ଆଉ ୨ଦିନ ବର୍ଷିବ

ଭୁବନେଶ୍ୱର, ୧୭।୭(ବ୍ୟୁରୋ): ଉପକୂଳ ଓଡ଼ିଶାରେ ଲଘୁଚାପ ସକ୍ରିୟ ରହିଥିବାରୁ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଏପରିକି କେତେକ ସ୍ଥାନରେ ପ୍ରବଳ ବର୍ଷା ଯୋଗୁ ଯାତାୟାତ ଠପ୍‌ ହୋଇଯାଇଛି ଓ ନଦୀରେ ପାଣି ମଧ୍ୟ ବଢ଼ିଛି। ଆସନ୍ତା ୨ଦିନ ଏହିଭଳି ବର୍ଷା ଲାଗି ରହିବ। ତେଣୁ କିଛି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ରବିବାର ମାଲକାନଗିରି, କୋରାପୁଟ, କଳାହାଣ୍ଡି, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେନ୍ଦୁଝର ଏବଂ ସୋମବାର ରାୟଗଡ଼ା, ଗଜପତି, କନ୍ଧମାଳ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଳ ପ୍ରଦେଶ ଗଠନରେ ବଡ଼ଖେମୁଣ୍ଡିର ଅବଦାନ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଉତ୍କଳ ସମ୍ମିଳନୀ ଗଞ୍ଜାମ ଜିଲା ଶାଖା ଆନୁକୂଲ୍ୟରେ ପବିତ୍ର ଉତ୍କଳ ଦିବସ ଅବ୍ୟବହିତ…

ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ

ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ…

କଢ଼ାଗଲା ଝଡ଼ ବତାସରେ ଛିଣ୍ଡିଥିବା ତ୍ରିରଙ୍ଗା: ପୁଣି ଗାନ୍ଧିଛକରେ ଉଡିଲା …

ବରଗଡ଼,୩୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଗାନ୍ଧିଛକରେ ଉଡୁଥିବା ଛିଣ୍ଡା ତ୍ରିରଙ୍ଗାକୁ ମଙ୍ଗଳବାର ଅପସାରିତ କରାଯାଇଛି। ଅପସାରଣ ପରେ ସେଠାରେ ନୂଆ ତ୍ରିରଙ୍ଗା ଉଡୁଛି। ଏଠାରେ ଉଲ୍ଲେଖନୀୟ, ସହର…

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ପାଳନ:  ଉଲ୍ଲେଖନୀୟ ଅବଦାନ ପାଇଁ ୫ ଟ୍ରାନ୍ସଜେଣ୍ଡରଙ୍କୁ…

ଛତ୍ରପୁର,୩୧।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ୨୦୨୬ ପାଳିତ ହୋଇଯାଇଛି…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ…

୧ ଏପ୍ରିଲରୁ ୧୫ ଦିନ ଧରି ଚାଲିବ ସ୍ବ-ଗଣନା, ଏହି ୱେବସାଇଟ ମାଧ୍ୟମରେ ଦେବେ ସବୁ ତଥ୍ୟ, ଜିଲାପାଳ କହିଲେ…

ଛତ୍ରପୁର,୩୧।୩ (ଦିଲ୍ଲୀପ ସାମଲ ): ପ୍ରଥମ ପର୍ଯ୍ୟାୟର ଗୃହ ତାଲିକା ଓ ଗୃହ ଗଣନା (ସ୍ବ-ଗଣନା) ଆସନ୍ତାକାଲି ଅର୍ଥାତ୍‌ ୧ ଏପ୍ରିଲରୁ ୧୫ ଏପ୍ରିଲ ୨୦୨୬ ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri