ଆଗକୁ ଆହୁରି ବଢ଼ିବ ତାତି

ଭୁବନେଶ୍ୱର,୨୩।୩: ଏଥର ପ୍ରବଳ ତାତି ଅନୁଭୂତ ହେବ। ଆଗକୁ ତାତି ବଢ଼ିବ । ପାଣିପାଗ ବିଭାଗ ଏହି ପୂର୍ବାନୁମାନ କରିଛି। ତେବେ କେବଳ ଦିନ ନୁହେଁ, ରାତିରେ ମଧ୍ୟ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ମାଲକାନଗିରିରେ ଶୁକ୍ରବାର ତାପମାତ୍ରା ୩୭ ଡିଗ୍ରୀ ଛୁଇଁଥିଲା । ସେହିପରି ଟିଟିଲାଗଡ଼ ଭବାନୀପାଟଣା, ବୌଦ୍ଧ ଓ ବଲାଙ୍ଗୀରରେ ତାତି ୩୫ ଡିଗ୍ରୀ ଉପରେ ରହିଛି ।
ଶନିବାର ଟିଟିଲାଗଡ଼ ଓ ମାଲକାନଗିରିରେ ତାପମାତ୍ରା ୩୮ ଡିଗ୍ରୀ ଛୁଇଁପାରେ। ୨୪ରେ ଆଭ୍ୟନ୍ତରୀଣ ଓ ଅଧିକାଂଶ ସ୍ଥାନର ତାପମାତ୍ରା ୩୬ ଓ ୩୭ଡିଗ୍ରୀ ଉପରେ ରହିପାରେ । ୨୫ରେ ମାଲକାନଗିରି ଓ ଟିଟିଲାଗଡ଼ ତାପମାତ୍ରା ୩୯ ଡିଗ୍ରୀ ଛୁଇଁପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଛୁଟି ପରେ ମଧ୍ୟାହ୍ନଭୋଜନ ଚାଉଳ ଅଟୋରେ ନେବା ଘଟଣା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷୟିତ୍ରୀ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାର ଝରିଗାଁ ବ୍ଲକ ଅନ୍ତର୍ଗତ ମାଝୀଗୁଡ଼ା ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଗତ ଶୁକ୍ରବାର ବିଦ୍ୟାଳୟ ଛୁଟି ହେବା ପରେ ଏକ ଅଟୋରେ…

ତାରିକ ରହମାନଙ୍କ ଭାରତ ଗସ୍ତ ପୂର୍ବରୁ ବାଂଲାଦେଶ ରଖିଛି ବଡ଼ ସର୍ତ୍ତ

ଢାକା,୧୬।୮: ବାଂଲାଦେଶ ରବିବାର କହିଛି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏବଂ ଢାକା ଦ୍ୱାରା ଚାହୁଁଥିବା ଅନ୍ୟ ପଳାତକଙ୍କୁ ଭାରତ ସରକାର ପ୍ରତ୍ୟାର୍ପଣ ପ୍ରକ୍ରିୟାକୁ ଆଗକୁ…

ବୁଲାବୁଲି କି ଦାମୀ ପୋଷାକ ନୁହେଁ, ଦରମାର ୭୦% ଏହି କାମରେ ଖର୍ଚ୍ଚ କରନ୍ତି Gen Z

ନୂଆଦିଲ୍ଲୀ,୧୬।୮: ସୋସିଆଲ ମିଡିଆରେ ବର୍ତ୍ତମାନ ସମୟରେ Gen Zଙ୍କ ଟ୍ରେଣ୍ଡ, ଲାଇଫଷ୍ଟାଇଲ୍‌ ଓ ଖର୍ଚ୍ଚକୁ ନେଇ ଚର୍ଚ୍ଚା ଲାଗିରହିଛି । ଅନେକଙ୍କ ଧାରଣା ଯେ, ଯୁବପିଢ଼ି ଅଧିକ…

ବ୍ୟବସାୟୀ ଅପହରଣ ମାମଲା: ହନୁମାନ ପଇସା ପାଇଁ ଅଭିଯୁକ୍ତ ଦେଇଛନ୍ତି ୨ କୋଟି ୭୦ ଲକ୍ଷ, ଏସ୍‌ପି କହିଲେ ଆହୁରି…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ ଗୁଣ୍ଡା ଅପହରଣ ମାମଲାରେ ବୌଦ୍ଧ ଜିଲା କଣ୍ଟାମାଳ ଅଞ୍ଚଳର କ୍ଷୀତିଶ ସାହୁଙ୍କୁ ଭୁବନେଶ୍ବରରୁ ଗିରଫ…

ଅଭିରାମ ଲେଙ୍କାଙ୍କୁ ମିଳିଲା ଶ୍ରେଷ୍ଠ ଶିକ୍ଷକ ସମ୍ମାନ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଷ୍ଟାଡିୟମଠାରେ ଶନିବାର ଆୟୋଜିତ ୮୦ତମ ସ୍ବାଧୀନତା ଦିବସ ପାଳନ ଅବସରରେ ଶ୍ରେଷ୍ଠ ଶିକ୍ଷକ ଭାବେ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ…

ସ୍ପଷ୍ଟଚିହ୍ନିତ ଲଘୁଚାପ: ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବା

ଭୁବନେଶ୍ୱର, ୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ…

ଟ୍ରେନରେ RPF ଅଧିକାରୀଙ୍କୁ ଆକ୍ରମଣ କଲେ ଏହି ଅଭିନେତ୍ରୀ, ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୬।୮: ଟିଭି, ଫିଲ୍ମ ଏବଂ OTTରେ କାମ କରୁଥିବା ଅଭିନେତ୍ରୀ ଅନ୍ତରା ବାନାର୍ଜୀଙ୍କୁ ଗିରଫ କରିଛି ପୋଲିସ । ୩୧ ବର୍ଷୀୟ ଅଭିନେତ୍ରୀଙ୍କ ବିରୋଧରେ ଅରାବଳୀ ଏକ୍ସପ୍ରେସ୍‌ରେ…

ସାଇବର ଅପରାଧରୁ ରକ୍ଷା ପାଇବା ପାଇଁ ଛାତ୍ରୀଛାତ୍ରଙ୍କୁ ସଚେତନ, ଓଟିପି-ପିନ୍‌ର ଗୋପନୀୟତା କହି…

କଲ୍ୟାଣସିଂହପୁର,୧୬ା୮(ଦୀପକ ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସୁନାଖଣ୍ଡି ପଞ୍ଚାୟତର ଜଗନ୍ନାଥପୁରସ୍ଥିତ ପିଏମ୍‌ ଶ୍ରୀ ହାଇସ୍କୁଲ ପରିସରରେ କଲ୍ୟାଣସିଂହପୁର ଥାନା ପକ୍ଷରୁ ଏକ ସାଇବର ସଚେତନତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri