୪ ଦିନ ଲାଗିରହିବ ବର୍ଷା

ଭୁବନେଶ୍ୱର, ୧୭।୭(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଆସନ୍ତା ୨୧ ତାରିଖ ବେଳକୁ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି। ଏହାର ପ୍ରଭାବରେ ୧୮ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏନଇ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ୧୮ରେ ନୂଆପଡ଼ା, ନବରଙ୍ଗପୁର, କେନ୍ଦୁଝର, ମୟୂରଭଞ୍ଜ, ୧୯ରେ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କଟକରେ ପ୍ରବଳ ବର୍ଷା ହେବ। ସେହିପରି ୨୦ରେ କୋରାପୁଟ, ମାଲାକାନଗିରି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କଟକରେ ପ୍ରବଳ ବର୍ଷା ହେବ। ତେବେ ୨୧ରେ କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧାରେ ପ୍ରବଳରୁ ଅତି ପ୍ରବଳ ଏବଂ ଯାଜପୁର, ଭଦ୍ରକ, ଢେଙ୍କାନାଳ, ନୟାଗଡ଼, କନ୍ଦମାଳ ଓ କଳାହାଣ୍ଡିରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାଚ,ଗୀତରେ ଝୁମିଲେ ବରଯାତ୍ରୀ

ବାହାନଗା,୬।୬(ଡି.ଏନ.ଏ.) ବାଲେଶ୍ୱର ଜିଲା ବାହାନଗା ବ୍ଲକ ଅଞ୍ଜି ପଞ୍ଚାୟତର ଖରିଦା ଓ ଖନ୍ତାପଡ଼ା ପଞ୍ଚାୟତର ଚିତାପଦା ଗ୍ରାମରେ ଦେବଦମ୍ପତିଙ୍କ ବିବାହ ଉତ୍ସବ ଶେଷ ହୋଇଛି। ଚିତାପଦା...

ସେପ୍ଟେମ୍ବର ୧୪ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା

ଭୁବନେଶ୍ୱର,୧୦।୮(ବ୍ୟୁରୋ)-ସେପ୍ଟେମ୍ବର ୧୪ରୁ ୨୨ ଯାଏ ହେବ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଅନୁଷ୍ଠିତ ହେବ। ସେହିପରି ସେପ୍ଟେମ୍ବର ୧୪ରୁ ୨୪ ଯାଏ ଓପନ ଲର୍ଣ୍ଣିଂ ସ୍କୁଲର ସପ୍ଲିମେଣ୍ଟାରୀ...

ବ୍ରଜରାଜନଗର ଉପନିର୍ବାଚନ: ଭୋଟ ଗ୍ରହଣ ଆରମ୍ଭ

ଝାରସୁଗୁଡ଼ା ଅଫିସ,୩୧ା୫: ବ୍ରଜରାଜନଗର ଉପନିର୍ବାଚନ ଲାଗି ମଙ୍ଗଳବାର ସକାଳ ୭ରୁ ମତଦାନ ଆରମ୍ଭ ହୋଯାଇଛି। ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ଚାଲିବ। ଏନେଇ ଭୋଟର...

ବଦଳୁଛି ଜଳବାୟୁ, ହଜିଯାଉଛି ଶୀତ

ଭୁବନେଶ୍ୱର,୧୬ା୧ (ବ୍ୟୁରୋ): ଜଳବାୟୁ ପରିବର୍ତ୍ତନର ସଙ୍କେତ ସବୁଠି ଦେଖାଗଲାଣି। ବର୍ଷା କମିବା ସହିତ ଅନ୍ୟାନ୍ୟ ଋତୁ ଉପରେ ମଧ୍ୟ ଏହାର ପ୍ରଭାବ ପଡ଼ିଲାଣି। ଗତ କିଛି...

କରୋନାକୁ ନେଇ ଛାତ୍ରୀଛାତ୍ରଙ୍କ ସୁରକ୍ଷା ଚିନ୍ତା: ଆଡଭାଇଜରି ଜାରି କଲା ଗଣଶିକ୍ଷା ବିଭାଗ

ଭୁବନେଶ୍ୱର,୪।୨(ବ୍ୟୁରୋ): ପ୍ରାଣଘାତକ କରୋନା ଭୂତାଣୁକୁ ବିଶ୍ୱରେ ଆତଙ୍କ ଖେଳାଇଥିବା ବେଳେ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ଗଣଶିକ୍ଷା ବିଭାଗ ପକ୍ଷରୁ ଆଡଭାଇଜରି ଜାରି କରାଯାଇଛି।...

କାଳବୈଶାଖୀରେ ଉଡ଼ିଗଲା ହଷ୍ଟେଲ ଛପର

ପାଟଣା/ଢେଙ୍କିକୋଟ, ୨୨।୪(ସ୍ବ.ପ୍ର./ଡି.ଏନ.ଏ.) କେନ୍ଦୁଝର ଜିଲା ପାଟଣା ଓ ଢେଙ୍କିକୋଟ ଅଞ୍ଚଳରେ ଗୁରୁବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିଛି। ଝଡ଼ବର୍ଷା ସାଙ୍ଗକୁ ପବନରେ ପାଟଣା ବ୍ଲକରେ...

ଆନ୍ତର୍ଜାତିକ ଚଳଚ୍ଚିତ୍ର ମହୋତ୍ସବ ପାଇଁ ‘ଦାଦନ’ ମନୋନୀତ

ଭୁବନେଶ୍ୱର, ୪।୪ (ବ୍ୟୁରୋ):ହାର୍‌ମୋନୀ ଫିଲ୍ମସ୍‌ ବ୍ୟାନରରେ ନିର୍ମିତ ଓଡ଼ିଆ କ୍ଷୁଦ୍ର ଚଳଚ୍ଚିତ୍ର ‘ଦାଦନ’ (ଏକ ଆତ୍ମକାହାଣୀ) ଚମ୍ବଲ ଆନ୍ତର୍ଜାତିକ ଚଳଚ୍ଚିତ୍ର ମହୋତ୍ସବ ପାଇଁ ମନୋନୀତ ହୋଇଛି।...

ଭୁବନେଶ୍ୱରରୁ ଆଜି ୫୫୦ ନୂଆ ପଜିଟିଭ ଚିହ୍ନଟ: ସେଥିରୁ ୩୦୭ ଲୋକାଲ କଣ୍ଟାକ୍ଟ କେସ

ଭୁବନେଶ୍ୱର,୪।୯(ବ୍ୟୁରୋ)-ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୫୫୦ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ୫୫୦ ଆକ୍ରାନ୍ତଙ୍କ ମଧ୍ୟରେ ୨୪୩ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ...

Advertisement
Archives

Model This Week