ସେଲ୍‌ଫି ହେଲା କାଳ, ଝରଣାରେ ପଡ଼ିଲେ ଯୁବକ

ପାରଳାଖେମୁଣ୍ଡି,୧୪।୯(ଡି.ଏନ୍‌.ଏ.): ସେଲ୍‌ଫି ହେଲା କାଳ। ଗୁଦୁଗୁଦାରେ ସେଲ୍‌ଫି ନେଲା ବେଳେ ଝରଣାରେ ପଡ଼ି ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଉଛନ୍ତି ଗୁରାଣ୍ଡି ଥାନା ଅନ୍ତର୍ଗତ ଚନ୍ଦନଖଳାର ଟି. ଶ୍ରୀକାନ୍ତ। ମଙ୍ଗଳବାର ୪ ସାଙ୍ଗଙ୍କ ସହ ବଣଭୋଜି ପାଇଁ ଜିରାଙ୍ଗ ନିକଟସ୍ଥ ଗୁଦୁଗୁଦାକୁ ଯାଇଥିବା ବେଳେ ମୋବାଇଲରେ ସେଲ୍‌ଫି ନେବା ସମୟରେ ଅସାବଧାନତା ଯୋଗୁ ଝରଣାରେ ଖସିପଡ଼ିଥିଲେ। ଶ୍ରୀକାନ୍ତ। ଖବରପାଇ ଅଗ୍ନିଶମ କର୍ମଚାରୀ ବହୁ ଖୋଜାଖୋଜି କରିବା ପରେ ପ୍ରାୟ ରାତି ୯ଟାରେ ତାଙ୍କ ମୃତଦେହ ଠାବ କରାଯାଇଛି। ପରେ ରାୟଗଡ଼ ପୋଲିସ ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ନିମନ୍ତେ ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟକୁ ପଠାଇ ଏକ ଅପମୃତ୍ୟୁ ମାମଲା ରୁଜୁକରି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୋସିଆଲ ମିଡିଆରୁ ସ୍ବାବଲମ୍ବୀ ଉଦିତ

କେନ୍ଦୁଝର, ୨୯ା୧୦(ଡି.ଏନ.ଏ.)- ଆଜିକାଲି ଯୁବପିଢ଼ିଙ୍କ ମନୋରଞ୍ଜନର ମାଧ୍ୟମ ହେଉଛି ସୋସିଆଲ ମିଡିଆ। ତେବେ ଏହା ଖାଲି ମନୋରଞ୍ଜନ ନୁହେଁ କାହାକୁ ଏହି ସୋସିଆଲ ମିଡିଆ ସ୍ବତନ୍ତ୍ର...

ସ୍କୁଲ କ୍ୱାର୍ଟର ଆଟୁ ଖସିଲା, ଅଳ୍ପକେ ବର୍ତ୍ତିଲେ ପରିବାର ସଦସ୍ୟ

ଓଡ଼ଗାଁ,୨୬ା୪(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକ ରଘୁନାଥ ବିଦ୍ୟପୀଠ ପରିସରରେ ଥିବା ଏକ ଷ୍ଟାଫ୍‌ କ୍ୱାର୍ଟର ଆଟୁ ଖସି ଯିବାରୁ ସଂପୃକ୍ତ ପରିବାର ସଦସ୍ୟ ଅଳ୍ପକେ...

‘ମୋ ସରକାର’ ପରେ ପଶିଛି ଛାନିଆ

ଅନୁଗୋଳ ଅଫିସ, ୧୪ା୧୦: ରାଜ୍ୟ ସରକାରଙ୍କ ‘ମୋ ସରକାର’ କାର୍ଯ୍ୟକ୍ରମ ଆରମ୍ଭ ପରେ ମେଡିକାଲ, ଥାନା ଓ ସରକାରୀ କାର୍ଯ୍ୟାଳୟରେ କିପରି ସେବା ଯୋଗାଇ ଦିଆଯାଉଛି ତାହାର...

କରୋନା କଟକଣା: ଯୋଡ଼ାରେ ଅଡ୍‌-ଇଭିନ୍‌ ଲାଗୁ

ଯୋଡ଼ା,୨୧ା୩ (ଡି.ଏନ୍‌.ଏ.): କରୋନା ସଚେତନତା ପାଇଁ କେନ୍ଦୁଝର ଜିଲା ପ୍ରଶାସନ ପକ୍ଷରୁ ଅଡ୍‌-ଇଭିନ୍‌ ଫର୍ମୁଲା ସମଗ୍ର ଜିଲାରେ ଜାରି କରାଯାଇଛି। ଯୋଡା ପୌରପାଳିକାରେ ଏହାର ପ୍ରଭାବ...

ନିର୍ବାଚନୀ ସଭାରେ ମନ୍ତ୍ରୀ ଦିବ୍ୟଶଙ୍କରଙ୍କୁ ଟାର୍ଗେଟ

ଜୁନାଗଡ଼,୨୨।୩(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ସହର ନୂଆବସ୍‌ଷ୍ଟାଣ୍ଡଠାରେ ଭାଜପାର ବିଶାଳ ନିର୍ବାଚନୀ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଏଥିରେ କଳାହାଣ୍ଡି ଏମ୍‌ପି ବସନ୍ତ ପଣ୍ଡା, ପୂର୍ବତନ ମନ୍ତ୍ରୀ...

ଭଞ୍ଜନଗରରେ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ପାଳିତ

ଭଞ୍ଜନଗର, ୧୭।୪(ଡି.ଏନ୍‌.ଏ.): ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ବୁଧବାର ପାଳିତ ହୋଇଯାଇଛି। ଏ ନେଇ ଗଞ୍ଜାମ ଜିଲା ବାଉଁଶଲୁଣ୍ଡି...

ଦୋକାନୀ, ଗାଡ଼ି ଚାଳକଙ୍କଠାରୁ ଜରିମାନା ଆଦାୟ

ପଦ୍ମପୁର,୧୪ା୪(ଡି.ଏନ୍‌.ଏ.)- କରୋନା ମହାମାରୀ ପାଇଁ ଓଡ଼ିଶାରେ ଲକ୍‌ ଡାଉନ ଘୋଷଣା ହୋଇଛି। ଏହି ପରିସ୍ଥିତିରେ କେତେକ ଅସାଧୁ ବ୍ୟବସାୟୀ ଚଢା ଦାମ୍‌ରେ ଅତ୍ୟାବଶ୍ୟକୀୟ ସାମଗ୍ରୀ ବିକ୍ରି...

ପଥଚାରୀଙ୍କ ଉପରେ ମାଡ଼ିଗଲା ଟ୍ରକ୍‌

ଝୁମ୍ପୁରା,୨୮।୧୨(ଡି.ଏନ.ଏ): କେନ୍ଦୁଝର ଜିଲା ଝୁମ୍ପୁରା ଥାନା ଅଧୀନ ୨୦ ନମ୍ବରଏନ୍‌ଏଚ୍‌ ବାଇପାସ ଛକ ନିକଟରେ ମଙ୍ଗଳବାର ଏକ ଟ୍ରକ ମାଡିଯିବାରୁ ଜଣେ ପଥଚାରୀଙ୍କ ମୃତ୍ୟୁ ଘଟିଛି।...

Advertisement
Archives

Model This Week