ଶାହରୁଖଙ୍କ ଝିଅ ସୁହାନାଙ୍କ ଜୋତାର ମୂଲ୍ୟ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବଲିଉଡ ଅଭିନେତା ଶାହାରୁଖ ଖାନଙ୍କ ଝିଅ ସୁହାନା ଖୁବ ଶୀଘ୍ର ବଲିଉଡରେ ଡେବ୍ୟୁ କରିବାକୁ ଯାଉଛନ୍ତି। ସେ ପ୍ରାୟତଃ କୌଣସି କାରଣରୁ ଚର୍ଚ୍ଚାରେ ରହିଥା’ନ୍ତି। ସୁହାନା ଆଜିକାଲି ପର୍ତ୍ତୁଗାଲରେ ଅଛନ୍ତି ଏବଂ ସେଠାରୁ ସୋସିଆଲ ମିଡିଆରେ ଫଟୋ ଶେୟାର କରୁଛନ୍ତି। ଇନଷ୍ଟାଗ୍ରାମ ଷ୍ଟୋରିରେ ସୁହାନା ଏକ ଫଟୋ ରଖିଛନ୍ତି। ଫଟୋ ସେ ହଟ୍‌ ଦେଖଯାଉଛନ୍ତି। ଏହା ସହ ସେ ପିନ୍ଧିଥିବା ଜୋତାକୁ ନେଇ ଏବେ ଚର୍ଚ୍ଚା ଚାଲିଛି। ଏହି ଜୋତାର ମୂଲ୍ୟ ଏକ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ବୋଲି ଜଣାପଡିଛି। ସୋସିଆଲ ମିଡିଆରେ ତାଙ୍କର ଏହି ଫଟୋଗୁଡ଼ିକ ଭାଇରାଲ ହେବାରେ ଲାଗିଛି। ସୁହାନା ନାଇକ ବ୍ରାଣ୍ଡ (ଏୟାର ଜୋର୍ଡାନ ୧ ହାଇ ଓଜି) ଜୋତା ପିନ୍ଧିଛନ୍ତି ଯାହାର ମୂଲ୍ୟ ୧ ଲକ୍ଷ ୬ ହଜାର ୪୩୧ ଟଙ୍କା ରହିଛି। ସୋନମ କପୁର, ଅନନ୍ୟା ପାଣ୍ଡେ, ରଣବୀର କପୁର, ଆଦିତ୍ୟ ରୟ କପୁରଙ୍କ ନାମ ସମେତ ଅନେକ ବଲିଉଡ ସେଲିବ୍ରେଟ ଏହି ବ୍ରାଣ୍ଡର ଜୋତା ବ୍ୟବହାର କରନ୍ତି।
ସୁହାନା ଖାନ ଖୁବ ଶୀଘ୍ର ଅଭିନେତ୍ରୀ ଭାବରେ ଲଞ୍ଚ ହେବାକୁ ଯାଉଛନ୍ତି। ଏଥିପାଇଁ ସେ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଚଳଚ୍ଚିତ୍ର ନିର୍ମାତା ଜୋୟା ଅଖତର ସୋ-ବିଜରେ ସୁହାନା ଖାନଙ୍କୁ ଲଞ୍ଚ କରିବାର ସମ୍ଭାବନା ରହିଛି। ନିକଟରେ ସୁହାନା କ୍ଷୁଦ୍ର ଚଳଚ୍ଚିତ୍ର ‘ଗ୍ରେ ପାର୍ଟ ଅଫ ବ୍ଲୁ’ରେ ନଜର ଆସିଥିଲେ ଏବଂ ତାଙ୍କ ସ୍କ୍ରିନ ଡେବ୍ୟୁ ପାଇଁ ସୋସିଆଲ ମିଡିଆରେ ପ୍ରଶଂସା ସାଉଁଟିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri