ଆସନ୍ତା ତିନିରୁ ଚାରି ଦିନ ମଧ୍ୟରେ ବଢ଼ିବ ଶୀତ

ଭୁବନେଶ୍ୱର,୧୨ା୧୧(ବ୍ୟୁରୋ): ରାଜ୍ୟରେ ଆରମ୍ଭ ହୋଇଛି ଶୀତର ପ୍ରକୋପ । ପାରଦ ତଳମୁହାଁ ହେବା ଯୋଗୁ ସର୍ବନିମ୍ନ ତାପମାତ୍ରା ୧୩ ଡିଗ୍ରୀ ସେଲ୍‌ସିୟସକୁ ଖସିଛି। ୬ଟି ସହରର ସର୍ବନିମ୍ନ ତାପମାତ୍ରା ୧୬ ଡିଗ୍ରୀ ତଳେ ରହିଛି। ତେବେ ଆସନ୍ତା ୩ରୁ ୪ ଦିନ ମଧ୍ୟରେ ରାଜ୍ୟରେ ଶୀତର ପ୍ରକୋପ ବଢ଼ିବ। ସର୍ବନିମ୍ନ ତାପମାତ୍ରା ୩ରୁ ୪ଡିଗ୍ରୀ ସେଲ୍‌ସିୟସ ତଳକୁ ଖସିବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୨ ଘଣ୍ଟିଆ ଦେବଗଡ଼ ବନ୍ଧ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...

ଶୀତ ମହୋତ୍ସବ ହେବ ଉତ୍ସବମୁଖର: ସାଂସ୍କୃତିକ କାର୍ଯ୍ୟକ୍ରମକୁ ଆକୃଷ୍ଟ ପାଇଁ ଲକ୍ଷ୍ୟ

ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ମହୋତ୍ସବ ନେଇ ତୃତୀୟଥର ପାଇଁ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହ ଠାରେ ହୋଇଯାଇଛି। ବିଡ଼ିଓ ତଥା...

୬ ମାସରେ ମାତ୍ର ୨ ପ୍ରତିଶତ ଅଗ୍ରଗତି: ଅନିଶ୍ଚିତତା ଘେରରେ ମେଗା ପାନୀୟ ଜଳ ପ୍ରକଳ୍ପର ଭବିଷ୍ୟତ

ଭଞ୍ଜନଗର,୧୭।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧୀନରେ ରାଜ୍ୟର ସବୁଠୁ ବଡ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ...

ଜିଆ ଖାଉଛି ମାଛକୁ

ଗାଡ଼ିଆରେ ବନିଶିରେ ମାଛ ଧରାଯାଉଥିବାର ଏକ ଦୃଶ୍ୟକୁ ଅବତାରଣା କରାଯାଉ। ଜଣେ ବ୍ୟକ୍ତି ବାଉଁଶ ଛଡ଼ିରେ ସୂତା ଲଗାଇ ସେଥିରେ କଣ୍ଟା ଓହଳାଇ ଥାଏ। ସୂତାକୁ...

ଧାନରେ ଇନ୍‌ପୁଟ୍‌ ଆସିଷ୍ଟାଣ୍ଟ ହ୍ରାସ, ବଢ଼ିଲା ଅସନ୍ତୋଷ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ୨ଦିନ ପରେ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ପୂରିବ। ଅଥଚ ଏପର୍ଯ୍ୟନ୍ତ...

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri