ଆହୁରି ୩ ଦିନ ବର୍ଷା

ଭୁବନେଶ୍ବର,୨୪।୬: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଗୁରୁବାର ସତର୍କ ସୂଚନା ଜାରି କରାଯାଇଛି।

ପାଣିପାଗ ବିଭାଗର ସୂଚନା ମୁତାବକ, ଗୁରୁବାର ସକାଳ ୮ଟାରୁ ଶୁକ୍ରବାର ସକାଳ ମଧ୍ୟରେ ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ, କଟକ, କେନ୍ଦୁଝର, କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ୨୫ରୁ ୨୭ ତାରିଖ ରାଜ୍ୟର ପ୍ରାୟ ସମସ୍ତ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହା ପରବର୍ତ୍ତୀ ୨ ଦିନ ବର୍ଷା ପରିମାଣ କମିବ। ହେଲେ ଉପକୂଳ ଅଞ୍ଚଳର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧବିରତି ପରେ ଭାରତୀୟଙ୍କୁ ତୁରନ୍ତ ଇରାନ ଛାଡ଼ିବାକୁ ନିର୍ଦ୍ଦେଶ, ହେଲ୍‌ପଲାଇନ ନମ୍ବର ଜାରି କରି…

ତେହରାନ,୮ା୪: ଇରାନରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ ତେହରାନର ଭାରତୀୟ ଦୂତାବାସ ବୁଧବାର ଏକ ନୂଆ ସୁରକ୍ଷା ପରାମର୍ଶ ଜାରି କରିଛି। ଏଥିରେ ଇରାନରେ ରହୁଥିବା ଭାରତୀୟ ନାଗରିକମାନଙ୍କୁ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

ମୋଦିଙ୍କୁ ଝଟ୍‌କା: ଆମେରିକା-ଇରାନ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସର ପ୍ରଥମ ପ୍ରତିକ୍ରିୟା, ପାକିସ୍ତାନର…

ନୂଆଦିଲ୍ଲୀ,୮ା୪: ଆମେରିକା-ଇରାନ ମଧ୍ୟରେ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସ ପକ୍ଷରୁ ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। କଂଗ୍ରେସ ଏମ୍‌ପି ଜୟରାମ ରମେଶ ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ରେ…

କୁଆପଥର ମାଡରେ ଭାଙ୍ଗିଲା ୫୦ରୁ ଅଧିକ ଘର: ଦେଖାଯାଉଛି ଆକାଶ ତାରା 

ଗୋପବନ୍ଧୁ ନଗର ୭।୪(ଶାନ୍ତନୁ କୁମାର ମଢୁଆଳ): କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ସାଙ୍ଗକୁ କୁଆପଥର ମାଡ ହେବା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଗୋପବନ୍ଧୁ ନଗର ବ୍ଲକ…

ଅତିରିକ୍ତ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ, ବାହାରିଲା ଏତେ ପରିମାଣର ନଗଦ ଟଙ୍କା

ଭୁବନେଶ୍ୱର,୮।୪: ଭିଜିଲାନ୍ସ ଜାଲରେ କେନ୍ଦ୍ରୀୟ ଜଳସେଚନ ସର୍କଲର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ରାଜେଶ ଚନ୍ଦ୍ର ମହାନ୍ତି। ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଯନ୍ତ୍ରୀ ରାଜେଶ ଚନ୍ଦ୍ର…

Dharitri Business Eminence Award 2026: ଓଡ଼ିଶୀ ଅଳଙ୍କାରର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ବଜାୟ ରହୁ

ଝାରସୁଗୁଡ଼ାରେ ପ୍ରତିଷ୍ଠିତ ‘ଓଡ଼ିଶୀ ଜୁଏଲେରି’ ପଶ୍ଚିମ ଓଡ଼ିଶା ଗ୍ରାହକଙ୍କ ପାଇଁ ବେଶ୍‌ ଉପଯୋଗୀ ହୋଇପାରିଛି। ଏହାର ପ୍ରତିଷ୍ଠାତା ଶୈଳେଶ ସରାଓ୍ବଗୀଙ୍କ ନେତୃତ୍ୱରେ ଏହି ସଂସ୍ଥା ଗ୍ରାହକଙ୍କ ଚାହିଦା…

ମଣିପୁର ପାଇଁ ସମୟ ନାହିଁ

କିଛି ଦିନର ବ୍ୟବଧାନ ପରେ ଭାରତର ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ମଣିପୁରରେ ସଦ୍ୟ ହିଂସା ଦେଖାଦେଇଛି। ବିଷ୍ଣୁପୁର ଜିଲାର ମୋଇରାଙ୍ଗ ତ୍ରୋଙ୍ଗଲାଓବି ଅଞ୍ଚଳରେ ୬ ଏପ୍ରିଲରେ ଉଗ୍ରବାଦୀଙ୍କ ବୋମା…

ଏତିକି ଦିନ ପାଇଁ ଅସ୍ତ୍ରବିରତି ଘୋଷଣା: ୨ ନେତାଙ୍କୁ ଧନ୍ୟବାଦ ଦେଲା ଇରାନ, କହିଲା ଏମାନଙ୍କ ପାଇଁ…

ଓ୍ବାଶିଂଟନ୍‌,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦୁଇ ସପ୍ତାହ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri