ସୃଷ୍ଟି ହେଲା ଘୂର୍ଣ୍ଣିବଳୟ: ୪ ଦିନ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨ା୭(ବ୍ୟୁରୋ): ବାଂଲାଦେଶ ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ଏହାର ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ କେତେକ ସ୍ଥାନରେ ୪ ଦିନ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

 

ଆସନ୍ତାକାଲି ଭିତରେ ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ, କଟକ, ନୂଆପଡ଼ା ଓ କୋରାପୁଟ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଠିକ୍‌ ସେହିପରି ସୁନ୍ଦରଗଡ଼, ମୟୂରଭଞ୍ଜ, ଦେବଗଡ଼, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ବରଗଡ଼, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଜପତି, ଗଞ୍ଜାମ, କନ୍ଧମାଳ, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର ଓ ମାଲକାନଗିରି ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏସବୁ ଜିଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲା ICC: T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତି ଉପରେ ନେଲା ଏମିତି ନିଷ୍ପତ୍ତି

ନୂଆଦିଲ୍ଲୀ,୯।୨: ପୁରୁଷ T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତିକୁ ନେଇ ICC ଦୁଃଖ ପ୍ରକାଶ କରିଛି। ତେବେ ଏହି ଘଟଣା ପାଇଁ ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଉପରେ…

T20 ବିଶ୍ୱକପ୍‌: ଭାରତ ବିପକ୍ଷରେ ମ୍ୟାଚ୍ ଖେଳିବାକୁ ପାକିସ୍ତାନକୁ ଅନୁରୋଧ କଲା ବାଂଲାଦେଶ

ନୂଆଦିଲ୍ଲୀ,୯।୨: ଭାରତ-ପାକିସ୍ତାନ T20 ବିଶ୍ୱକପ୍ ମ୍ୟାଚ୍‌କୁ ନେଇ ସୃଷ୍ଟି ହୋଇଥିବା ଅନିଶ୍ଚିତତା ମଧ୍ୟରେ ଏକ ନୂଆ ମୋଡ଼ ଆସିଛି। ବାଂଲାଦେଶ କ୍ରିକେଟ ବୋର୍ଡ (BCB) ପାକିସ୍ତାନକୁ ଏହି…

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

ପ୍ରେମ ସପ୍ତାହରେ ରକ୍ତରଂଜିତ କାହାଣୀ: ତ୍ରିକୋଣୀୟ ପ୍ରେମକୁ ନେଇ ଜଘନ୍ୟ ହତ୍ୟାକାଣ୍ଡ

ଭୁବନେଶ୍ୱର,୯।୨: ରାଜଧାନୀ ଭୁବନେଶ୍ୱରରେ ଏକ ସିନେମା ଷ୍ଟାଇଲ୍‌ରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ‘ଚକୋଲେଟ୍ ଡେ’ ପାଳନ ପରେ ପ୍ରେମିକର ବେକ କାଟି ହତ୍ୟା କରିବା ସହ ପ୍ରମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri