ରାଜ୍ୟରେ ଆହୁରି ୨ ଦିନ ବର୍ଷିବ: ଏସବୁ ଜିଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ୱର,୧୫।୮(ବ୍ୟୁରୋ): ଲଘୁଚାପ ପ୍ରଭାବରେ ରାଜ୍ୟର ଅନେକାଅଂଶ ସ୍ଥାନରେ ବର୍ଷା ଲାଗିରହିଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ୯ ଜିଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲାଗୁଡ଼ିକ ହେଲା ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗୀର, ଦେବଗଡ଼, ଅନୁଗୋଳ, ବୌଦ୍ଧ, ନୂଆପଡା ଓ ସୋନପୁର। ଲଘୁଚାପ ଯୋଗୁ ରାଜ୍ୟରେ ଆଉ ୨ ଦିନ ଧରି ବର୍ଷା ହେବାର ସମ୍ଭାବନା ରହିଛି। ଲଘୁଚାପ ଯୋଗୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଛି। ଆଗାମୀ କିଛି ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେବବୋଲି ପାଣିପାଗ ବିଭାଗ ଆକଳନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପିପିଲିରେ ଦନ୍ତା ଆତଙ୍କ: ୩ଜଣଙ୍କ ଜୀବନ ନେଲା, ୧୦ରୁ ଊର୍ଦ୍ଧ୍ୱ ଆହତ

ପିପିଲି,୨୩।୨(ଡି.ଏନ୍‌.ଏ.): ପୁରୀ ଜିଲା ବଳଙ୍ଗା ଓ ପିପିଲି ଥାନା ଅଧୀନ ଅଞ୍ଚଳରେ ରବିବାର ଦନ୍ତା ଉପଦ୍ରବ ଦେଖିବାକୁ ମିଳିଛି। ହାତୀ ଆକ୍ରମଣରେ ୩ଜଣଙ୍କ ମୃତ୍ୟୁ ଘଟିଥିବା...

୬ଷ୍ଠ ରାଉଣ୍ଡରେ ବି ପ୍ରଦୀପଙ୍କୁ ପଛରେ ପକାଇଲେ ବର୍ଷା

ବରଗଡ଼ ଅଫିସ,୮ା୧୨: ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନର ଭୋଟ୍‌ ଗଣତି ଗୁରୁବାର ସକାଳୁ ଆରମ୍ଭ ହୋଇଛି। ପୂର୍ବ ୫ଟି ରାଉଣ୍ଡରେ ବିଜେଡି ପ୍ରାର୍ଥିନୀ ବର୍ଷା ସିଂ...

ୟୁଜି ନାମଲେଖା ପାଇଁ ସିୟୁଇଟି ସ୍କୋର ବ୍ୟବହାର ନିର୍ଦ୍ଦେଶ

ଭୁବନେଶ୍ୱର, ୧୯।୨(ବ୍ୟୁରୋ): ଉଚ୍ଚ ଶିକ୍ଷାନୁଷ୍ଠାନରେ ୟୁଜି ଏବଂ ପିଜି ନାମଲେଖା ନିମନ୍ତେ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ(ୟୁଜିସି) ଏକକ ପିଜି ପ୍ରବେଶିକା ପରୀକ୍ଷା(ସିୟୁଇଟି) ଆରମ୍ଭ କରିଛନ୍ତି। ଛାତ୍ରୀଛାତ୍ରଙ୍କୁ...

ପାଇପ୍‌ ମରାମତି କଲା ପ୍ରଶାସନ

ମାଧପୁର,୧୯।୪(ଡି.ଏନ.ଏ.) ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ମାଧପୁର ପଞ୍ଚାୟତର କୁନ୍ଦନାଳୀ ଗ୍ରାମକୁ ନିକଟସ୍ଥ କନ୍ଧପଡା ପାନୀୟ ଜଳ ପ୍ରକଳ୍ପରୁ ଯାଇଥିବା ପାଇପ୍‌ ଫାଟିଯିବା କାରଣରୁ ୨...

ବିଏମ୍‌ସି କମିଶନରଙ୍କ ଅଚାନକ ସହର ପରିମଳ ବ୍ୟବସ୍ଥା ଯାଞ୍ଚ: ସ୍ବଚ୍ଛତା ନ ରଖିଲେ ଭଙ୍ଗାହେବ ଦୋକାନ

ଭୁବନେଶ୍ୱର,୨୮।୨(ବ୍ୟୁରୋ): ସହରକୁ ପରିଷ୍କାର, ସ୍ବଚ୍ଛତା ରଖ, ଦୋକାନ ସାମ୍ନାରେ ଡଷ୍ଟବିନ୍‌ ରଖ। ଲୋକଙ୍କୁ ସେଥିରେ ବ୍ୟବହୃତ ସାମଗ୍ରୀ ପକାଇବା ପାଇଁ କୁହ ନଚେତ୍‌ ଭୁବନେଶ୍ୱର ମହାନଗର...

ମୃତ୍ୟୁ ପୂର୍ବରୁ ନିଶାରେ ଥିଲେ ଚିନ୍ମୟୀ: ଭିସେରା ରିପୋର୍ଟ

ସମ୍ବଲପୁର, ୨୫ା୩(ବ୍ୟୁରୋ): ସମ୍ବଲପୁର ବୁର୍ଲାସ୍ଥିତ ଭିସୁଟ୍‌ର ପୁରାତନ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁଙ୍କ ପାଣିରେ ବୁଡି ମୃତ୍ୟୁ ଘଟିଥିଲା। ବ୍ୟବଚ୍ଛେଦ ରିପୋର୍ଟ ଓ ଡାଏଟନ୍‌ ରିପୋର୍ଟରେ...

ଆହୁରି ବଢ଼ିବ ଶୀତ

ଭୁବନେଶ୍ୱର, ୨୦ା୧୨ (ବ୍ୟୁରୋ): ଗତ କିଛିଦିନ ଧରି ରାଜ୍ୟରେ ଶୀତ ହ୍ରାସ ପାଇବା ପରେ ଶନିବାରଠାରୁ ପୁଣି ବଢ଼ିଛି। ପାରଦ ୪ରୁ ୫ ଡିଗ୍ରୀ ସେଲ୍‌ସିୟସ...

ନନ୍ଦନକାନନରେ ନାଲି ମହାବଳ ଶାବକର ମୃତ୍ୟୁ

ବାରଙ୍ଗ,୨।୨(ଡି.ଏନ୍‌.ଏ.): ନନ୍ଦନକାନନରେ ୧୦ ମାସର ନାଲି ମହାବଳ ଶାବକର ମୃତ୍ୟୁ ଘଟିଛି। ଧଳା ବାଘୁଣୀ ବିଜୟାର ଅଣ୍ଡିରା ଶାବକ ବଂଶୀର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଫଳରେ...

Advertisement
Archives

Model This Week