ଆଜିଠୁ କମିବ, ୧୮ରୁ ବଢିବ

ଭୁବନେଶ୍ବର,୧୪।୯(ବ୍ୟୁରୋ): ଆସନ୍ତା ୧୮ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୮ରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ସେହିପରି ରାଜ୍ୟରେ ଲାଗି ରହିଥିବା ଲଘୁଚାପ ବର୍ଷାର ପ୍ରଭାବ ଆଜିଠୁ କମିବ ବୋଲି ପାଣିପାଗ ବିଭାଗ କହିଛି। ଅନ୍ୟପଟେ ଚଳିତ ମୌସୁମି ଋତୁରେ ବର୍ତ୍ତମାନ ସୁଦ୍ଧା ୧୦୮୪.୩ ମିମି ବର୍ଷା ରେକର୍ଡ କରାଯାଇଛି, ଯାହାକି ସୱାଭାବିକ ବର୍ଷା ତୁଳନାରେ ୫% ଅଧିକ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍‌: ହୋହଲ୍ଲା ପରେ…

କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ…

ବିଦ୍ୟାଳୟର ନୂତନ ପରିଚାଳନା କମିଟି ଗଠନ: ସଭାପତି, ଉପସଭାନେତ୍ରୀ ଭାବେ ମନୋନୀତ ହେଲେ ଏମାନେ…

ଲାଞ୍ଜିଗଡ,୯।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପରିଚାଳନା କମିଟି ଗଠନ ବୁଧବାର ଅନୁଷ୍ଠିତ ହୋଇଯାଇଛିI ବିଦ୍ୟାଳୟର…

ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ: ଉଭୟ ପକ୍ଷ ମଧ୍ୟରେ ମାଡ଼ ପିଟ

ମହାକାଳପଡ଼ା,୯ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ କଣ୍ଡରାପାଟିଆ ଗ୍ରାମର ୭୭ ପରିବାର ଦୀର୍ଘ ବର୍ଷ ଧରି ୧୭୦ ଏକର ସରକାରୀ…

ମରିବୁ ପଛେ ଛାଡିବୁ ନାହିଁ : ଆନ୍ଦୋଳନ ପାଇଁ ସଜବାଜ ହେଉଛନ୍ତି ମତ୍ସ୍ୟଜୀବୀ, ସମାଧାନ ନ ହେଲେ…

ଛତ୍ରପୁର,୯।୭ (ଦିଲ୍ଲୀପ ସାମଲ): ମରିବୁ ପଛେ ଛାଡିବୁ ନାହିଁ। ପ୍ରଶାସନ ଓ ପୋର୍ଟ କର୍ତ୍ତୃପକ୍ଷ ଆମକୁ ଦିନକୁ ଦିନ ଧୋକା ଦେବାରେ ଲାଗିଛନ୍ତି । ଏନେଇ ଆନ୍ଦୋଳନ…

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୩୦ରୁ ୪୦ କିମି ବେଗରେ ବହିବ ପଦନ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୯ା୭(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ସଦୃଶ ଲଘୁଚାପ…

ଠିକା କର୍ମଚାରୀ ହେବେ ନିୟମିତ: ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର, ୯ା୭ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି କାର୍ଯ୍ୟରତ ଠିକା କର୍ମଚାରୀଙ୍କୁ ନିୟମିତ କରିବା ପାଇଁ ଦାବିହୋଇ ଆସୁଥିବାବେଳେ ଏହାକୁ ସରକାର ଗୁରୁତ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri