୫ରୁ ବର୍ଷିବ

ଭୁବନେଶ୍ୱର,୨।୯(ବ୍ୟୁରୋ): ରାଜ୍ୟରେ ମୌସୁମୀ ଚାଲିଯିବା ସହ ତାତି ବଢ଼ିବାରୁ ଅସହ୍ୟ ଗୁଳୁଗୁଳି ଅନୁଭବ ହେଉଛି। ତେବେ ପୁଣି ମୌସୁମୀ ବାୟୁ ସକ୍ରିୟ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ସୂଚନା ମିଳିଛି। ଆଗକୁ ୨ଟି ଲଘୁଚାପ ହେବାକୁ ଥିବାରୁ ଆସନ୍ତା ୫ ତାରିଖରୁ ରାଜ୍ୟରେ ବର୍ଷା ବଢିବ । ପ୍ରଥମ ସପ୍ତାହ ଅର୍ଥାତ ସେପ୍ଟେମ୍ବର ୨ ରୁ ୮ ତାରିଖ ମଧ୍ୟରେ ପ୍ରଥମ ଲଘୁଚାପ ଓ ଦିତୀୟ ଟି ସେପ୍ଟେମ୍ବର ୯ ରୁ ୧୫ ମଧ୍ୟରେ ସୃଷ୍ଟି ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏହାର ପ୍ରଭାବରେ ୫ ତାରିଖ ବେଳକୁ ପ୍ରବଳ ବର୍ଷା ଆଶଙ୍କା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ରାତିରୁ ଲଘୁଚାପ ବର୍ଷା

ଭୁବନେଶ୍ୱର,୧୮ା୮(ବ୍ୟୁରୋ): ଗାଁରେ ବନ୍ୟା ପାଣି ଲହଡ଼ି ମାରୁଛି । ବନ୍ୟା ପ୍ରପୀଡ଼ିତଙ୍କ ଦୁର୍ଦ୍ଦଶା ଯାଇ ନ ଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ଦକ୍ଷିଣ...

ରାତିରେ ମେଶିନ, ଦିନରେ ଟ୍ରାକ୍ଟର

ବାରିପଦା ଅଫିସ, ୮।୫: ମୟୂରଭଞ୍ଜ ଜିଲା ଦେଇ ପ୍ରବାହିତ ବୁଢାବଳଙ୍ଗ ନଦୀର ସଇରାତରୁ ବେଆଇନ ବାଲି ଉତ୍ତୋଳନକୁ ନେଇ ଗ୍ରୀନ ଟ୍ରିବ୍ୟୁନାଲର ଛାଟ ପଡିବା ପରେ ଜିଲା...

ହାଇଦ୍ରାବାଦରେ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର ଘଟଣାକୁ ଆଇନ୍‌ ମନ୍ତ୍ରୀଙ୍କ ସମର୍ଥନ: କହିଲେ ‘ଯାହା ହୋଇଛି ଉଚିତ୍‌ ହୋଇଛି’

ଭୁବନେଶ୍ୱର,୬।୧୨(ବ୍ୟୁରୋ): ନଭେମ୍ବର ୨୭ରେ ହାଇଦ୍ରାବାଦରେ ମହିଳା ପ୍ରାଣୀ ଚିକିତ୍ସକଙ୍କୁ ଗଣବଳାତ୍କାର ଓ ହତ୍ୟା ପରେ ତାଙ୍କ ମୃତଦେହକୁ ଜାଳିଦେବା ଘଟଣାରେ ସମ୍ପୃକ୍ତ ୪ ଅଭିଯୁକ୍ତଙ୍କୁ ଏନକାଉଣ୍ଟର...

କରୋନା ପ୍ରଭାବ: ଶୂନଶାନ ବାରିପଦା ଛଉପଡ଼ିଆ

ବାରିପଦା ଅଫିସ, ୧୪ା୪- ଚୈତ୍ର ମାସ ଆସିଲେ ଦୁଲୁକି ଉଠେ ମୟୂରଭଞ୍ଜ ମାଟି। ବିଶ୍ୱ ପ୍ରସିଦ୍ଧ ଲୋକନୃତ୍ୟ ଛଉର ତାଳ ତାଳେ ବାଦ୍ୟକାର ଏବଂ ନୃତ୍ୟଶିଳ୍ପୀମାନେ...

ମିଶନ ‘ଗଗନଯାନ’ ପାଇଁ ମନୋନୀତ ହେଲେ ବଲାଙ୍ଗୀରର ଓ୍ବିଙ୍ଗ୍‌ସ କମାଣ୍ଡର ନିଖିଲ ରଥ

ବଲାଙ୍ଗୀର ଅଫିସ,୮ା୮: ଭାରତର ପ୍ରଥମ ମାନବ ଅନ୍ତରୀକ୍ଷ ଯାତ୍ରା କାର୍ଯ୍ୟକ୍ରମ ମିଶନ୍‌ ‘ଗଗନଯାନ’ ପାଇଁ ବଲାଙ୍ଗୀରର ସୁପୁତ୍ର ଓ୍ବିଙ୍ଗସ୍‌ କମାଣ୍ଡର ନିଖିଲ ରଥ ମନୋନୀତ ହୋଇଥିବା...

ରଜରେ ଫୁଟିଲା ଗୁଳି: ଖୋର୍ଦ୍ଧା ବଡ ଶବର ସାହିରେ ଯୁବକଙ୍କୁ ହତ୍ୟା

ଖୋର୍ଦ୍ଧା ଅଫିସ,୧୪।୬: ରଜରେ ଫୁଟିଲା ଗୁଳି। ଗୁଳିମାଡରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଖୋର୍ଦ୍ଧା ଜିଲା ସଦର ଥାନା ଅନ୍ତର୍ଗତ ଦଧିମାଛଗାଡିଆର ବଡ ଶବର ସାହି...

ପ୍ରେମିକାଙ୍କ ଗର୍ଭପାତ କରାଇ ପ୍ରେମିକ ଗିରଫ

ବାଉଁଶୁଣୀ,୨୦।୩: ବୌଦ୍ଧ ଜିଲା ମନମୁଣ୍ଡା ଥାନା ଅଧୀନ ଶଗଡ଼ା ଫାଣ୍ଡି ଅଞ୍ଚଳର ଜଣେ ଯୁବତୀଙ୍କ ଗର୍ଭପାତ ମାମଲାରେ ପୋଲିସ ତାଙ୍କ ପ୍ରେମିକଙ୍କୁ ଗିରଫ କରିଛି। ୬...

ନିଷ୍ପତ୍ତି ବଦଳାଇଲେ ସରକାର

ଭୁବନେଶ୍ୱର,୧୮।୪(ବ୍ୟୁରୋ): ସେଲ୍ଫ ଫାଇନାନ୍ସିଂ କୋର୍ସ ନେଇ ନିଷ୍ପତ୍ତି ବଦଳାଇଲେ ରାଜ୍ୟ ସରକାର। ତେବେ ନିଷ୍ପତ୍ତି ପରିବର୍ତ୍ତନ ନେଇ ଉଚ୍ଚଶିକ୍ଷା ବିଭାଗ ଅତିରିକ୍ତ ସଚିବଙ୍କ ଚିଠି। ପୂର୍ବଭଳି...

Advertisement
Archives

Model This Week