୧୦ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୮ା୮(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ଟି ଜିଲାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏସବୁ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କନ୍ଧମାଳ, କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏହି ଜିଲାଗୁଡ଼ିକରେ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

ତେବେ ୩୦ ଏବଂ ୩୧ ତାରିଖ ଆଡ଼କୁ ରାଜ୍ୟରେ ବର୍ଷାର ପରିମାଣ ସାମାନ୍ୟ କମିପାରେ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

କବିକସ୍ତୁରୀ ଫାଉଣ୍ଡେଶନର ବାର୍ଷିକୋତ୍ସବ: ‘ହାଡ଼ିବନ୍ଧୁ ପାଢ଼ୀ ଙ୍କୁ ବିଚାରକ ମଉଡ଼ମଣି ସମ୍ମାନ

କଣାସ,୧୬ା୧(ସ.ପ୍ର.): କଣାସ ବ୍ଲକ ଅନ୍ତର୍ଗତ ଗୋପୀନାଥପୁର ପଞ୍ଚାୟତରେ ଅବସ୍ଥିତ କବିକସ୍ତୁରୀ ଫାଉଣ୍ଡେଶନର ସପ୍ତଦଶତମ ବାର୍ଷିକ ଉତ୍ସବ ବୁଧବାର ବିଜୟ ବିହାରସ୍ଥିତ ଶିଶୁ ବିକାଶ ବିଦ୍ୟାମନ୍ଦିର ପରିସରରେ...

ପ୍ରଦୂଷଣ ମୁକ୍ତ ପୂଜା ଉପରେ ଗୁରୁତ୍ୱ

ଭୁବନେଶ୍ୱର,୨୧ା୯(ବ୍ୟୁରୋ): ଆଗକୁ ଆସୁଛି ପାର୍ବଣ ଋତୁ। କରୋନା ସଂକ୍ରମଣ ହ୍ରାସ ପରେ ପ୍ରଥମ ଥର ଲାଗି ବିଭିନ୍ନ ମଣ୍ଡପରେ ପୂଜାର ଆୟୋଜନ କରାଯାଉଛି । ଦୁର୍ଗାପୂଜା,...

ସଙ୍କଟରେ ରିୟଲ ଇଷ୍ଟେଟ୍‌: ୫ ବର୍ଷରେ ୫ ହଜାର କୋଟିର ପୁଞ୍ଜିନିବେଶକୁ ଝଟକା

ଭୁବନେଶ୍ୱର,୧୯ା୮(ବ୍ୟୁରୋ): ବିମୁଦ୍ରୀକରଣ, କରୋନା ମହାମାରୀ ଓ ଅନ୍ୟ କେତେକ ସମସ୍ୟା ଯୋଗୁ ରାଜ୍ୟର ଛୋଟ ବଡ଼ ୧୫ ହଜାରରୁ ଊର୍ଦ୍ଧ୍ୱ ଡେଭେଲପର ଏବଂ ରିୟଲ ଇଷ୍ଟେଟ...

୨୦୨୨ ସୁଦ୍ଧା ୧୫୦୦ ମେଗାଓ୍ବାଟ୍‌ ସୌର ଶକ୍ତି ଉତ୍ପାଦନ ହେବ

ଭୁବନେଶ୍ୱର,୭।୭(ବ୍ୟୁରୋ): ୨୦୨୨ ସୁଦ୍ଧା ରାଜ୍ୟରେ ୧୫୦୦ ମେଗାଓ୍ବାଟ୍‌ ସୌରଶକ୍ତି ଉତ୍ପାଦନ ହେବ। ସୋମବାର ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ...

‘ପାଖରେ ଟଙ୍କା ନାହିଁ ଘର ଚଳିବ କେମିତି’

ରାଉରକେଲା/ସୁନ୍ଦରଗଡ଼,୪।୬: ଲକଡାଉନ ଓ ଶଟଡାଉନ ଯୋଗୁଁ ଅଧିକ ପ୍ରଭାବିତ ହୋଇଛନ୍ତି ସେଲୁନ ଦୋକାନୀ। ଦୀର୍ଘ ଦିନ ହେଲା ଦୋକାନ ବନ୍ଦ ପଡିଥିବା ବେଳେ ବର୍ତ୍ତମାନ ସେମାନଙ୍କ...

ରଥଯାତ୍ରା ପ୍ରସ୍ତୁତି: ପୋଲିସ ପକ୍ଷରୁ ସ୍ବତନ୍ତ୍ର ମକ୍‌ଡ୍ରିଲ

ପୁରୀ ଅଫିସ,୨୮।୬: ଜୁଲାଇ ୧ରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ରଥଯାତ୍ରା ଶୃଙ୍ଖଳିତ କରିବା ପାଇଁ ପୋଲିସ ବିଭାଗ ପକ୍ଷରୁ...

ସ୍କୁଲ ଅଟୋରୁ ଖସି ପ୍ରଥମ ଶ୍ରେଣୀଛାତ୍ର ମୃତ: ଅଟୋ ସହ ଚାଳକ ଫେରାର, ତାତିଲେ ଲୋକେ

ଦିଗପହଣ୍ଡି,୧୯।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ବିଦ୍ୟୁତ ଷ୍ଟେଶନ ନିକଟ ମୁଖ୍ୟ ରାସ୍ତାରେ ସ୍କୁଲ ଅଟୋରୁ ଖସି ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଛି।...

୧୧ଟା ସୁଦ୍ଧା ୩୨% ମତଦାନ

ଝାରସୁଗୁଡ଼ା ଅଫିସ,୩୧।୫: ବ୍ରଜରାଜନଗର ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ଚାଲିଛି। ପୂର୍ବାହ୍ନ ୧୧ଟା ସୁଦ୍ଧା ୩୨ପ୍ରତିଶତ ମତଦାନ ହୋଇଥିବା ସୂଚନା ମିଳିଛି। ସକାଳ ୭ଟାରୁ ଭୋଟ...

Advertisement
Archives

Model This Week