Posted inଫୁରସତ

ସମ୍ବିଧାନ ପ୍ରସ୍ତୁତିକୁ ଲାଗିଥତ୍ଲା ୨ବର୍ଷ ୧୧ମାସ ୧୮ଦିନ

୧୯୪୭ ଅଗଷ୍ଟ ୧୫ ରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ବାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନ ଥିଲା ବ୍ରିଟିଶ୍ ଉପନିବେଶ ଅାଇନ ଦେଶରେ ପ୍ରଚଳିତ ଥତ୍ଲା ବ୍ରିଟିଶ ସରକାର ୧୯୩୫ରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ଗଭର୍ନମେଣ୍ଟ ଅଫ ଇଣ୍ଡିଆ ଆ-୧୯୩୫ ପ୍ରସ୍ତୁତ କରିଥିଲେ ୧୯୪୬ ଡିସେମ୍ବର ୯ରେ ପ୍ରଥମଥର ଭାରତର ସମ୍ବିଧାନ ପ୍ରଣୟନ ସଭା ଅର୍ଥାତ୍ କନ୍ଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ ଗଠିତ ହୋଇଥିଲା ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜ ଗୋପାଳଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୁଖାର୍ଜୀ, ବଳବନ୍ତ ରାଏ ମେହେଟ୍ଟା, କେ.ଏମ୍. ମୁନ୍ସୀ, ସରୋଜିନୀ ନାଇଡୁ ଓ ରାଜକୁମାରୀ ଅମୃତ କାଉରଙ୍କ ଭଳି ବରିଷ୍ଠ ନେତାଙ୍କୁ ସାମିଲ କରାଯାଇଥତ୍ଲା ୧୯୪୭ ଅଗଷ୍ଟ ୨୯ରେ ସ୍ଥାୟୀ ସମ୍ବିଧାନ ପ୍ରସ୍ତୁତ ଲାଗି ଏକ ଚିଠା କମିଟି ଗଠନ ହୋଇଥତ୍ଲା ଡ. ଆମ୍ବେଡକରଙ୍କ ଅଧ୍ୟକ୍ଷତାରେ ଗଠିତ ସାତଜଣିଆ କମିଟି ୧୯୪୭ ନଭେମ୍ବର ୪ ଦିନ ସମ୍ବିଧାନ ଚିଠା ପ୍ରସ୍ତୁତ କରି ସମ୍ବିଧାନ ସଭାରେ ଉପସ୍ଥାପନ କରିଥତ୍ଲେ ସମ୍ବିଧାନ ସଭାର ବୈଠକ ୧୬୬ଥର ଅନୁଷ୍ଠିତ ହୋଇଥିଲା ଏବଂ ୩୦୮ ସଦସ୍ୟ ଏହା ଉପରେ ବିସ୍ତୃତ ଆଲୋଚନା କରିଥିଲେ ୧୯୪୯ ନଭେମ୍ବର ୨୬ରେ ସମ୍ବିଧାନ ଚିଠା ଗୃହୀତ ହୋଇଥିଲା ଭାରତର ସମ୍ବିଧାନ ପ୍ରସ୍ତୁତି ଲାଗି ୨ବର୍ଷ ୧୧ମାସ ୧୮ଦିନ ବ୍ୟାପୀ ବିଭିନ୍ନ ଅଧିବେଶନ ଅନୁଷ୍ଠିତ ହୋଇ ଶେଷରେ ସମ୍ବିଧାନ ସଭାର ୩୦୮ଜଣ ସଦସ୍ୟ ଏହାର ହିନ୍ଦୀ ଓ ଇଂଲିଶ ସଂସ୍କରଣରେ ୧୯୫୦ ଜାନୁୟାରୀ ୨୪ରେ ହସ୍ତାକ୍ଷର କରିଥତ୍ଲେ ଦସ୍ତଖତର ଦୁଇ ଦିନ ପରେ ଅର୍ଥାତ ୧୯୫୦ ଜାନୁୟାରୀ ୨୬ରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାକୁ ହଟାଇ ଦିଅାଯାଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଦେଶରେ ଏକ ବୃହତ୍ ଲିଖିତ ସମ୍ବିଧାନ କାଯର୍ୟକାରୀ ହୋଇଥିଲା


Enter your email to get our daily news in your inbox.

All Right Reserved By Dharitri.Com

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri