Posted inଫୁରସତ

ଆହୁରି ସହଜ ହେଲା ସ୍ଲଟ୍‌ ବୁକିଂ: ଏହି ନମ୍ବରରେ କରନ୍ତୁ ଡାଏଲ

ବର୍ତ୍ତମାନ ୧୮ ବର୍ଷରୁ ବୟସ୍କ ଲୋକଙ୍କୁ ଟିକା ଦାନ ପାଇଁ ଅନୁମତି ମିଳିସାରିଛି। CO-WIN ଆପ୍‌ ମାଧ୍ୟମରେ ୧୮-୪୪ ବର୍ଷୀୟ ଲୋକେ ଏଥିପାଇଁ ସ୍ଲଟ୍‌ ବୁକିଂ କରିବା ଆରମ୍ଭ କରିଦେଲେଣି। ସେହିଭଳି ଆଉ କିଛି ଲୋକ ଟିକା ନେଇ ସାରିଲେଣି। ତେବେ ସ୍ମାର୍ଟଫୋନ୍‌ ବ୍ୟବହାର କରୁ ନ ଥିବା ଲୋକମାନେ କିଭଳି ସ୍ଲଟ୍‌ ବୁକିଂ କରିପାରିବେ ସେଥିପାଇଁ ସରକାର ଏକ ନୂଆ ସୁବିଧା ଉପଲବ୍ଧ କରିଛନ୍ତି। ଏବେ ଫୋନ୍‌ କଲ୍‌ ମାଧ୍ୟମରେ ସ୍ଲଟ୍‌ ବୁକିଂ ହୋଇପାରିବ।

ସ୍ଲ୍‌ଟ୍‌ ବୁକିଂ କରିବା ପାଇଁ ହେଲ୍ପ ଲାଇନ ନମ୍ବର ୧୦୭୫ ଡାଏଲ କରିବାକୁ ହେବ। ବିଶେଷକରି ଏହା ଗ୍ରାମାଞ୍ଚଳର ଲୋକଙ୍କ ପାଇଁ ସୁବିଧାଜନକ ହେବ ବୋଲି ନ୍ୟାଶନାଲ ହେଲ୍‌ଥ ଅଥରିଟିର ମୁଖ୍ୟ ଆର୍‌ଏସ୍‌ ଶର୍ମା କହିଛନ୍ତି।

ଏହି ନମ୍ବରକୁ କଲ କରିବା ପରେ ସେମାନେ ଆପଣଙ୍କୁ କ’ଣ କରିବାକୁ ଚାହୁଁଛନ୍ତି ବୋଲି ପ୍ରଶ୍ନ କରିବେ। ଆପଣ ସ୍ଲଟ୍‌ ବୁକିଂ ଚୟନ କରିବେ। ପରେ ଆପଣଙ୍କୁ ନିଜ ଆଧାର କିମ୍ବା ଭୋଟର କାର୍ଡ ସୂଚନା ଦେବାକୁ ହେବ। ଡାଟା ଦେଇ ସାରିବା ପରେ ଆପଣଙ୍କ ସ୍ଲଟ୍‌ ବୁକିଂ ହୋଇଗଲା ବୋଲି ସୂଚନା ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ICUରେ ଆନ୍ନା ହଜାରେ: ଗୁରୁତର ଭାଇରାଲ ସଂକ୍ରମଣ ପରେ…

ନୂଆଦିଲ୍ଲୀ,୩୧।୮: ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ମୁମ୍ବାଇର ବମ୍ବେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଗୁରୁତର ଭାଇରାଲ ସଂକ୍ରମଣ ଏବଂ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ରାଷ୍ଟ୍ରପତିଙ୍କ ପାଖରେ ଛାଇ ଭଳି ରହୁଥିବା ମେଜର ରିଷଭ ହଠାତ୍‌ ନେଲେ ଅବସର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୩୧।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ବିଭିନ୍ନ ସରକାରୀ ଓ ଆଧିକାରିକ କାର୍ଯ୍ୟକ୍ରମରେ ନଜର ଆସି ଚର୍ଚ୍ଚାରେ ଥିବା ମେଜର ରିଷଭ ସିଂହ ସାମ୍ବ୍ୟାଲ ଏବେ…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri