୨୬ରୁ ତିନିଦିନ ବର୍ଷିବ

ଭୁବନେଶ୍ୱର, ୨୫।୬(ଅସମାପିକା ସାହୁ): ବଙ୍ଗୋପସାଗରରେ ଆସନ୍ତା ୨୬ ତାରିଖ ବେଳକୁ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ୨୬ ତାରିଖରୁ ବର୍ଷା ପରିମାଣ ବଢ଼ିବାର ଆଶଙ୍କା ରହିଛି। ୨୮ ତାରିଖ ପର୍ଯ୍ୟନ୍ତ ତିନିଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷିବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ୨୬ରେ ମୟୂରଭଞ୍ଜ, କେନ୍ଦୁଝର, ଗଜପତି, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି ଓ କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୨୭ରେ ଗଞ୍ଜାମ, ରାୟଗଡ଼ା ଓ କୋରାପୁଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବା ବେଳେ କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା ଓ ବରଗଡ଼ରେ ପ୍ରବଳ ବର୍ଷାର ଆଶଙ୍କା ରହିଛି। ୨୮ରେ ରାୟଗଡ଼ା ଓ କୋରାପୁଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବା ବେଳେ ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଓ ମାଲକାନଗିରିରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ଲାଷ୍ଟିକ ନେଉଛି ଜୀବନ, ବିପଦରେ ପ୍ରାଣୀସମ୍ପଦ

ଦାରିଙ୍ଗବାଡି,୨୨।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ କୁଢ଼ କୁଢ଼ ପ୍ଲାଷ୍ଟିକ, ଥର୍ମାକୋଲ ଥାଳି, ପଲିଥିନ ଏବେ ପ୍ରାଣୀସମ୍ପଦ ପାଇଁ ବିପଦ ସାଜିଛନ୍ତି। ଉକ୍ତ...

ସର୍ଭେ କରିବାକୁ ଯାଇ କାଜୁ ଜଙ୍ଗଲରେ ଫସିଗଲା ଟିମ୍‌, ଅନ୍ଧାରରେ ବାଟ ନ ପାଇ ଘଣ୍ଟାଏ ପରେ…

ମହାକାଳପଡ଼ା,୨୨ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଆର୍ସେଲର ମିତ୍ତଲ ଶିଳ୍ପ ପ୍ରତିଷ୍ଠା ପାଇଁ ଏକ ଟିମ୍‌ ପକ୍ଷରୁ ଜଙ୍ଗଲ ପାଶର୍‌ବ ସୀମା...

ICC vs BCB: ବଢିଲା ବାଂଲାଦେଶର ଟେନସନ, ସରକାର-ଖେଳାଳିଙ୍କ ମଧ୍ୟରେ ବୈଠକ

ଢାକା,୨୨।୧: ବାଂଲାଦେଶ କ୍ରିକେଟ ବର୍ତ୍ତମାନ ୨୦୨୬ ଟି-୨୦ ବିଶ୍ୱକପ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛି। ପ୍ରଶ୍ନଟି ସରଳ: ବାଂଲାଦେଶ ତାର ଦଳକୁ ଭାରତ...

ଶ୍ରୀମନ୍ଦିରକୁ ବୋମା ଧମକ: ସୋସିଆଲ ମିଡିଆରେ ଧମକପୂର୍ଣ୍ଣ ମେସେଜ ପରେ…

ପୁରୀ,୨୨।୧: ଶ୍ରୀମନ୍ଦିରକୁ ବୋମା ଧମକ। ସୋସିଆଲ ମିଡିଆରେ ଧମକପୂର୍ଣ୍ଣ ମେସେଜ ମାମଲାରେ ଜଣକୁ ପୋଲିସ ଅଟକ ରଖିଛି । ଜୁଲି ରାଣୀ ପଣ୍ଡା ନାମକ ଏକ...

କମିଗଲା ସୁନା ରେଟ୍‌: ଜାଣନ୍ତୁ ୧୦ ଗ୍ରାମକୁ କେତେ

ନୂଆଦିଲ୍ଲୀ,୨୧।୧: ଗତ କିଛି ଦିନ ଧରି ସୁନା ଏବଂ ରୂପା ମୂଲ୍ୟ ନିରନ୍ତର ବୃଦ୍ଧି ପାଉଥିଲା ଏବଂ ପ୍ରତିଦିନ ଏକ ପ୍ରବଳ ବୃଦ୍ଧି ସହିତ ନୂଆ...

ରବି ଧାନ ଚାଷ ପ୍ରଭାବିତ ଆଶଙ୍କା: ଡ୍ୟାମ୍‌ରୁ ପାଣି ଛାଡ଼ିଦେଲା ଏମ୍‌ଆଇପି ବିଭାଗ

ଅମରପାଲି, ୨୨ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଲୁତୁରପଙ୍କ ଗ୍ରାମରେ ଘୁଙ୍ଗିନାଳ ଉପରେ ନିର୍ମାଣ ହୋଇଥିବା ଡ୍ୟାମରୁ ମଙ୍ଗଳବାର ରାତିରେ ବିନା ସୂଚନାରେ ଏମ୍‌ଆଇପି ବିଭାଗ...

୫ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୨।୧: ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଫେବୃଆରୀ ପ୍ରଥମ ସପ୍ତାହରେ ତାଙ୍କର ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତା ୨ ତାରିଖରୁ ସେ ୫...

ବିଳମ୍ବିତ ରାତିରେ ଅଜଣା ବ୍ୟକ୍ତିଙ୍କୁ ନେଇ ସିମନବାଡିରେ ଆତଙ୍କ, ଧରା ପକାଇଲା ସିସି କ୍ୟାମେରା

ଦାରିଙ୍ଗବାଡି,୨୨।୧ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଏବେ ଆସାମଜିକଙ୍କ ଆଡ୍ଡା ସ୍ଥଳୀ ପାଲଟିଛି। ଅସୁରକ୍ଷିତ ମଣୁଛନ୍ତି ଗ୍ରାମବାସୀ। ଅଞ୍ଚଳରେ ଚୋରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri