‌ ଯୋଗେ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବକ୍ସ ଅଫିସରେ ଧମାକା କଲା ‘ପେଡ୍ଡି’: କ୍ଷମା ମାଗିଲେ ନିର୍ଦ୍ଦେଶକ

ତେଲୁଗୁ ସ୍ପୋଟର୍‌ସ ଆକ୍ସନ ଡ୍ରାମା ‘ପେଡ୍ଡି’ ରିଲିଜ ହେବାର ମାତ୍ର ଦୁଇ ଦିନ ମଧ୍ୟରେ ଭାରତୀୟ ବକ୍ସ ଅଫିସରେ ଧମାକା କରିଛି। ରାମ ଚରଣ ଏବଂ ଜାହ୍ନବୀ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଟିମ ଇଣ୍ଡିଆରେ କାହିଁକି ମିଳିଲା ସୁଯୋଗ? ଏମିତି କହିଲେ ଅଗରକର

ନୂଆଦିଲ୍ଲୀ,୬।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଏବେ ତାଙ୍କର ଅନ୍ତର୍ଜାତୀୟ ଡେବ୍ୟୁ କରିବାକୁ ପ୍ରସ୍ତୁତ ଏବଂ ସେ ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବେ ବୋଲି ଚର୍ଚ୍ଚା ଯୋର…

ଆମ୍ବ ଗୋଟାଇବାକୁ ଯାଇଥିଲେ ବୃଦ୍ଧା, କଚାଡ଼ି କଚାଡ଼ି ମାରିଲା ଦନ୍ତା

ଆନନ୍ଦପୁର/ବଞ୍ଚୋ,୬ା୬(ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): ନିଜ ଆମ୍ବତୋଟାରେ ଶନିବାର ସକାଳୁ ଆମ୍ବ ଗୋଟାଇବାକୁ ଆସିଥିବା ବେଳେ ଦନ୍ତାହାତୀ ହାବୁଡ଼ରେ ପଡ଼ିଥିଲେ ବୃଦ୍ଧା। ଆନନ୍ଦପୁର ଥାନା ଫକୀରପୁର…

ଜଳାଶୟ ମାଟି କାମକୁ ନେଇ କଂଗ୍ରେସ – ବିଜେଡି ମୁହାଁମୁହିଁ: ପୌର ପରିଷଦ ଅଧ୍ୟକ୍ଷା, କାଉନସିଲର ପହଞ୍ଚିବା ପରେ ହଙ୍ଗାମା

ବଲାଙ୍ଗୀର, ୬।୬( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର କରଙ୍ଗାକଟା ଓ ନରସିଂହ ବନ୍ଧ ଆଡିରେ ଶନିବାର ସକାଳେ କଂଗ୍ରେସ ଓ ବିଜେଡି ମୁହାଁମୁହିଁ ହୋଇଛନ୍ତି। ବିଜେଡି…

ଭୟଙ୍କର ଦୁର୍ଘଟଣା :ବସ୍ ସହ ଲୁହାପଥର ବୋଝେଇ ଟ୍ରେଲର ଧକ୍କା

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ) : ଯୋଡା ଥାନା ଅନ୍ତର୍ଗତ ଏନ୍‌ଏଚ୍–୫୨୦ର ଲହଣ୍ଡା ନିକଟସ୍ଥ ରେଳୱେ ଅଣ୍ଡରପାସ୍‌ରେ ଏକ ଟ୍ରେଲର ଓ ଯାତ୍ରୀବାହୀ ବସ୍‌ ମଧ୍ୟରେ ଧକ୍କା…

କେବଳ ବୈଭବ ସୂର୍ଯ୍ୟବଂଶୀ ନୁହଁନ୍ତି; ଏହି ଖେଳାଳି ବି ପ୍ରଥମ ଥର ପାଇଁ ଭାରତର ଟି-୨୦ ଦଳରେ ସ୍ଥାନ ପାଇଛନ୍ତି

ନୂଆଦିଲ୍ଲୀ,୬।୬: ବୈଭବ ସୂର୍ଯ୍ୟବଂଶୀଙ୍କୁ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ବିପକ୍ଷରେ ଟି-୨୦ ସିରିଜ ପାଇଁ ଚୟନ କରାଯାଇଛି। ଶନିବାର ବିସିସିଆଇ ଏହି ଦୁଇଟି ସିରିଜ ଏବଂ ଏସୀୟ କ୍ରୀଡା…

୭୯ ଥର ରକ୍ତଦାନ କରି ସୃଷ୍ଟି କଲେ ରେକର୍ଡ: ଜନ୍ମଦିନରେ ବଞ୍ଚାଇଲେ ଶିଶୁର ଜୀବନ

ଭଞ୍ଜନଗର, ୬।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳର ଜଣାଶୁଣା ରକ୍ତଦାତା ତଥା ସାମାଜିକ କର୍ମୀ ଜୟକୃଷ୍ଣ ପଟ୍ଟନାୟକ ୭୯ ଥର ରକ୍ତଦାନ କରି ଭଞ୍ଜନଗର…

SBI ପକ୍ଷରୁ ଟଙ୍କା ବଦଳ ମେଳା, ଚିରାଫଟା ନୋଟ୍‌ ଦେଇ ନେଇପାରିବେ ଏତିକି ଟଙ୍କା…

ଭଞ୍ଜନଗର,୬ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଷ୍ଟେଟ୍‌ବ୍ୟାଙ୍କ ଅଫ ଇଣ୍ଡିଆ ପକ୍ଷରୁ ଶନିବାର ବ୍ୟାଙ୍କ ସମ୍ମୁଖରେ କଏନ୍‌ ଏବଂ କାଗଜ ଟଙ୍କା ବଦଳ ମେଳା ଅନୁଷ୍ଠିତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri