ଏମିତି ଲାଗିବେ ଫ୍ୟାଶନେବଲ୍‌

ମାର୍କେଟ୍‌କୁ ଆସୁଥିବା ନୂଆ ନୂଆ ଆଉଟ୍‌ଫିଟ୍‌କୁ ନେଇ ଏକ୍ସପେରିମେଣ୍ଟ କରିବାରେ ମହିଳାମାନେ ବେଶ୍‌ ଆଗରେ। ହେଲେ କାହା ସହ କେଉଁ ପୋଷକକୁ ପେୟାର କଲେ ଅଧିକ ଫ୍ୟାଶନେବଲ୍‌ ଲାଗିବ ତାକୁ ନେଇ ସେମାନେ ଦ୍ୱନ୍ଦ୍ୱରେ ପଡ଼ନ୍ତି। ଯଦି ଆପଣ ବି ଏପରି ଭାବୁଛନ୍ତି ତେବେ ଫଲୋ କରନ୍ତୁ ଏହି ଟିପ୍ସ…

ଜିନ୍ସ କିମ୍ବା ଜେଗିଙ୍ଗ୍‌ସ ସାଙ୍ଗକୁ ଲଙ୍ଗ୍‌ କୁର୍ତ୍ତୀ ବର୍ତ୍ତମାନ ଅଧିକାଂଶ ପସନ୍ଦ କରୁଥିବା ଦେଖିବାକୁ ମିଳୁଛି। ଏହି ଗେଟ୍‌ଅପ୍‌ରେ ଅଧିକ ଆକର୍ଷଣୀୟ ଲୁକ୍‌ ପାଇବା ପାଇଁ ଫ୍ରଣ୍ଟ ବଟନ୍‌ କିମ୍ବା ଜିପ୍‌ ଏବଂ ସାଇଡ୍‌ ବଟନ୍‌ କୁର୍ତ୍ତୀ ବାଛନ୍ତୁ।
ଲଙ୍ଗ୍‌ କୁର୍ତ୍ତୀ କିମ୍ବା ମ୍ୟାକ୍ସି ଡ୍ରେସ୍‌ ସହିତ ପ୍ଲାଜୋ ପିନ୍ଧିଲେ ମଡର୍ନ ଲାଗିବେ। ଏହା ସହ ଏଥିନିକ୍‌ ଜୁଏଲେରୀ ଅଧିକ ଟ୍ରେଣ୍ଡି ଲୁକ୍‌ ଦେବ।
ବର୍ତ୍ତମାନ ଫ୍ୟାଶନ୍‌ ଟ୍ରେଣ୍ଡରେ ଆଫ୍‌ଗାନୀ ସାଲ୍‌ଓ୍ବାର୍‌ ବେଶ୍‌ ଚର୍ଚ୍ଚାରେ ଅଛି। ଆପଣ ଚାହିଁଲେ ଏହା ସହ ଶର୍ଟ କୁର୍ତ୍ତୀ କିମ୍ବା ଡିଜାଇନର ଟପ୍ସ ପିନ୍ଧି ପାରିବେ। ଏଭଳି ଗେଟ୍‌ଅପ୍‌ ସାଙ୍ଗକୁ ବଡ ହ୍ୟାଙ୍ଗିଙ୍ଗ୍‌ ଇୟରରିଂ, ଚୁଡି ଏବଂ ପଏଣ୍ଟେଡ୍‌ ବା ଓ୍ବେଜ୍‌ ହିଲ୍‌ ଚପଲ ଟ୍ରାଏ କରନ୍ତୁ ଷ୍ଟାଇଲିସ୍‌ ଲାଗିବେ।
ଯଦି ଆପଣ ମଡର୍ନ ଲୁକ୍‌ ସାଙ୍ଗକୁ ଟ୍ରାଡିଶନାଲ୍‌ ବି ଦେଖାଯିବାକୁ ଚାହୁଁଛନ୍ତି, ତେବେ ଲାଟେଷ୍ଟ ଟ୍ରେଣ୍ଡ ସାଜିଥିବା ସିଗାରେଟ୍‌ ପ୍ୟାଣ୍ଟ ଟ୍ରାଏ କରନ୍ତୁ। ଏହା ସହ ଫ୍ରଣ୍ଟ କଟ ଲଙ୍ଗ୍‌ କୁର୍ତ୍ତୀ ଭଲ ମାନିବ। ଆପଣ ଚାହିଁଲେ ଏହି ଡ୍ରେସ୍‌ ସହ ଏଥିନିକ କିମ୍ବା ଡିଜାନର ବିଡ୍ସ ଜୁଏଲେରି ପିନ୍ଧି ପାରିବେ।
ସେହିଭଳି ଧୋତି ପ୍ୟାଣ୍ଟ ସାଙ୍ଗକୁ ଫ୍ରଣ୍ଟ କଟ୍‌ କୁର୍ତ୍ତୀ, ଶର୍ଟ ହେଭି ଓ୍ବର୍କ କୁର୍ତ୍ତୀ ଏବଂ ଏଥିନିକ୍‌ ଜୁତି, ଚଙ୍କି ଜୁଏଲେରିର ଫ୍ୟୁଜନ୍‌ ଆପଣଙ୍କୁ ଷ୍ଟାଇଲିସ୍‌ ଲୁକ୍‌ ଦେବ।
ଆପଣ ଚାହିଁଲେ ଅନାରକଲି ଗାଉନ୍‌, ଫ୍ଲୋର୍‌ ଲେନ୍ଥ ଅନାରକଲି, ଆସିମେଟ୍ରକାଲ ଅନାରକଲି ମଧ୍ୟ ବାଛିପାରିବେ। ଏହା ସହ ହାଇ ହିଲ୍‌ ଏବଂ ପୋଲ୍‌କି କିମ୍ବା କୁନ୍ଦନ ଜୁଏଲେରି ପିନ୍ଧି ଆକର୍ଷଣୀୟ ଲାଗି ପାରିବେ।
ଯଦି ଶାଢ଼ି ପିନ୍ଧିବେ ଭାବିଛନ୍ତି ହେଲେ ଏହାକୁ କ୍ୟାରି କରିବା ଅସୁବିଧା ହେଉଛି ତେବେ ଶାଢ଼ି ଗାଉନ ଆପଣଙ୍କ ଲାଗି ବେଷ୍ଟ ଅପ୍ସନ। ଏହା ଦେଖିବାକୁ ଯେତିକି ସୁନ୍ଦର ପିନ୍ଧିବାକୁ ସେତିକି ସହଜ ମଧ୍ୟ।


Enter your email to get our daily news in your inbox.

All Right Reserved By Dharitri.Com

କୋକୋନଟ୍‌ କୁକିଜ୍‌

ଆବଶ୍ୟକ ସାମଗ୍ରୀ: ଏକ କପ୍‌ ମଇଦା, ୧/୨ ଟି ସ୍ପୁନ୍‌ ବେକିଂ ପାଉଡ଼ର, ୧/୨ କପ୍‌ ଚିନି ଗୁଣ୍ଡ, ୧/୨ କପ୍‌ ବଟର, ୨-୩ ବୁନ୍ଦା...

ସଚେତନତା ହିଁ ନିଦାନ

ବ୍ୟସ୍ତବହୁଳ ଜୀବନଶୈଳୀ ଦିନକୁ ଦିନ ବଢ଼ାଇ ଚାଲିଛି ସ୍ବାସ୍ଥ୍ୟ ସମସ୍ୟା। ଯେଉଁ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ବିଶେଷଜ୍ଞମାନେ ଅଧିକ ବ୍ୟଗ୍ରତା ପ୍ରକାଶ କରୁଛନ୍ତି ସେଥିମଧ୍ୟରୁ ଷ୍ଟ୍ରୋକ୍‌...

ଟ୍ରେଣ୍ଡି ଓ୍ବିଣ୍ଟର ଫ୍ୟାଶନ

ଶୀତଦିନେ କେଉଁଭଳି ନିଜକୁ ସଜାଇଲେ ଶୀତରୁ ରକ୍ଷା ପାଇବା ସହ ଷ୍ଟାଇଲିଶ୍‌ ଲାଗିବେ, ସେ ନେଇ ଅନେକଙ୍କର ଚିନ୍ତା ରହିଥାଏ। ହେଲେ ଏବେ ତ ମାର୍କେଟ୍‌କୁ...

ଖରାରେ ଯାଆନ୍ତୁ ବେଳାଭୂମି

ଖରାଦିନେ, ଯାହା ସବୁଠାରୁ ଆନନ୍ଦ ଓ ଶାନ୍ତି ଦେଇଥାଏ ତାହା ହେଉଛି ପାଣି। ତେଣୁ ଖରାଛୁଟିରେ ଅଧିକାଂଶ ଲୋକ ଏମିତି କୌଣସି ସ୍ଥାନକୁ ବୁଲିଯିବାକୁ ପସନ୍ଦ...

ଜାଣନ୍ତି କି ପ୍ଲାଜମା ଥେରାପି କ’ଣ, କାହିଁକି କରାଯାଏ ଏହି ଚିକିତ୍ସା

କରୋନା ମହାମାରୀ ସମୟରେ ପ୍ଲାଜମା ଥେରାପି ବେଶ୍‌ ଚର୍ଚ୍ଚାରେ ରହିଛି। ବର୍ତ୍ତମାନ କରୋନା ମହାମାରୀର ଚିକିତ୍ସା ପାଇଁ ଏହା ଏକ ପ୍ରଭାବଶାଳୀ ଉପାୟ ବୋଲି ପ୍ରମାଣ...

ଦୀର୍ଘକାଳୀନ ରୋଗ ପାଇଁ ଉପକାରୀ ଭିଟାମିନ୍‌ ‘ସି’

ଭିଟାମିନ୍‌ ‘ସି’ରେ ଅନେକ ଉପକାରୀ ଗୁଣ ରହିଛି। ଏହି ଭିଟାମିନ୍‌ ଦୀର୍ଘକାଳୀନ ରୋଗ ପାଇଁ ଲାଭପ୍ରଦ ହୋଇଥାଏ ବୋଲି ଏକ ସଦ୍ୟତମ ଗବେଷଣାରୁ ଜଣାପଡିଛି। ‘ଭିଟାମିନ୍‌...

ଅବସାଦ ଦୂର କରିବା ପାଇଁ..

ଅତ୍ୟଧିକ କାର୍ଯ୍ୟଚାପ ଓ କେତେକ ପାରିପାର୍ଶ୍ୱିକ ପରିସ୍ଥିତିର ବଶବର୍ତ୍ତୀ ହୋଇ ଅନେକେ ଅବସାଦଗ୍ରସ୍ତ ହୋଇଥାଆନ୍ତି। ଏହାର ପ୍ରଭାବ ମାନସିକତା ଉପରେ ପଡ଼ିଥାଏ। ଫଳରେ ସଂପୃକ୍ତ ବ୍ୟକ୍ତି...

ଗର୍ଭାବସ୍ଥାରେ କେଶର ଯତ୍ନ

ଗର୍ଭାବସ୍ଥା ସମୟରେ ଅଧିକାଂଶ ମହିଳାଙ୍କର କେଶ ଝଡ଼ିବା ଭଳି ସମସ୍ୟା ଦେଖା ଦେଇଥାଏ। ତେଣୁ ଏ ସମୟରେ କିପରି ଭାବରେ କେଶର ଉପଯୁକ୍ତ ଯତ୍ନ ନେବେ...

Advertisement
Archives

Model This Week