୩ରୁ ବର୍ଷିବ!

ଭୁବନେଶ୍ୱର,୩୧।୧(ବ୍ୟୁରୋ): ରାଜ୍ୟରେ ଆଗାମୀ ୩ରୁ ୪ ଦିନ ମଧ୍ୟରେ ରାତିର ତାପମାତ୍ରା ୩ ରୁ ୫ ଡିଗ୍ରୀ ଯାଏ ବୃଦ୍ଧି ହେବାର ସମ୍ଭାବନା ରହିଛି। ପଶ୍ଚିମା ଝଡ଼ ପ୍ରଭାବରେ ଫେବୃୟାରୀ ୪ ତାରିଖରେ ସୁନ୍ଦରଗଡ଼, ଦେବଗଡ, ଅନୁଗୋଳ,  ଢେଙ୍କାନାଳ, ଯାଜପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲାରେ ଗୋଟିଏ ଦୁଇଟି ସ୍ଥାନରେ କୁଆପଥର ବର୍ଷା ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ଫେବୃୟାରୀ ୨ ତାରିଖ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ। ୩ ତାରିଖ ସା ଓ ରାତିରେ ଉତ୍ତର ଓ କେତେକ ଜିଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର ଜିଲାରେ ବର୍ଷା ହେବାର ଆଶଙ୍କା ରହିଛି। ଏହାଛଡା ଉତ୍ତର ଓଡ଼ିଶାର କେତେକ ଜିଲାରେ ସାମାନ୍ୟ ବର୍ଷା ହେବାର ସମ୍ଭାବନା ରହିଛି ବୋଲି  ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

Enter your email to get our daily news in your inbox.

All Right Reserved By Dharitri.Com

ଦୋଳିରେ ବସି ମଜା ନେଉଥିଲେ ଲୋକେ, ହଠାତ୍‌ ପୋଲିସ ଅଧିକାରୀଙ୍କ ଉପରେ ଖସିପଡ଼ିଲା, ଆଉ ତା’ ପରେ…

ଚଣ୍ଡିଗଡ଼,୮ା୨: ହରିୟାଣାର ସୂରଜକୁଣ୍ଡ ଅନ୍ତର୍ଜାତୀୟ ହସ୍ତତନ୍ତ ମେଳାରେ ଏକ ଭୟଙ୍କର ଅଘଟଣ ଘଟିଛି। ମେଳାରେ ହଠାତ୍‌ ଦୋଳି ଛିଡ଼ିପଡ଼ିବାରୁ ସେଠାରେ ନିୟୋଜିତ ଜଣେ ଇନ୍ସପେକ୍ଟରଙ୍କ ମୃତ୍ୟୁ ହୋଇଥିବାବେଳେ…

ରୋଷେଇ କରିବାକୁ ମନା କଲେ ସ୍ତ୍ରୀ, ରାଗିଯାଇ ଗୁଳି କରି ହତ୍ୟା କଲେ ସ୍ବାମୀ

ଭୋପାଳ,୮।୨: ମଧ୍ୟପ୍ରଦେଶର ଗ୍ୱାଲିୟରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ମାନସିକ ବିକାରଗ୍ରସ୍ତ ସ୍ୱାମୀ ତାଙ୍କ ସ୍ତ୍ରୀଙ୍କୁ ଗୁଳି କରି ହତ୍ୟା କରିଛନ୍ତି ।…

ନଦୀବନ୍ଧକୁ ଦୁର୍ବଳ କରୁଛି ବେଆଇନ ଚିଙ୍ଗୁଡ଼ିଘେରି: ଗୋବରୀରେ ଧସିଲା ୧୦୦ ଫୁଟ ଅତଡ଼ା

ମହାକାଳପଡ଼ା,୮ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କେବି ଦାଣ୍ଡୁଆ ପଞ୍ଚାୟତ କଂସାର-ରଡ଼ିଆ-ବଗଗହଣ ଗୋବରୀ ନଦୀରେ ତଟବନ୍ଧ ବିଭାଗ ପକ୍ଷରୁ ନିର୍ମାଣ କାର୍ଯ୍ୟ ଚାଲିଛି। ଏଥିସହ…

ସ୍ବେଚ୍ଛାଚାରୀ ଶାସକ ଭାବେ ପରିଚିତ ହିଟଲର୍‌ଙ୍କୁ ବି ହୋଇଥିଲା ପ୍ରେମ: ଜାଣନ୍ତୁ ତାଙ୍କ ରୋଚକ ପ୍ରେମକାହାଣୀ

ସତରେ ! ପ୍ରେମ କାହାକୁ ବି ହୋଇପାରେ, ସେଇଥିପାଇଁ ବୋଧେ ସମଗ୍ର ବିଶ୍ୱରେ କ୍ରୁର ଓ ସ୍ବେଚ୍ଛାଚାରୀ ଶାସକଭାବେ ପରିଚିତ ହିଟଲର୍‌ ବି ଏଥିରୁ ବାଦ୍‌ ଯାଇ…

ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ

ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ…

ତାଙ୍କ ହସ ମିଠା, କଥା ମିଠା, ନାଁ ମିଠି: ହେଲେ ଟିକେ ଟିକେ କଥାରେ ଚିଡିଯାନ୍ତି…

ତାଙ୍କ ହସ ମିଠା, କଥା ମିଠା। ମିଠା ମିଠା ଥିଲା ତାଙ୍କ ଅଭିନୟ ଓ ନୃତ୍ୟର ଯାଦୁ। ସେଇଥିପାଇଁ ତ ଓଡ଼ିଶାର ଦର୍ଶକଙ୍କ ହୃଦୟରେ ସେ ଏବେ…

ଇମ୍ରାନ ଖାନ-ବୁଶରା ବିବିଙ୍କୁ ୧୭ ବର୍ଷ ଜେଲଦଣ୍ଡ, ଲାଗିଛି କୋଟି କୋଟି ଟଙ୍କାର ଜରିମାନା

ଇସଲାମାବାଦ,୮।୨: ତୋଶାଖାନା-୨ ଦୁର୍ନୀତି ମାମଲାରେ ପୂର୍ବତନ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ତାଙ୍କ ପତ୍ନୀ ବୁଶରା ବିବିଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ୧୭ ବର୍ଷ ଜେଲଦଣ୍ଡ…

ଏମାନେ ଧନୀ ନୁହନ୍ତି, କୋଟି କୋଟି ଟଙ୍କା ଖର୍ଚ୍ଚ ବି କରିନାହାନ୍ତି: ତଥାପି ବିବାହ ଭାଇରାଲ

ପ୍ରେମ ଦୁଇଟି ମନର ମିଳନ। ଏହା ପବିତ୍ର, ଏହା ଶାଶ୍ୱତ। ପ୍ରେମ ମାନେ ନୁହେଁ ଜଣକୁ ପାଇ ଖୁସି ହୋଇଯିବା, ବରଂ ପ୍ରେମ ହେଉଛି ତାହା ଯାହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri