ଆଜି ଓଟିଟିରେ ହେବ ରିଲିଜ୍‌

ବଲିଉଡ୍‌ ଅଭିନେତା ଅମିତାଭ ବଚ୍ଚନଙ୍କ ଫିଲ୍ମ ‘ଝୁଣ୍ଡ’ ମାର୍ଚ୍ଚ ୪ରେ ମୁକ୍ତିଲାଭ କରିଥିଲା। ହେଲେ ଏବେ ଓଟିଟିରେ ରିଲିଜ କରିବାକୁ ସୁପ୍ରିମକୋର୍ଟରୁ ସବୁଜ ସଙ୍କେତ ମିଳିଯାଇଛି। ଆଜି ହିଁ ଫିଲ୍ମ ‘ଝୁଣ୍ଡ’ ଓଟିଟିରେ ରିଲିଜ୍‌ ହେବ।
ସୂଚନାନୁୟାଯୀ, ଝୁଣ୍ଡର ନିର୍ମାତାଙ୍କ ବିରୋଧରେ କପିରାଇଟ ଅଭିଯୋଗ ଆସିଥିଲା, ଯାହା ପରେ ତେଲେଙ୍ଗାନା ହାଇକୋର୍ଟ ଫିଲ୍ମର ରିଲିଜ ସ୍ଥଗିତ ରଖିଥିଲେ ଏବଂ ପରବର୍ତ୍ତୀ ଶୁଣାଣି ତାରିଖ ଭାବରେ ଜୁନ ୯କୁ ସ୍ଥିର କରିଥିଲେ। ଏହା ପରେ ଫିଲ୍ମର ନିର୍ମାତା ହାଇକୋର୍ଟଙ୍କ ନିର୍ଦ୍ଦେଶ ବିରୋଧରେ ସୁପ୍ରିମକୋର୍ଟର ଦ୍ବାରସ୍ଥ ହୋଇଥିଲେ । ବର୍ତ୍ତମାନ ସୁପ୍ରିମକୋର୍ଟ ତେଲେଙ୍ଗାନା ହାଇକୋର୍ଟଙ୍କ ନିଷ୍ପତ୍ତିକୁ ସ୍ଥଗିତ ରଖିଛନ୍ତି । ଏହି ଫିଲ୍ମରେ ଅମିତାଭ ବଚ୍ଚନଙ୍କ ବ୍ୟତୀତ ରିଙ୍କୁ ରାଜଗୁରୁ, ବିକି କାଦିଆନ, ଗଣେଶ ଦେଶମୁଖ, ଆକାଶ ଥୋସର, କିଶୋର କଦମଙ୍କ ପରି ଅଭିନେତାମାନେ ଅଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ୁଛି ନର୍ଲା ବିଧାୟିକା ସ୍ବାମୀଙ୍କ ଅଡ଼ୁଆ: ଏପଟେ ମନୋରମାଙ୍କୁ ଡାକି ନବୀନ କହିଲେ…

ଭୁବନେଶ୍ୱର, କଳାହାଣ୍ଡି ଜିଲା ନର୍ଲା ବିଧାୟିକା ମନୋରମା ମହାନ୍ତିଙ୍କ ସ୍ବାମୀ ତଥା ନର୍ଲା ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ ମହାନ୍ତିଙ୍କ ନାମରେ ଆସିଛି ସଙ୍ଗୀନ ଅଭିଯୋଗ। ନର୍ଲା…

ଶ୍ରୀରାମ ନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା; ଗର୍ଜିଲା ଛାତ୍ର କଂଗ୍ରେସ, ଜିଲାପାଳଙ୍କୁ ଦାବିପତ୍ର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ ନେଇ ବିବାଦ…

୨୫ ବର୍ଷ ମଧ୍ୟରେ ଯାହା ହୋଇନଥିଲା ତାହା ଏବେ ଘଟୁଛି… କାହିଁକି ଦ୍ରୁତ ଗତିରେ ସୁନା ବିକ୍ରି କରୁଛି ରୁଷିଆ? ଜାଣିଲେ…

ନୂଆଦିଲ୍ଲୀ,୩୦।୩: ରୁଷିଆ ୨୫ ବର୍ଷ ମଧ୍ୟରେ ପ୍ରଥମଥର ପାଇଁ ଏହାର କେନ୍ଦ୍ରୀୟ ବ୍ୟାଙ୍କ ଭଣ୍ଡାରରୁ ସୁନା ବିକ୍ରୟ ଆରମ୍ଭ କରିଛି। ବର୍ଲିନ ସ୍ଥିତ ଏକ ଖବର ସଂସ୍ଥାର…

ଗର୍ଲଫ୍ରେଣ୍ଡ୍‌ଙ୍କୁ ମହଙ୍ଗା ଗାଡ଼ି ଉପହାର ଦେଲେ ହାର୍ଦ୍ଦିକ ପାଣ୍ଡ୍ୟା: ଦାମ ଜାଣିଲେ ଉଡିଯିବ ହୋଶ୍‌

ମୁମ୍ବାଇ,୩୦।୩: କିଛି ଦିନ ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟା ଏକ ଫେରାରି (Ferrari 12Cilindri) କିଣିଛନ୍ତି। ଏହାର ମୂଲ୍ୟ ୧୨ କୋଟି ବୋଲି ଜଣାପଡ଼ିଛି। ଏବେ ତାଙ୍କ କାର…

ନବୀନ ନିବାସରେ କଟକ-ଚୌଦ୍ୱାରର ୮ କର୍ପୋରେଟର: ଡକରା ପରେ…

ଭୁବନେଶ୍ୱର,୩୦।୩: ନବୀନ ନିବାସରେ ପହଞ୍ଚିଛନ୍ତି କଟକ-ଚୌଦ୍ୱାରର ୮ କର୍ପୋରେଟର। ପ୍ରତାପ ଜେନାଙ୍କ ନେତୃତ୍ୱରେ ନବୀନ ନିବାସରେ ପହଞ୍ଚିଥିବା ସୂଚନା ମିଳିଛି। କଟକ ରାଜନୀତି ସରଗରମକୁ ନେଇ ନବୀନ…

କେନ୍ଦ୍ରୀୟ ମଣ୍ଡି ଖୋଲି ଆଜି ହିଁ ଧାନ କିଣନ୍ତୁ….ଦଣ୍ଡ ମାରି ଯାଜପୁର ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ପ୍ରତିବାଦ

ଯାଜପୁର,୩୦ା୩(ହର୍ଷବର୍ଦ୍ଧନ ବେହେରା): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଅଭିନବ ପ୍ରତିବାଦ କରାଯାଇଛି ।ଶତାଧିକ ଚାଷୀ ଟ୍ରାକ୍ଟର, ଅଟୋ ଇତ୍ୟାଦିରେ ଧାନ ବସ୍ତା ଲଦି ମେଡିକାଲ ଛକରୁ…

୧୧ ପଦକ ଜିତିଲେ ଗଞ୍ଜାମର ୩ ଖେଳାଳି, ଛୁଟୁଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୩୦।୩ (ଦିଲ୍ଲୀପ ସାମଲ): ରାଜସ୍ଥାନର ଜୟପୁରଠାରେ ଅନୁଷ୍ଠିତ ଦ୍ୱିତୀୟ ଜାତୀୟ ପାରା ଅସିଚାଳନା ପ୍ରତିଯୋଗିତାରେ ଦଶରୁ ଅଧିକ ପଦକ ଜିତିଛନ୍ତି ଗଞ୍ଜାମର ୩ ଖେଳାଳି। ଛତ୍ରପୁର ଗିଲିଟିପେଟା…

ଖରାଦିନେ ଶରୀର ପାଇଁ ଉପକାରୀ ଆଖୁରସ

ଶରୀର ପାଇଁ ବେଶ୍‌ ଉପକାରୀ ହେଉଛି ଆଖୁରସ। ମୁଖ୍ୟତଃ ଖରାଦିନେ ଏହାର ଚାହିଦା ଅଧିକ। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଭରି ରହିଛି। ଆଖୁରସ ପିଇବା ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri