ଦଶମ ଶ୍ରେଣୀ ଛାତ୍ରଙ୍କୁ ଉଲଗ୍ନ କରି ମାଡ଼ ମାରିବା ମହଙ୍ଗା ପଡ଼ିଲା

ସମ୍ବଲପୁର,୨୨ା୪(ବ୍ୟୁରୋ): ସମ୍ବଲପୁର ଶାସନସ୍ଥିତ ବିକାଶ କ୍ୟାମ୍ପସରେ ରବିବାର ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କୁ ଉଲଗ୍ନ କରି ମାଡ଼ ମାରିବା ଘଟଣାରେ ସ୍କୁଲ କର୍ତ୍ତୃପକ୍ଷ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଏଥିରେ ସମ୍ପୃକ୍ତ ଛାତ୍ରଙ୍କୁ ନିଲମ୍ବନ କରାଯାଇଛି। ଅଭିଯୋଗ ଉପରେ ଶୃଙ୍ଖଳା କମିଟି ତଦନ୍ତ ଜାରି ରଖିଛି। ହଷ୍ଟେଲ ୱାଡେନ୍‌ଙ୍କ ଉପରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସ୍କୁଲ କର୍ତ୍ତୃପକ୍ଷ ପ୍ରେସ ବିବୃତିରେ ସୂଚନା ଦେଇଛନ୍ତି।

ପୀଡିତ ଛାତ୍ରଙ୍କ ବାପା ସ୍କୁଲ କର୍ତ୍ତୃପକ୍ଷଙ୍କ ନିକଟରେ କରିଥିବା ଅଭିଯୋଗ ମୁତାବକ, ଏପ୍ରିଲ ୧୭ ତାରିଖ ରବିବାର ସାରେ ତାଙ୍କ ପୁଅ ହଷ୍ଟେଲରେ ଥିଲେ। ଏହି ସମୟରେ ସହପାଠୀମାନେ ଆସି ପ୍ରଥମେ ତାଙ୍କ ହାତ ଗୋଡ଼ ବାନ୍ଧି ଦେଇଥିଲେ। ପରେ ତାଙ୍କୁ ଉଲଗ୍ନ କରି ମାଡ଼ ମାରିଥିଲେ। ପୁଅ ଏ ନେଇ ହଷ୍ଟେଲ ଓ୍ବାଡେନଙ୍କ ପାଖରେ ଅଭିଯୋଗ କରିଥିଲେ। ହେଲେ ସେ ଘଟଣାକୁ ହାଲୁକା ଭାବେ ନେଇ ସ୍କୁଲ ପରିଚାଳନା ନିର୍ଦ୍ଦେଶକଙ୍କ ପାଖରେ ଅଭିଯୋଗ ଜଣାଇବେ ବୋଲି କହିଥିଲେ। ପରଦିନ ୧୮ ତାରିଖରେ ମଧ୍ୟ କୋଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ ବର୍ଷା ପାଣି ଯୋଗୁ ଧସିଲା ପୋଲର ସୁରକ୍ଷା ପାଚେରୀ, ଭୟରେ ପଞ୍ଚାୟତବାସୀ

ନନ୍ଦପୁର ୨୫।୫ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକର ଦୁର୍ଗମ ପଞ୍ଚାୟତ ଭାବେ ପରିଚିତ ଖେମୁଣ୍ଡୁଗୁଡା ପଞ୍ଚାୟତକୁ ସଂଯୋଗୀ ଆରଡି ରାସ୍ତାରେ ଥିବା ଏକ…

ମରାମତି ବେଳେ ବଡ଼ ଅଘଟଣ: ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଗୁରୁତର ହେଲେ ଠିକା କର୍ମଚାରୀ

ଗଜପତି,୨୬।୫(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି କେଉଟ ସାହିରେ ବିଦ୍ୟୁତ୍‌ ମରାମତି କାର୍ଯ୍ୟ ଚାଲିଥିବା ବେଳେ ବିଦ୍ୟୁତ୍‌ ଆଘାତରେ ଠିକା କର୍ମଚାରୀ ଆହାତ ହୋଇଛନ୍ତି। ଗୁରୁତର ବସ୍ଥାରେ ପାରଳାଖେମୁଣ୍ଡି ମୁଖ୍ୟ…

ଭାବାବେଗକୁ ଆଘାତ ଦେଲା….: ଅଡୁଆରେ ଶାସକ ଦଳ

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ବିଶ୍ୱପ୍ରସିଦ୍ଧ କୁହାଯାଏ। ଏହି ମହୋତ୍ସବରେ ଦିନକୁ ଦିନ ଅଧିକ ନୂତନତ୍ତ୍ୱ ଏବଂ ଆକର୍ଷଣ ଆଣିବା ପାଇଁ ଉଦ୍ୟମ…

ମାଲିକର ପୋଷା କୁକୁର ସହିତ ଅପ୍ରାକୃତ ସମ୍ପର୍କ ପାଇଁ ଚେଷ୍ଟା କରୁଥିଲେ ରୋଷେୟା, ଧରାପଡିବା ପରେ…

ଭୁବନେଶ୍ବର୨୬।୫(ପ୍ରସନଜିତ୍‌ ସାହୁ): ଚନ୍ଦକା ଥାନା ଅଞ୍ଚଳରେ ଏକ ଫାର୍ମ ହାଉସର ରୋଷେୟା ଏକ ପୋଷା ଡାଲ୍‌ମିଶନ କୁକୁରକୁ ଆକ୍ରମଣ ସହ ଅପ୍ରାକୃତ ସମ୍ପର୍କ ଉଦ୍ୟମ କରିଥିବା ନେଇ…

୮୦ କିମି ବେଗରେ ଝଡ ପବନ! ସତର୍କତା ଜାରି କଲା IMD, ଓଡ଼ିଶା ସମେତ…

ନୂଆଦିଲ୍ଲୀ,୨୬।୫: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ସୋମବାର ଉତ୍ତର ପ୍ରଦେଶର ବାନ୍ଦା ଏବଂ ବିଦର୍ଭର ବ୍ରହ୍ମପୁରୀରେ ତାପମାତ୍ରା ୪୭ଡିଗ୍ରୀରୁ ଅଧିକ ରହିଥିଲା। ଛତରପୁରର ଖଜୁରାହୋରେ ୪୭.୨…

ମୋଦିଙ୍କ ଶାସନ କ୍ଷମତାକୁ ନେଇ ବଡ଼ ଭବିଷ୍ୟବାଣୀ କଲେ ରାହୁଲ!

ନୂଆଦିଲ୍ଲୀ,୨୬।୫: ପ୍ରଧାନମନ୍ତ୍ରୀ ପଦରୁ ନରେନ୍ଦ୍ର ମୋଦିଙ୍କ ଆସନ୍ନ ବିଦାୟ ସମ୍ପର୍କରେ କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦାବିକୁ ନେଇ…

ସ୍ବଚ୍ଛ ପୁରୁଷୋତ୍ତମପୁର ଗଢି ତୋଳିବା ଲକ୍ଷ୍ୟ: ସାମୂହିକ ସଫେଇ…

ପୁରୁଷୋତ୍ତମପୁର,୨୬/୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ସ୍ବଚ୍ଛ ସର୍ବେକ୍ଷଣ ଆମ ଗଞ୍ଜାମ,ସ୍ବଚ୍ଛ ଗଞ୍ଜାମରେ ସାମୂହିକ ସଫେଇ କାର୍ଯ୍ୟକ୍ରମ ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀଙ୍କ ତତ୍ତ୍ୱାବଧାନରେ…

ମୋଦିଙ୍କ କାର୍ଯ୍ୟକାଳକୁ ପୂରିଲା ୧୨ ବର୍ଷ, ୨୦୧୪ ବିଜୟ ପରେ ପ୍ରଧାନମନ୍ତ୍ରୀ କଣ କହିଥିଲେ ଜାଣନ୍ତୁ

ନୂଆଦିଲ୍ଲୀ,୨୬।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ  ମେ ୨୬ ଏକ ଅତ୍ୟନ୍ତ ସ୍ୱତନ୍ତ୍ର ଦିନ । ଆଜି ସେ ଭାରତର ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିବାର ୧୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri