୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୩।୮(ବ୍ୟୁରୋ): ଉତ୍ତର-ବଙ୍ଗୋପସାଗର ଅଞ୍ଚଳରେ ଆଗାମୀ ୧୨ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ହୋଇପାରେ। ଏହା ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ୧୪ ତାରିଖ ସୁଦ୍ଧା ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଅବପାତ ସମ୍ଭାବନା ରହିଛି।
ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଏହାର ପ୍ରଭାବରେ ରାଜ୍ୟରେ ୩ ଦିନ ଯାଏ ବର୍ଷା ଲାଗି ରହିବ। ଆଜି ୧୪ଟି ଜିଲାକୁ ଅରେଞ୍ଜ ଓ ୧୬ଟି ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ଅରେଞ୍ଜ ୱାର୍ନିଂ ଜାରି କରାଯାଇଥିବା ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହି ଜିଲାଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ଢେଙ୍କାନାଳ, କନ୍ଧମାଳ ଓ କଳାହାଣ୍ଡି। ସେହିପରି ୟେଲୋ ୱାର୍ନିଂ ଜାରି କରାଯାଇଥିବା ଜିଲାଗୁଡିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, ସୋନପୁର, ବରଗଡ଼, ସମ୍ବଲପୁର, ଅନୁଗୁଳ, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ମୟୂରଭଞ୍ଜ ଓ କେନ୍ଦୁଝର।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ପାରଦ ତଳମୁହାଁ: ରାତିରେ ଖସୁଛି, ଦିନରେ ତାତି

ଭୁବନେଶ୍ୱର, ୯ା୨ (ବନ୍ଦନା ସେଠୀ):ରାଜ୍ୟରେ ହଠାତ୍‌ ପାରଦ ତଳମୁହାଁ ହୋଇଛି। ଫଳରେ ଏବେ ରାତିରେ ଶୀତ ଓ ଦିନରେ ଖରାତାତି ଅନୁଭୂତ ହେଉଛି। ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର…

ମିଠା ପ୍ରସ୍ତୁତ ମେଶିନରେ ପଶିଗଲା ନାବାଳକଙ୍କ ହାତ, ଆଉ ତା’ ପରେ…

ଦିଗପହଣ୍ଡି,୯ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରେଡ୍ଡୀ ସାହିରେ ରବିବାର ରାତିରେ ଏକ ଅଘଟଣ ଘଟିଛି। ରେଡ୍ଡୀ ସାହିରେ ଥିବା ସିଙ୍ଗପୁର ଗ୍ରାମର…

ଚେନ୍ନାଇରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ମୃତଦେହ ବ୍ୟବଚ୍ଛେଦ କରା ନ ଯିବାରୁ…

ଦିଗପହଣ୍ଡି,୯ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ.ସନ୍ତୋଷ ରେଡ୍ଡୀ(୩୨) ନାମକ ଜଣେ ଦାଦନ ଶ୍ରମିକଙ୍କ ଚେନ୍ନାଇରେ ସନ୍ଦେହଜନକ ମୃତ୍ୟୁ…

ଠିକାଦାରଙ୍କ ମନମାନି: ଜଙ୍ଗଲ କାଟି ରାସ୍ତା ତିଆରି, ସ୍ଥାୟିତ୍ୱ ନେଇ ପ୍ରଶ୍ନ

ମହାକାଳପଡ଼ା,୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ସୁରକ୍ଷା ପାଇଁ ତଟ ବନ୍ଧ ବିଭାଗ ପକ୍ଷରୁ ଖରିନାସୀ- ବାରନମ୍ବର ଘେରିବନ୍ଧ ପ୍ରଶସ୍ତୀକରଣରେ ଉଚ୍ଚ,…

ଦୁର୍ଘଟଣାରେ ଚାଲିଗଲା ଗୋଟିଏ ପରିବାରର ୪ ଜୀବନ

ବଲାଙ୍ଗୀର,୯ା୨(ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ଜିଲା ତୁରେକେଲା ଥାନା ପଣ୍ଡରେନ ଗାଁ ନିକଟରେ ଏକ ଅଜଣା ଗାଡ଼ି ଧକ୍କାରେ ଅଜା ନାତିଙ୍କ ସହ ଆଉ ୨ ଜଣଙ୍କ ମୃତ୍ୟୁ…

ପୁଣି ଫେରିଲା ଶୀତ, ନିଆଁ-ଖରାକୁ ଖୋଜିଲେଣି ଲୋକେ

ଦାରିଙ୍ଗବାଡ଼ି,୯ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳକୁ କିଛି ଦିନ ବ୍ୟବଧାନ ପରେ ପୁଣି ଶୀତ ଫେରିଛି। ଫଳରେ ଏହି ଅସହ୍ୟ ଜାଡ଼ ଜନଜୀବନକୁ ପ୍ରଭାବିତ କରିଛି।…

ଶୋଷ, ଚାଷ ପାଇଁ ପାଣି ନିଅଣ୍ଟ

ଯାଜପୁର,୯ା୨(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ନଦୀଗୁଡ଼ିକରେ ଜଳପ୍ରବାହ ହ୍ରାସକୁ ଦେଖିଲେ ସମନ୍ବିତ ପ୍ରଯୁକ୍ତିବିଦ୍ୟା ଆଧାରିତ ଜଳ ସମ୍ପଦ ପରିଚାଳନା ପଦ୍ଧତି ଗ୍ରହଣ କରିବା ଜରୁରୀ ହୋଇପଡ଼ିଛି। ତଦନୁଯାୟୀ ରାଜ୍ୟ…

ଆଜି ଚକୋଲେଟ୍‌ ଦେଇ ସମ୍ପର୍କରେ ମଧୁରତା ଭରିବେ ପ୍ରେମୀଯୁଗଳ

ଭୁବନେଶ୍ୱର,୯। ୨ (ସୌମ୍ୟରଞ୍ଜନ ରାଉତ): ରାଜଧାନୀରେ ଏବେ ପ୍ରେମଛିଟା ବୋଳି ହୋଇଯାଇଛି। କଲେଜଠାରୁ ଆରମ୍ଭ କରି ପାର୍କ, ହୋଟେଲ୍‌, ସିନେମା ହଲ୍‌ ଓ ବିଭିନ୍ନ ମଲ୍‌ରେ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri