୮ରୁ ଓଜେଇଇ, ୧୫ ଯାଏ ଚାଲିବ

ଭୁବନେଶ୍ୱର,୭।୫(ବ୍ୟୁରୋ): ଆସନ୍ତା ୮ ତାରିଖ ସୋମବାରଠାରୁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ଆରମ୍ଭ ହେବ। ଏଥିପାଇଁ ଓଜେଇ ପକ୍ଷରୁ ପରୀକ୍ଷା ସୂଚୀ ପ୍ରକାଶ ପାଇଛି। ଦୈନିକ ୩ଟି ପର୍ଯ୍ୟାୟରେ ସିବିଟି ମାଧ୍ୟମରେ ପରୀକ୍ଷା ହେବ। ପରୀକ୍ଷା ଅବଧି ଦୁଇଘଣ୍ଟା ରହିବ। ସକାଳ ୯ରୁ ୧୧ ପ୍ରଥମ ପର୍ଯ୍ୟାୟ, ୧୨ଟା ୩୦ରୁ ଅପରାହ୍ନ ୨ଟା ୩୦ ଦ୍ୱିତୀୟ ପର୍ଯ୍ୟାୟ ଓ ଅପରାହ୍ନ ସାଢ଼େ ୪ରୁ ସାଢ଼େ ୬ ତୃତୀୟ ପର୍ଯ୍ୟାୟ ରହିବ। ପ୍ରଥମ ଦିନରେ ଲାଟେରାଲ ଡିପ୍ଲୋମା ଛାତ୍ରଛାତ୍ରୀଙ୍କ ପରୀକ୍ଷା ଅନୁଷ୍ଠିତ ହେବାକୁଥିବାବେଳେ ଦ୍ୱିତୀୟ ଦିନ ଏମ୍‌ସିଏ ଓ ଏମ୍‌ଟେକ ଏଣ୍ଟ୍ରାନ୍ସ ଅନୁଷ୍ଠିତ ହେବ। ପର୍ଯ୍ୟାୟକ୍ରମେ ଅନ୍ୟାନ୍ୟ ବର୍ଗରେ ନାମଲେଖା ପାଇଁ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହୋଇ ୧୫ ତାରିଖରେ ଶେଷ ହେବ। ୨୩ଟି ପାଠ୍ୟକ୍ରମରେ ୫୫,୯୭୯ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ଏଥିପାଇଁ ରାଜ୍ୟର ୩୦ଟି ସ୍ଥାନରେ ୪୪ଟି ସେଣ୍ଟର ଓ ରାଜ୍ୟ ବାହାରେ ୩ଟି ସ୍ଥାନରେ ୩ଟି ସେଣ୍ଟର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାନୁଆରେ ଜଘନ୍ୟ ହତ୍ୟାକାଣ୍ଡ: ଟାଓ୍ବାରରେ କାମ କରୁଥିବା ଯୁବକଙ୍କୁ ମାରି ଫିଙ୍ଗି ଦେଲେ

ରୂପସା,୧।୫(ବାଞ୍ଛାନିଧି ଦେ): ବାଲେଶ୍ବର ଜିଲl ସଦର ବ୍ଲକ ଅନ୍ତର୍ଗତ ଛାନୁଆ ଗ୍ରାମରେ ବୁଧବାର ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଛାନୁଆ ପ୍ରାଥମିକ ବିଦ୍ୟାଳୟ ନିକଟ ରାସ୍ତା ପାର୍ଶ୍ୱରୁୁ...

ନାମାଙ୍କନପତ୍ର ଦାଖଲ କଲେ ରୀତା ସାହୁ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ବିଜେଡି ପ୍ରାର୍ଥିନୀ ରୀତା ସାହୁ ବୁଧବାର ତାଙ୍କର ନାମାଙ୍କନପତ୍ର ଦାଖଲ...

ପ୍ରାର୍ଥୀପତ୍ର ଦାଖଲ କଲେ ପ୍ରଦୀପ ପୁରୋହିତ

ବରଗଡ଼,୧।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକ ସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତ ବୁଧବାର ନାମାଙ୍କନ ଦାଖଲ କରିଛନ୍ତି ।...

ନୟାଗଡ଼ ବଉଳସାହିରେ ଗୋଷ୍ଠୀ ସଂଘର୍ଷ: ବୋମାମାଡ଼-ଗୁଳିମାଡ଼ରେ ୨ ଗୁରୁତର

ନୟାଗଡ଼,୧।୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଇଟାମାଟି ଥାନାର ବଉଳସାହି ଗାଁରେ ବୁଧବାର ଗୋଷ୍ଠୀ ସଂଘର୍ଷ ଘଟିଛି। ବିଜେଡି ଓ ଭାଜପା ସମର୍ଥକଙ୍କ ମଧ୍ୟରେ ବୋମାମାଡ଼ ଏବଂ...

ନାମାଙ୍କନପତ୍ର ଦାଖଲ କଲେ ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନ

ଜି.ଉଦୟଗିରି,୧।୫(ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲା ଜି. ଉଦୟଗିରି ବିଧାନସଭା ନିର୍ବାଚନମଣ୍ଡଳୀର ବିଜୁ ଜନତା ଦଳର ପ୍ରାର୍ଥୀ ଭାବେ ବର୍ତ୍ତମାନର ବିଧାୟକ ସାଲୁଗା ପ୍ରଧାନ ନାମାଙ୍କନପତ୍ର ଦାଖଲ...

ଭୁବନେଶ୍ୱର ବିମାନବନ୍ଦରରେ ଭିସ୍ତାରା ବିମାନର ଜରୁରୀ ଅବତରଣ, ନୂଆଦିଲ୍ଲୀ ଅଭିମୁଖେ ଯାଉଥିବା ବେଳେ…

ଭୁବନେଶ୍ୱର,୧।୫: ଭୁବନେଶ୍ୱର ବିମାନବନ୍ଦରରେ ଜରୁରୀ ଅବତରଣ କରିଛି ଭିସ୍ତାରାର ଏକ ବିମାନ। କୁଆପଥର ମାଡ଼ ଯୋଗୁ ବିମାନର ଓ୍ବିଣ୍ଡ ସିଲ୍‌ ଭାଙ୍ଗିଯାଇଥିଲା। ଏଣୁ ଟେକ୍‌ଅପ୍‌ କରିବାର...

ଖଲ୍ଲିକୋଟ ଆସନ ଲାଗି ବିଜେଡିରୁ ହଟିଲା ସସ୍‌ପେନ୍ସ: ସୂର୍ଯ୍ୟମଣିଙ୍କୁ ମିଳିଲା ଟିକେଟ

ପୁରୁଷୋତ୍ତମପୁର,୧।୫(ସୀମାଞ୍ଚଳ ମିଶ୍ର): ମେ’ ୨୦ରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷ ହେବାକୁ ଆଉ ମାତ୍ର ୨ଦିନ...

ମେ’ ୬ରେ ଓଡ଼ିଶା ଆସିବେ ମୋଦି: ଏହି ୨ ଜିଲାକୁ କରିବେ ଗସ୍ତ

ଭୁବନେଶ୍ୱର,୧।୫: ଆସନ୍ତା ନିର୍ବାଚନକୁ ନେଇ ପ୍ରଚାର ଜୋରସୋରରେ ଚାଲିଛି। କେନ୍ଦ୍ରର ଅନେକ ହେଭିଓ୍ବେଟ୍‌ ନେତା ଓଡ଼ିଶା ଗସ୍ତରେ ଆସି ପ୍ରଚାର କରୁଛନ୍ତି। ଏହି କ୍ରମରେ ପୁଣି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri