୩ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ବର,୫।୮: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୩ଟି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଗୁରୁବାର ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏନେଇ କେନ୍ଦୁଝର, ମୟୁରଭଞ୍ଜ ଏବଂ କଳାହାଣ୍ଡି ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାନିଂ ଦିଆଯାଇଛି।

ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ ଓ ରାୟଗଡ଼ାରେ ବର୍ଷା ସାଙ୍ଗକୁ ବର୍ଜପାତ ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ଜିଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ସେହିପରି ୬ରୁ ୭ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ଗୁରୁବାର ଗୋପାଳପୁରରେ ୩୪.୪ ଡିଗ୍ରୀ ତାପମାତ୍ରା ରହିଥିବା ବେଳେ ଫୁଲବାଣୀରେ ୧୯.୦ଡିଗ୍ରୀ ତାପମାତ୍ରା ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀ ଉଦୟନିଧିଙ୍କୁ ନେବାକୁ ଆସିଥିବା ପୋଲିସ ସହ ଯୁକ୍ତିତର୍କ କଲେ ସ୍ତ୍ରୀ, କହିଲେ- ସେ ବାଥରୁମ୍‌ରେ…

ନୂଆଦିଲ୍ଲୀ,୪।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ଗିରଫ କରିଛି। ପୋଲିସ ତାଙ୍କୁ ତାଙ୍କ ବାସଭବନରୁ ନେଇଥିଲା। ଉଦୟନିଧିଙ୍କୁ ନେବାକୁ ଆସିଥିବା ପୋଲିସ ସହ ତାଙ୍କ…

ପାଟ୍ରୋଲିଂ ବେଳେ ଜଗନ୍ନାଥ ପ୍ରସାଦ ପୋଲିସକୁ ସଫଳତା, ଡାଲା ଅଟୋରେ ମିଳିଲା….

ଜଗନ୍ନାଥ ପ୍ରସାଦ,୪।୮(ବିଭୁ ପ୍ରସାଦ ପଟ୍ଟନାୟକ): ଜଗନ୍ନାଥ ପ୍ରସାଦ ପୋଲିସକୁ ପାଟ୍ରୋଲିଂ ସମୟରେ ଏକ ସଫଳତା ମିଳିଛି । ବେଆଇନ ଭାବେ ଚୋରା ଚାଲାଣ ହେଉଥିବା ବିପୁଳ ପରିମାଣର…

RJD, BJP ନା କଂଗ୍ରେସ; କାହା ସହ ମେଣ୍ଟ କରିବେ ପ୍ରଶାନ୍ତ କିଶୋର? ନିଜେ କଲେ ବଡ଼ ଖୁଲାସା

ପାଟନା,୪।୮: ଜନ ସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର କୌଣସି ରାଜନୈତିକ ଦଳ ସହ ମେଣ୍ଟ କରିବାର ସମ୍ଭାବନାକୁ ଖଣ୍ଡନ କରି କହିଛନ୍ତି ଯେ, ବାଙ୍କିପୁର ବିଧାନସଭା…

CMOରୁ ଫାଇଲ ଗାୟବ ଘଟଣା: ବଡ଼ ବୟାନ ଦେଲେ କ୍ରାଇମବ୍ରାଞ୍ଚ ଡିଜି, ହାଜର ହେବେ…

ଭୁବନେଶ୍ୱର,୪।୮: CMOରୁ ନାଇଡୁ କମିଶନ ଫାଇଲ ଗାୟବ ମାମଲାରେ କ୍ରାଇମବ୍ରାଞ୍ଚ ଡିଜି ମଙ୍ଗଳବାର ଗଣମାଧ୍ୟମକୁ ଏକ ବଡ଼ ବୟାନ ଦେଇଛନ୍ତି। ମାମଲାର ତଦନ୍ତ ଟେକ୍ନିକାଲ ଉପାୟରେ କରାଯାଉଛି।…

ଶ୍ରୀଲଙ୍କା ଟେଷ୍ଟ ପୂର୍ବରୁ BCCIର ବଡ଼ ଘୋଷଣା, ଟିମ ଇଣ୍ଡିଆକୁ ଆସିଲେ ଆଉ ୨ ଖେଳାଳି

ନୂଆଦିଲ୍ଲୀ,୪।୮: ଭାରତୀୟ କ୍ରିକେଟ ଦଳର ଶ୍ରୀଲଙ୍କା ଗସ୍ତ ୧୫ ଅଗଷ୍ଟରୁ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ ଟିମ ଇଣ୍ଡିଆରେ ଲଗାତାର ପରିବର୍ତ୍ତନ ହେଉଛି। ଜସପ୍ରୀତ ବୁମ୍‌ରାଙ୍କ…

‘ବନ୍ଦ କରିଦେବି ଜନସୁରାଜ ପାର୍ଟି…,’ କାହିଁକି ଏମିତି କହିଲେ ପ୍ରଶାନ୍ତ କିଶୋର? ଜାଣନ୍ତୁ ଏହା ପଛର କାରଣ

ପାଟନା,୪।୮: ବାଙ୍କିପୁର ଉପନିର୍ବାଚନରେ ଏକ ବଡ଼ ବିଜୟ ପରେ, ଜନ ସୁରାଜ ପ୍ରତିଷ୍ଠାତା ଏବଂ ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଏକ ସ୍ବତନ୍ତ୍ର ଆଲୋଚନାରେ ଅନେକ ଗୁରୁତ୍ୱପୂର୍ଣ୍ଣ…

E20 ପେଟ୍ରୋଲକୁ ନେଇ ଦିଲ୍ଲୀରେ ତେଜିଲା ରାଜନୀତି! ପିଏମ ଆବାସ ଅଭିମୁଖେ ଯାଉଥିବାବେଳେ କେଜ୍‌ରିୱାଲଙ୍କୁ…

ନୂଆଦିଲ୍ଲୀ,୪।୮: ଆମ ଆଦମୀ ପାର୍ଟି (AAP)ର ସଂଯୋଜକ ଅରବିନ୍ଦ କେଜ୍‌ରିୱାଲ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଅଭିମୁଖେ ମାର୍ଚ୍ଚ ପାଇଁ ବାହାରିଛନ୍ତି। ତାଙ୍କ ସହ ଏଏପିର ନେତା ଓ କର୍ମୀମାନେ…

ହାତୀ ଦେଖିବାକୁ ଯାଇଥିଲେ ଯୁବକ; ଗୋଡ଼ାଇଲା ମାଈ ହାତୀ, ତାପରେ…

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜର ପାଟଣା ସେକ୍ସନ ଅନ୍ତର୍ଗତ ରାମଚନ୍ଦ୍ରପୁର ନିକଟରେ ସୋମବାର ୧୯ଟିକିଆ ବଣୁଆ ହାତୀପଲ ଡେରା ପକାଇଥିଲେ । ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri