୨୮ରୁ ବଢ଼ିବ ତାତି: ଆସନ୍ତା ୩ ଦିନ ପର୍ଯ୍ୟନ୍ତ ହେବନାହିଁ ପାଣିପାଗରେ ବିଶେଷ ପରିବର୍ତ୍ତନ

ଭୁବନେଶ୍ୱର,୨୬ା୨(ଅନୁରାଧା ମହାରଣା):ରାଜ୍ୟରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ତେବେ ୨୮ ତାରିଖରୁ ୨ରୁ ୩ ଡିଗ୍ରୀ ସେଲସିୟସ୍‌ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇପାରେ। ମଙ୍ଗଳବାର ତାପମାତ୍ରା ବୌଦ୍ଧରେ ସର୍ବାଧିକ ୩୬.୫ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଥିବାବେଳେ ଅନ୍ୟ କେତେକ ସ୍ଥାନରେ ୩୫ ଡିଗ୍ରୀ ଉପରେ ତାପମାତ୍ରା ରେକର୍ଡ କରାଯାଇଛି। ସେହିପରି ରାତି ତାପମାତ୍ରା ରାଉରକେଲାରେ ସର୍ବନିମ୍ନ ୧୪.୧ ଡିଗ୍ରୀ ସେଲସିୟସ୍‌ ରହିଥିଲା। ଅନ୍ୟପଟେ ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ଏବଂ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ପକ୍ଷରୁ କୃଷି ଓ ପାଣିପାଗ ସମନ୍ବିତ ମାର୍ଗଦର୍ଶିକା ଜାରି କରାଯାଇଛି। ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ ବିଭିନ୍ନ ଫସଲ ଓ ପ୍ରାଣୀଧନ ସୁରକ୍ଷା ପାଇଁ ମାର୍ଗଦର୍ଶିକାରେ ବିସ୍ତୃତ ଭାବେ ସୂଚନା ଦିଆଯାଇଛି। ପନିପରିବା, ଫଳ, ଫୁଲ ଆଦି ବର୍ଗ ଅନୁସାରେ ଫସଲ ଓ ଏହାର ଅବସ୍ଥାକୁ ଦୃଷ୍ଟିରେ ରଖି ଆବଶ୍ୟକ ପଦକ୍ଷେପ ପାଇଁ ସତର୍କ କରାଯାଇଛି। ବିଶେଷକରି ଗ୍ରୀଷ୍ମକାଳୀନ ଝଡ଼ବର୍ଷାର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri