ଜୁନ ୧୬ରୁ ୨୨ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୦।୬(ବ୍ୟୁରୋ): ରାଜ୍ୟରେ ଅସହ୍ୟ ତାତି। ପ୍ରବଳ ଗୁଳୁଗୁଳି ସାଙ୍ଗକୁ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ। ଜନଜୀବନ ଅସ୍ତବ୍ୟସ୍ତ କରୁଛି। ଏହା ମଧ୍ୟରେ ପାଣିପାଗ ବିଭାଗ ଏକ ଆଶ୍ୱସ୍ତିକର ସୂଚନା ଦେଇଛି। ଜୁନ ୧୬ରୁ ୨୨ ତାରିଖ ମଧ୍ୟରେ ରାଜ୍ୟରେ ବର୍ଷା ହେବ । ଏମିତିକି ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକଙ୍କ ଘରେ ପଶିଲା ମଇଳା ପାଣି, ଡ୍ରେନେଜ ସମସ୍ୟା ନେଇ ଜିଲାପାଳଙ୍କୁ …

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌର ପରିଷଦ ଅଞ୍ଚଳରେ ଡ୍ରେନେଜ ସମସ୍ୟା ସଙ୍ଗୀନ ହୋଇପଡ଼ିଛି। ଗତ କିଛିଦିନ ବର୍ଷା ଲାଗି ରହିବାରୁ ବିଭିନ୍ନ ୱାର୍ଡ଼ ଜଳମଗ୍ନ ହେବା ସହିତ…

ସରକାରୀ ଜମିରେ ବନବିଭାଗର ବୃକ୍ଷରୋପଣ ଉଦ୍ୟମ: ଗ୍ରାମବାସୀଙ୍କ ତୀବ୍ର ବିରୋଧ, ଗାଁ ମୁଣ୍ଡ ରାସ୍ତାରେ ଦେଲେ ଧାରଣା

ମହାକାଳପଡ଼ା,୮।୭( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ସ୍ଥାନୀୟ କଣ୍ଡରା ପାଟିଆ ଗ୍ରାମ ଜୋରୀ…

ଜୀରାନଦୀରେ ରିଂ ରୋଡ୍‌ ନିର୍ମାଣ: ସମୟ ଗଡ଼ୁଛି, ବର୍ଷାରେ ଧୋଇ ଯାଉଛି

ବରଗଡ଼,୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀ ପାର୍ଶ୍ୱରେ ରିଂ ରୋଡ୍‌ ନିର୍ମାଣ ଚାଲିଛି। ବର୍ଷା ଓ ବନ୍ୟା ସମୟରେ ସହରକୁ ଜଳ ପ୍ଳାବନରୁ ରକ୍ଷା,…

ଭିଜିଲାନ୍ସ ଜାଲରେ ଖଣି ଉପନିର୍ଦ୍ଦେଶକ: ବାଲି ବ୍ୟବସାୟୀଙ୍କ ଠାରୁ ଲାଞ୍ଚ ନେଇ ଧରାପଡିଲେ…

ଜୟପୁର, ୮।୭(ପବନ ପାଣିଗ୍ରାହୀ): ଭିଜିଲାନ୍ସ ଜାଲରେ ଖଣି ଉପନିର୍ଦ୍ଦେଶକ ସତ୍ୟଜିତ ରାଉତ। ଜଣେ ବାଲି ବ୍ୟବସାୟୀଙ୍କ ଠାରୁ ୨ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ମାଡିବସିଲା…

ମଦ ଦୋକାନକୁ ନେଇ ଅସନ୍ତୋଷ:  ବିରୋଧ, ରାସ୍ତାରୋକୋ

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌର ପରିଷଦ ଅଧୀନ ୱାର୍ଡ଼ ନମ୍ବର-୧ର ନିଗମାନନ୍ଦ ବିହାର ଛକ ନିକଟରେ ବିଦେଶୀ ମଦ ଦୋକାନ ଖୋଲିବାକୁ ନେଇ ଅସନ୍ତୋଷ ତେଜି ଉଠିଛି।…

ଜଗାଦର୍ଶନ ସାରି ଫେରୁଥିବାବେଳେ ଅଘଟଣ: କଣ୍ଟେନର ପଛପଟୁ ଧକ୍କା ଦେଲା ମିନିବସ୍‌

ବସ୍ତା, ୮।୭( ହରିଶଙ୍କର ପାଢ଼ୀ) : ବସ୍ତା ଥାନା ଅର୍ନ୍ତଗତ ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ ନିକଟ କୁଣ୍ଡପୂର ଛକ ନିକଟରେ ବଡ଼ ଦୁର୍ଘଟଣା…

୫ କେଜି ସିଲିଣ୍ଡର ବ୍ୟବହାରକାରୀ ସାବଧାନ! ଏବେ ରିଫିଲ କଲେ ପକେଟ୍‌ରୁ କଟିବ ଏତିକି ଟଙ୍କା ଏକ୍ସଟ୍ରା

ନୂଆଦିଲ୍ଲୀ, ୮।୭: ୫ କିଲୋଗ୍ରାମ ବିଶିଷ୍ଟ ‘ଛୋଟୁ’ ଏଲପିଜି ସିଲିଣ୍ଡର ଏବେ ଗ୍ରାହକଙ୍କ ପକେଟ ଉପରେ ଭାରି ପଡ଼ିବ। ତୈଳ କମ୍ପାନୀଗୁଡ଼ିକର ନୂଆ ନିୟମ ଅନୁଯାୟୀ, ଏହି…

ଟିମ ଇଣ୍ଡିଆର ଲଜ୍ଜାଜନକ ପରାଜୟ: ଏହି ୫ ଜଣ ସାଜିଲେ ଦଳର ସବୁଠୁ ବଡ଼ ‘ଭଲେନ’! ବୈଭବ-ଆୟରଙ୍କ ସହ…

ନୂଆଦିଲ୍ଲୀ, ୮।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ତାର ଟି-୨୦ ଇତିହାସର ସବୁଠାରୁ ଲଜ୍ଜାଜନକ ପରାଜୟର ସାମ୍ନା କରିବାକୁ ପଡ଼ିଛି। ତୃତୀୟ ଟି-୨୦ ମ୍ୟାଚରେ ଇଂଲଣ୍ଡ ହାତରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri