ଆହୁରି ୨୪ ଘଣ୍ଟା ପ୍ରବଳ ବର୍ଷା

ଭୁବନେଶ୍ବର,୧୮।୬: ରାଜ୍ୟର ୧୦ରୁ ଊର୍ଦ୍ଧ୍ୱ ଜିଲାରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶୁକ୍ରବାର ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲାଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, ବରଗଡ଼ ଓ ବାଲେଶ୍ବର । ଏହି ସବୁ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ନିଂ ଦିଆଯାଇଛି।

ସେହିପରି ଆଗାମୀ ୨ ଦିନ ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ୨୩ ତାରିଖ ପରେ ମୁଖ୍ୟତଃ ପାଗ ଶୁଖିଲା ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପରିତ୍ୟକ୍ତ ଅବସ୍ଥାରେ ଜମ୍ବୁ ବ୍ରିଟିଶ ଲାଲ୍‌ କୋଠା, ଭୁଲ୍‌ କଲେ ଓଡ଼ିଶା ଲୋକଙ୍କୁ ଏଠାରେ ମିଳୁଥିଲା ଦଣ୍ଡ, ଆଉ ଏବେ…

ମହାକାଳପଡ଼ା,୧୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ବ୍ରିଟିଶ ଲାଲ କୋଠା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଏକଦା ଏହା ଓଡ଼ିଶାର ବ୍ରିଟିଶ ଶାସକମାନଙ୍କ…

ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ୧୭ ଯାଏ ଲାଗିରହିବ…

ଭୁବନେଶ୍ୱର,୧୪ା୯ (ସୌମ୍ୟରଞ୍ଜନ ରାଉତ):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା ଅତିକ୍ରମ କରି ରବିବାର ସନ୍ଧ୍ୟାସୁଦ୍ଧା ଦକ୍ଷିଣ ଛତିଶଗଡ଼ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ପଶ୍ଚିମ-ଉତ୍ତର…

ଧରାପଡ଼ିଲା ଓରାଙ୍ଗଉଟାନର ଚାଲାଣର ମାଷ୍ଟରମାଇଣ୍ଡ୍‌: ଏହି ୨ ଜଣ କରୁଥିଲେ…

ଭୁବନେଶ୍ୱର/ଭୋଗରାଇ,୧୪ା୯ (ତ୍ରିନାଥ ମହାନ୍ତି/ପ୍ରଦୀପ ଦାସ):ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗ୍‌ଉଟାନ ଶାବକ ଉଦ୍ଧାର ଘଟଣାରେ ଅନ୍ତର୍ଜାତୀୟ ଚୋରା ଚାଲାଣକାରୀଙ୍କ ଲିଙ୍କ୍‌ ରହିଛି। ପଶ୍ଚିବଙ୍ଗ ଦୀଘାସ୍ଥିତ ଗ୍ରାଣ୍ଡ୍‌ ହେରିଟେଜ୍‌…

ଏଆଇ ପ୍ରତି ସତର୍କତା

ଇରାନ ଓ ଆମେରିକା ମଧ୍ୟରେ ଯୁଦ୍ଧ ଲାଗି ରହିଛି। ଇତିମଧ୍ୟରେ ୟେମେନ୍‌ର ଇରାନ ସମର୍ଥିତ ହାଉତି ବିଦ୍ରୋହୀମାନେ ଲୋହିତ ସାଗରର ଦକ୍ଷିଣ ପ୍ରବେଶ ପଥରେ ଥିବା ‘ମାୟୁନ୍‌’…

‘ବ୍ରିକ୍ସ ଥାଳି’ (BRICS Thali) କୁ ନେଇ ରାଜନୀତି ସରଗରମ; ନିରାମିଷ ଖାଦ୍ୟ ତାଲିକାକୁ ନେଇ କଂଗ୍ରେସ-ଭାଜପା ମଧ୍ୟରେ ରାଜନୈତିକ ଲଢ଼େଇ

ନୂଆଦିଲ୍ଲୀ,୧୪।୯: ନୂଆଦିଲ୍ଲୀରେ ଅନୁଷ୍ଠିତ ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀର ସଫଳ ସମାପ୍ତି ପରେ ଦେଶରେ ଏକ ନୂଆ ରାଜନୈତିକ ବିବାଦ ଦେଖାଦେଇଛି। ଏହି ବିବାଦ ସମ୍ମିଳନୀ ଅବସରରେ…

ମାରିଦେବ AI!

ଓ୍ବାଶିଂଟନ,୧୪ା୯: କୃତ୍ରିମ ବୁଦ୍ଧିମତ୍ତା (ଏଆଇ)ର ଦୁରୁପଯୋଗ ହୋଇପାରେ ବୋଲି ଆନ୍ଥ୍ରୋପିକ୍‌ ସିଇଓ ଡାରିଓ ଆମୋଦେଇ ଆଶଙ୍କା ବ୍ୟକ୍ତ କରିଛନ୍ତି। ତେଣୁ ଏଆଇର କ୍ଷମତା ବୃଦ୍ଧି ହାର କମାଇବା…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା

ନୂଆଦିଲ୍ଲୀ,୧୪ା୯(ପି.ଟି.): ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି)ଗୁଡ଼ିକ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟା ବୋଲି ବ୍ରିକ୍ସ ନେତାମାନେ ସ୍ବୀକାର କରିଛନ୍ତି ଏବଂ ଏକ ସୁସ୍ଥ ଜୀବନଶୈଳୀ…

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?