୧୦ ସନ୍ଧ୍ୟାରୁ ଏସବୁ ଜିଲାରେ ପ୍ରବଳ ବର୍ଷିବ!

ଭୁବନେଶ୍ୱର,୮।୫(ବ୍ୟୁରୋ): ଗଭୀର ଅବପାତ ପରେ ବଙ୍ଗୋପସାଗରରେ ବାତ୍ୟା ‘ଅସାନି’ ସୃଷ୍ଟି ହୋଇଛି। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହାର ପ୍ରଭାବରେ ୧୦ ତାରିଖ ସାରୁ ବର୍ଷା ହେବାର ସମ୍ଭାବନା ରହିଛି। ଏହା ୧୨ ତାରିଖ ସକାଳ ପର୍ଯ୍ୟନ୍ତ ହୋଇପାରେ ବୋଲି ବିଭାଗ ପୂର୍ବାନୁମାନ କରିଛି।
୧୦ ତାରିଖରେ ଗଜପତି, ଗଞ୍ଜାମ ଓ ପୁରୀରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୧୧ ତାରିଖରେ ୫ ଜିଲାରେ ପ୍ରବଳ ବର୍ଷା ନେଇ ଆଶଙ୍କା କରାଯାଇଛି। ଏହି ଜିଲା ଗୁଡ଼ିକ ହେଲା- ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ ଓ ଜଗତସିଂହପୁର। ୯, ୧୦ ଓ ୧୧ ତାରିଖରେ ସମୁଦ୍ର ଅଶାନ୍ତ ରହିବ। ତେଣୁ ସମୁଦ୍ର ମଧ୍ୟକୁ ଯିବାକୁ ମତ୍ସଜୀବୀଙ୍କୁ ବାରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାସନଗର ମହାବିଦ୍ୟାଳୟ ପରିଚାଳନାରେ ମନମୁଖି କାର୍ଯ୍ୟ: ଖାଲିପଡ଼ିଛି ୩୬ ଅଧ୍ୟାପିକା ଅଧ୍ୟାପକ ପଦବୀ; ୮୦ ପରିବର୍ତ୍ତେ ଅଛନ୍ତି ୪୪

ଯାଜପୁରରୋଡ,୩୦ା୬(ନି.ପ୍ର.)- ଯାଜପୁରରୋଡସ୍ଥିତ ବ୍ୟାସନଗର ସ୍ବୟଂଶାସିତ ମହାବିଦ୍ୟାଳୟ ରାଜ୍ୟରେ ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଛି। ବିଗତ ଦିନରେ ଏହି ମହାବିଦ୍ୟାଳୟ ଗୁଣାତ୍ମକ ଶିକ୍ଷା ଓ ପରୀକ୍ଷା...

ଧରଣୀଧର ବିଶ୍ୱବିଦ୍ୟାଳୟରେ ୪ ନୂଆ ପଦବୀ

କେନ୍ଦୁଝର,୨୭ା୪(ସ୍ବ.ପ୍ର.): କେନ୍ଦୁଝରରେ ଘୋଷିତ ହୋଇଥିବା ଧରଣୀଧର ବିଶ୍ୱବିଦ୍ୟାଳୟ ପାଇଁ ୪ଟି ନୂଆ ପଦବୀ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୃଷ୍ଟି ହୋଇଛି। ନୂତନ ଭାବେ କୁଳପତି,କୁଳସଚିବ,କଣ୍ଟ୍ରୋଲର ଅଫ୍‌...

ବଢ଼ିବ ଯୁକ୍ତ୩ ସିଟ୍‌ ସଂଖ୍ୟା

ଭୁବନେଶ୍ୱର,୪।୮(ବ୍ୟୁରୋ): ୨୦୨୨-୨୩ ଶିକ୍ଷାବର୍ଷରେ ରାଜ୍ୟରେ ଯୁକ୍ତ୩ରେ ସିଟ୍‌ ସଂଖ୍ୟା ବୃଦ୍ଧି ପାଇବ ବୋଲି ଜଣାପଡ଼ିଛି। ଚଳିତବର୍ଷ ଯୁକ୍ତ୨ ପାସ୍‌ ହାର ତୁଳନାରେ ରାଜ୍ୟର ପ୍ରମୁଖ ଡିଗ୍ରୀ...

ଶ୍ରେଷ୍ଠ ପ୍ରାମାଣିକ ଚଳଚ୍ଚିତ୍ର ‘କାଳିଆ କରୁଛି ଲୀଳା’

ଭୁବନେଶ୍ୱର, ୬।୧୧(ବ୍ୟୁରୋ): ଟେଲି ପୁରସ୍କାର ପାଇଁ ୨୦ ବିଭାଗରେ ମୋଟ ୩ଲକ୍ଷ ୧୦ ହଜାର ଟଙ୍କା ପୁରସ୍କାର ରାଶି ପ୍ରଦାନ କରାଯିବ। ଶ୍ରେଷ୍ଠ ପ୍ରାମାଣିକ ଚଳଚ୍ଚିତ୍ର...

ବିଏମ୍‌ସିକୁ ଓଡିଏଫ୍‌ ପ୍ଲସ୍‌ପ୍ଲସ୍‌ ମାନ୍ୟତା

ଭୁବନେଶ୍ୱର,୧୧।୧(ବ୍ୟୁରୋ) : ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)କୁ ଓଡିଏଫ୍‌ ପ୍ଲସ୍‌ପ୍ଲସ୍‌ ମାନ୍ୟତା ମିଳିଛି। ସ୍ବଚ୍ଛ ଭାରତ ମିଶନର ଏକ ପ୍ରମୁଖ ସୂଚକାଙ୍କ ହେଉଛି ଓଡିଏଫ୍‌ପ୍ଲସ୍‌ ପ୍ଲସ୍‌ ମାନ୍ୟତା।...

ଡିଆରଡିଓକୁ ସଫଳତା:ଏଚଏସଟିଡିଭି ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ୍‌, ୧୨।୬: ଭାରତୀୟ ପ୍ରତିରକ୍ଷା ଗବେଷଣା ପ୍ରତିଷ୍ଠାନକୁ ବୁଧବାର ଏକ ବଡ ସଫଳତା ମିଳିଛି। ଧାମରାଠାରେ ଥିବା ଅବଦୁଲ କଲାମ ଦ୍ୱୀପର ୪ ନମ୍ବର...

ଆଜି ବିଧାନସଭା ଘେରିବେ ୫୦ ହଜାର ବସ୍ତିବାସିନ୍ଦା

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ) : ଗୌଡ ବସ୍ତି, ବୀରବସ ବସ୍ତି, ଲକ୍ଷ୍ମୀପୁର ବସ୍ତି ଓ ଶ୍ରୀକ୍ରିଷ୍ଣ ନଗର ବସ୍ତିରେ ଥିବା ୫୦ ହଜାରରୁ ଊର୍ଦ୍ଧ୍ୱ ବସ୍ତିବାସିନ୍ଦା ଶୁକ୍ରବାର ଗୋଟିଏ...

ଏନ୍‌ଟିଏସ୍‌ଇ ସ୍କଲାରଶିପ୍‌ ପରୀକ୍ଷା:ସାନଭି ସନ୍ଦିପିକା କୃତକାର୍ଯ୍ୟ

ତାଳଚେର, ୭|୯(ନି.ପ୍ର.)ଏନ୍‌ଟିପିସି ଦ୍ୱାରା ପରିଚାଳିତ କଣିହାଁ ସ୍ଥିତ ଡିଏଭି ପବ୍ଲିକ ସ୍କୁଲର ମେଧାବୀ ଛାତ୍ରୀ ସାନଭି ସନ୍ଦିପିକା ପ୍ରଧାନ ସର୍ବଭାରତୀୟ ସ୍କଲାରଶିପ୍‌ ପରୀକ୍ଷା ଏନଟିଏସ୍‌ଇରେ କୃତକାର୍ଯ୍ୟ...

Advertisement
Archives

Model This Week