କେବଳ ଏହି କାରଣ ପାଇଁ ଅମିରଙ୍କ ଉପରେ ଭୀଷଣ ରାଗିଥିଲେ ମାଧୁରୀ

୧୯୯୦ ମସିହାରେ ମୁକ୍ତିଲାଭ କରିଥିବା ଫିଲ୍ମ ‘ଦିଲ’ ଦର୍ଶକଙ୍କ ହୃଦୟ ଜିତିଥିଲା। ଏହି ଫିଲ୍ମରେ ଅମିର ଖାନ ଏବଂ ମାଧୁରୀ ଦୀକ୍ଷିତଙ୍କ କେମେଷ୍ଟ୍ରିକୁ ନେଇ ଚର୍ଚ୍ଚା ହୋଇଥିଲା। ତେବେ ଆଜି ଆମେ ଆପଣଙ୍କୁ ଏପରି ଏକ ଘଟଣା କହୁଛୁ ଯାହା ଫିଲ୍ମର ଶୁଟିଂ ସହିତ ଜଡିତ।

ଶୁଟିଂ ସେଟେ୍‌ରେ ହାତ ଦେଖିବା ବାହାନାରେ ଅମିର କିପରି ମାଧୁରୀଙ୍କ ସହ ଥଟ୍ଟା କରିଥିଲେ, ଏହା ସେ ଏକ ଚାଟ ଶୋରେ କହିଥିଲେ। ସେଟର ଏହି ଘଟଣା ବିଷୟରେ ଅମିର କହିଛନ୍ତି, ମାଧୁରୀ ମୋ ଉପରେ ବହୁତ ରାଗିଥିଲେ କାରଣ ମୁଁ ସେଟରେ ତାଙ୍କ ହାତ ଦେଖିବାର ଅଭିନୟ କରିଥିଲି। ତାଙ୍କୁ କହିଥିଲେ ଯେ, ତୁମେ ବହୁତ ନିର୍ବୋଧ, ଭାବପ୍ରବଣ ଏବଂ ଲୋକମାନେ ତୁମକୁ ବୋକା ବନେଇଛନ୍ତି। ଯେପରି ମୁଁ ବର୍ତ୍ତମାନ କରୁଛି । ଏବଂ ଏହା କହିବା ସମୟରେ ଅମିର ତାଙ୍କ ହାତରେ ଛେପ ପକାଇଥିଲେ।
ଅମିରଙ୍କ ଏହି ଥଟ୍ଟାରେ ମାଧୁରୀ ଅତ୍ୟଧିକ ରାଗିଯାଇଥିଲେ ଏବଂ ସେ ହକି ଷ୍ଟିକ ଧରି ଅମିରଙ୍କୁ ଗୋଡାଇଲେ। ମାଧୁରୀ ଟୁଇଟରରେ ତାଙ୍କ ପ୍ରଶଂସକଙ୍କ ସହ କଥା ହେଉଥିବା ବେଳେ ଏହା ମଧ୍ୟ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

ରଜନୀକାନ୍ତ, ଧନୁଷ, କମଲ ହାସନ ଚେନ୍ନାଇରେ ଦେଲେ ଭୋଟ, ସର୍ବପ୍ରଥମେ ପହଞ୍ଚିଲେ ଏହି ସୁପରଷ୍ଟାର

ଚେନ୍ନାଇ,୧୯।୪: ଶୁକ୍ରବାର ସକାଳୁ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସମସ୍ତ ରାଜନୈତିକ ଦଳ ଭାଗ୍ୟ ପରୀକ୍ଷା କରିବାକୁ ରାଜନୈତିକ ମଞ୍ଚରେ...

ଖୁବ ଶୀଘ୍ର ଆଈ ହେବାକୁ ଯାଉଛନ୍ତି ନୀନା ଗୁପ୍ତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତାଙ୍କ ଘରକୁ କୁନି ଅତିଥି ଆସିବାକୁ ଆଉ ବେଶୀ ସମୟ ବାକି ନାହିଁ। ଅଭିନେତ୍ରୀଙ୍କ ଝିଅ ମାସାବା ଖୁବଶୀଘ୍ର ମା’...

ଶଳା ସଲମାନ୍‌ ନୁହେଁ, ବରଂ ଫିଲ୍ମ କରିବା ପୂର୍ବରୁ ପୋଷାକୁକୁର ସହ କଥା ହୁଅନ୍ତି ଆୟୁଷ  

ବମ୍ବେ: ବଲିଉଡର ଦବଙ୍ଗ ଖାନ୍‌ଙ୍କ ସାନ ଉଭଣୀ ଅର୍ପିତା ଖାନ୍‌ଙ୍କ ସ୍ବାମୀ ହେଉଛନ୍ତି ଆୟୁଷ ଶର୍ମା। ଖ୍ୟାତନାମା ଫିଲ୍ମନିର୍ମାତା ସଲୀମ ଖାନ୍‌ଙ୍କ ସେ ଜ୍ୱାଇଁ ହୋଇଥିବାରୁ...

ନୂଆ ରେକର୍ଡ କଲା ଅଲୁ ଅର୍ଜୁନଙ୍କ ପୁଷ୍ପା ୨, ଏହି ପ୍ଲାଟଫର୍ମକୁ ୨୭୫ କୋଟି ଟଙ୍କାରେ ବିକ୍ରୀ କଲା ଡିଜିଟାଲ୍ ରାଇଟ୍

ମୁମ୍ବାଇ: ଅଲୁ ଅର୍ଜୁନଙ୍କ ପୁଷ୍ପା ୨ ଟିଜର ଆସିବା ପରଠାରୁ ଏହା ହେଡଲାଇନରେ ରହିଛି। ଏବେ ଖବର ଆସିଛି ଯେ, ବହୁ ପ୍ରତୀକ୍ଷିତ ସୁକୁମାରଙ୍କ ନିର୍ଦ୍ଦେଶିତ...

ରାଜ କୁନ୍ଦ୍ରାଙ୍କ ୯୭.୭୯ କୋଟିର ସମ୍ପତ୍ତି ଜବତ କଲା ଇଡି, ଶିଳ୍ପାଙ୍କ ବଙ୍ଗଳା ବି ହେଲା ସିଜ୍‌

ମୁମ୍ବାଇ,୧୮।୪: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ରାଜ କୁନ୍ଦ୍ରା ପୁଣି ଏକ ବଡ଼ ଅଡ଼ୁଆରେ ଫସିଛନ୍ତି। ଇଡି ତାଙ୍କର ୯୭.୭୯ କୋଟି ଟଙ୍କାର ସମ୍ପତ୍ତିକୁ...

ପରପାରିରେ ବିଶିଷ୍ଟ ଅଭିନେତା-ନିର୍ଦ୍ଦେଶକ ସଚ୍ଚି ଦାସ

ଭୁବନେଶ୍ୱର,୧୮।୪: ଆରପାରିରେ ବିଶିଷ୍ଟ ସିନେ କଳାକାର ଡ. ସଚ୍ଚି ଦାସ । ମୃତ୍ୟୁବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା । ସଚ୍ଚି ଦାସ, କବି ସମ୍ରାଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri