ହର୍ଡ ଇମ୍ୟୁନିଟି ପାଇଁ ଲାଗିବ ସମୟ

ଜେନେଭା,୧୨।୧: ପୃଥିବୀରେ କେତେକ ଦେଶରେ କରୋନା ମହାମାରୀ ସଂକ୍ରମଣ ପାଇଁ ପ୍ରତିଷେଧକ ଟିକାକରଣ ଜାରି ରହିଛି। ଏବେ ଭାରତରେ ସାର୍ବଜନୀକ ଟିକାକରଣ ଆରମ୍ଭ ହେବାକୁ ଯାଉଛି। ତେବେ ଟିକାକରଣ ସତ୍ତ୍ୱେ ହର୍ଡ ଇମ୍ୟୁନିଟି ସୃଷ୍ଟି ହେବାଲାଗି ସମୟ ଲାଗିବ। ହର୍ଡ ଇମ୍ୟୁନିଟି ସୃଷ୍ଟି ହେଲେ ଟିକା ନେବାର ଆଉ ଆବଶ୍ୟକତା ରହିବ ନାହିଁ କିମ୍ବା କରୋନା ସଂକ୍ରମଣ ପ୍ରତି ଭୟ ରହିବ ନାହିଁ। ମାତ୍ର ୨୦୨୧ରେ ମଧ୍ୟ ହର୍ଡ ଇମ୍ୟୁନିଟି ସୃଷ୍ଟି ହେବାର ସମ୍ଭାବନା ନାହିଁ ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ମୁଖ୍ୟ ବୈଜ୍ଞାନିକ ଡ. ସୌମ୍ୟା ସ୍ବାମୀନାଥନ୍‌ ସୂଚନା ଦେଇଛନ୍ତି। କେତେକ ଦେଶରେ ଲୋକଙ୍କ ପାଇଁ କରୋନା ମାର୍ଗଦର୍ଶିକା ପାଳନ କରିବା ସମ୍ଭବ ହେଉ ନାହିଁ। ସାମାଜିକ ଦୂରତା ବଜାଇ ରଖିବାକୁ ବହୁ ଦେଶରେ ଲୋକେ ସକ୍ଷମ ହୋଇ ପାରୁ ନାହାନ୍ତି। ଜନସଂଖ୍ୟା ଅଧିକ ଥିବା ଅଞ୍ଚଳରେ କରୋନା ମାଗର୍ର୍ର୍ଦର୍ଶିକା ପାଳନ କରିବାରେ ଅସନ୍ତୁଳନ ଦେଖା ଦେଇଥିବା ସେ କହିଛନ୍ତି। ହର୍ଡ ଇମ୍ୟୁନିଟି ପାଇଁ ପୃଥିବୀର ୭୦ ପ୍ରତିଶତ ଲୋକଙ୍କୁ ଟିକା ଦିଆଯିବାର ଆବଶ୍ୟକତା ରହିଛି। ମାତ୍ର ୨୦୨୧ ଶେଷ ସୁଦ୍ଧା ଏପରି ହେବା କଷ୍ଟକର ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବ ନିର୍ମାଣ କୃଷକ ସଂଗଠନ ପରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ, ଏହି ଦିନ…

ଭୁବନେଶ୍ବର,୨୯।୯: ଆସନ୍ତା ଅକ୍ଟୋବର ୮ ତାରିଖରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏନେଇ ଘୋଷଣା କଲେ ପିସିସି ସଭାପତି ଭକ୍ତ ଚରଣ ଦାସ…

ଗୋବିନ୍ଦା-କୋମଲ ରାଣୀଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା; ପୁଣି ମୁହଁ ଖୋଲିଲେ ସୁନିତା, କହିଲେ ସେ ଖୁସିରେ…

ମୁମ୍ବାଇ,୨୯।୯: ବଲିଉଡ୍‌ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବିବାହିତ ଜୀବନକୁ ନେଇ କିଛି ସମୟ ଧରି ବିଭିନ୍ନ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ…

OSSTET ସ୍ଥଗିତ ଚର୍ଚ୍ଚା ଭିତରେ ସ୍ପଷ୍ଟ କଲା BSE, ଏହି ଦିନ ହେବ…

ଭୁବନେଶ୍ବର,୨୯।୯: ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (OSSTET-୨୦୨୬) ସ୍ଥଗିତ ହେବା ନେଇ ଚର୍ଚ୍ଚା ଜୋର ଧରିଥିଲା । ଏହାରି ଭିତରେ ମାଧ୍ୟମିକ ଶିକ୍ଷା ବୋର୍ଡ…

ବିରାଟ କୋହଲିଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା, କହିଲେ,‘ଏହି କାରଣରୁ କମିଯାଇଛି ଯୋଗାଯୋଗ’

ନୂଆଦିଲ୍ଲୀ,୨୯।୯: ପ୍ରଥମ ଦିନିକିଆ ମ୍ୟାଚରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଆଠ ୱିକେଟର ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଦ୍ୱିତୀୟ ମ୍ୟାଚ ପାଇଁ ପ୍ରସ୍ତୁତି ଚଳାଇଛି। ବୁଧବାର ହେବାକୁ…

ଶାଗ ତୋଳିବାକୁ ଯାଇ ମୁକୁଳା ଡ୍ରେନରେ ପଡିଗଲେ ବ୍ୟକ୍ତି, ତାପରେ….

ଭଦ୍ରକ,୨୯।୯(ସନାତନ ରାଉତ): ମୁକୁଳା ଡ୍ରେନ୍ ନେଲା ଜୀଵନ । ଭଦ୍ରକ ବାଇପାସ ସ୍ଥିତ କେନାଲ ଡିଭିଜନ ଅଫିସ ଭିତର ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି…

କମିବ LPG-Petrolର ମୂଲ୍ୟ, ଶେଷ ହେବ ହର୍ମୁଜ ପ୍ରସଙ୍ଗ, ଇରାନ ଯୁଦ୍ଧକୁ ନେଇ ଡୋନାଲ୍ଡ ଟ୍ରମ୍ପଙ୍କ ବଡ ଘୋଷଣା

ଓ୍ବାଶିଂଟନ,୨୯।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହ ଚାଲିଥିବା ବିବାଦ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରି କହିଛନ୍ତି ଯେ ଏହି ଯୁଦ୍ଧ ଶୀଘ୍ର ଶେଷ…

ହୋଟେଲରେ ଯୁବତୀଙ୍କୁ ନିର୍ଯାତନା; ଅଚେତ ଅବସ୍ଥାରେ ବଳାତ୍କାର, ଆପତ୍ତିଜନକ ଭିଡିଓ କରି ଭାଇରାଲ୍‌ କଲେ ଯୁବକ

ପାଟନା,୨୯।୯: ବିହାରର ବେଗୁସରାଇରେ ଜଣେ ଯୁବତୀଙ୍କୁ ହୋଟେଲକୁ ନେଇ ମାଡ଼ ମାରିବା ଏବଂ ବଳାତ୍କାର କରିବା ଅଭିଯୋଗ ସାମ୍ନାକୁ ଆସିଛି । ଏହାପରେ ଯୁବତୀଙ୍କ ଆପତ୍ତିଜନକ ଭିଡିଓ…

ପ୍ରଥମଥର ପାଇଁ ଆରମ୍ଭ ହେଲା ‘ଅଲ-ଫର୍ମାଟ’ ଟୁର୍ନାମେଣ୍ଟ: କ୍ରିକେଟ୍‌ ଜଗତରେ ଚହଳ, ଜାଣନ୍ତୁ ଏହା କ’ଣ

ଢାକା,୨୯।୯: କ୍ରିକେଟ୍‌ରେ ନୂଆ ପରୀକ୍ଷଣ କରିବାକୁ ଯାଉଛି ବାଂଲାଦେଶ। ତମିମ ଇକବାଲଙ୍କ ଅଧ୍ୟକ୍ଷତାରେ ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ‘ଡି-୩’ ବା ‘ଡୋମେଷ୍ଟିକ ୩’ ନାମରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?