Posted inଖେଳ

ଇଟାଲିଆନ ଓପନ୍‌: ସ୍ବିଟେକ ଚାମ୍ପିୟନ

ରୋମ,୧୭।୫: ଇଟାଲିଆନ ଓପନ ଟେନିସ ଟୁର୍ନାମେଣ୍ଟରେ ପୋଲାଣ୍ଡର ଇଗା ସ୍ବିଟେକ ମହିଳା ସିଙ୍ଗଲ୍ସ ଟାଇଟଲ ହାସଲ କରିଛନ୍ତି। ରବିବାର ଅନୁଷ୍ଠିତ ଫାଇନାଲରେ ଫ୍ରେଞ୍ଚ ଓପନ୍‌ ଚାମ୍ପିୟନ ସ୍ବିଟେକ ୨୦୧୯ ରୋମ ଚାମ୍ପିୟନ ଚେକ୍‌ ରିପବ୍ଲିକର କାରୋଲିନା ପ୍ଲିସ୍‌କୋଭାଙ୍କୁ ସିଧାସଳଖ ୬-୦, ୬-୦ ସେଟ୍‌ରେ ପରାସ୍ତ କରିଛନ୍ତି। ସେମିଫାଇନାଲରେ ପ୍ଲିସ୍କୋଭା କ୍ରୋଏସିଆର ପେଟ୍ରା ମାଟ୍ରିକଙ୍କୁ ୬-୧, ୩-୬, ୬-୨ ସେଟ୍‌ରେ ହରାଇ କ୍ରମାଗତ ତୃତୀୟଥର ପାଇଁ ଫାଇନାଲକୁ ଉଠିଥିଲେ। ଅନ୍ୟପକ୍ଷରେ ସ୍ବିଟେକ ଦୁଇଥର ରୋମ ଟାଇଟଲ ଜିତିଥିବା ଏଲିନା ଭିଟୋଲିନାଙ୍କୁ କ୍ୱାର୍ଟର ଫାଇନାଲରେ ଏବଂ ୧୭ ବର୍ଷୀୟା ଆମେରିକାର କୋକୋ ଗୌଫଙ୍କୁ ସେମିଫାଇନାଲରେ ହରାଇ ଟାଇଟଲ ପର୍ଯ୍ୟାୟରେ ପହଞ୍ଚତ୍ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇଏସ୍‌ଏଲ ଦର୍ଶକ ସଂଖ୍ୟା ୫୧ ପ୍ରତିଶତ ବୃଦ୍ଧି

ନୂଆଦିଲ୍ଲୀ, ୨ା୪ (ପି.ଟି.)- ହିରୋ ଇଣ୍ଡିଆ ସୁପର ଲିଗ୍‌ (ଆଇଏସ୍‌ଏଲ) ୨୦୧୯-୨୦ରେ ଦର୍ଶକ ସଂଖ୍ୟା ୫୧ ପ୍ରତିଶତ ବୃଦ୍ଧି ପାଇଛି। ଅକ୍ଟୋବର ୨୦ରେ ଟୁର୍ନାମେଣ୍ଟର ଓପନିଂ...

ଅମୀରଙ୍କ ଅବସର ନିଷ୍ପତ୍ତିକୁ ପୂର୍ବତନ କ୍ରିକେଟରଙ୍କ ସମାଲୋଚନା

କରାଚୀ,୨୮।୭(ପି.ଟି.)- ପାକିସ୍ତାନ ତାରକା ଦ୍ରୁତ ବୋଲର ମହମ୍ମଦ ଅମୀର ମାତ୍ର ୨୭ ବର୍ଷ ବୟସରେ ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ତେବେ ଏହା ଅନେକଙ୍କର...

କ୍ଲିନ୍‌ସୁଇପ୍‌ ଲକ୍ଷ୍ୟରେ ବିରାଟବାହିନୀ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ପୁଣେ,୨୨।୩: ଇଂଲଣ୍ଡ ବିପକ୍ଷ ଟେଷ୍ଟ ଏବଂ ଟି-୨୦ ସିରିଜ ଜିତିବା ପରେ ଭାରତୀୟ ଦଳ ଏକଦିବସୀୟ ସିରିଜ୍‌ ଉପରେ ନଜର ରଖିଛି। ମାର୍ଚ୍ଚ ୨୩ ରୁ...

ଭାରତୀୟ ମହିଳା ଫୁଟବଲ ଦଳରେ ଜବାମଣୀ, ପ୍ୟାରୀ

ଭୁବନେଶ୍ୱର, ୨୩।୩(କ୍ରୀଡ଼ା ପ୍ରତିନିଧି)-ଆଗାମୀ ଏଏଫସି ମହିଳା ଏସିଆନ କପ୍‌ ୨୦୨୨ ପାଇଁ ପ୍ରସ୍ତୁତି ସ୍ବରୂପ ଭାରତୀୟ ମହିଳା ଫୁଟବଲ ଦଳ ଉଜବେକିସ୍ତାନ ବିପକ୍ଷରେ ଅନ୍ତର୍ଜାତୀୟ ବନ୍ଧୁତ୍ୱପୂର୍ଣ୍ଣ...

ପ୍ରଥମ ଅଧିନାୟକ ଭାବେ ଆଇପିଏଲ୍‌ରେ ଏହି ସଫଳତା ପାଇଲେ ଧୋନୀ

ଆବୁଧାବି, ୨୦।୯: ଦୀର୍ଘ ଦିନର ଅପେକ୍ଷାର ଅନ୍ତ ଘଟିଛି। ଶନିବାରଠାରୁ ଆରମ୍ଭ ହୋଇଛି ଆଇପିଏଲ୍‌ର ୧୩ତମ ସଂସ୍କରଣ। ଉଦ୍‌ଘାଟନୀ ମ୍ୟାଚ୍‌ରେ ଗତଥରର ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସକୁ...

ଟେଷ୍ଟ କ୍ରିକେଟରୁ ଅବସର ନେଲେ ଡୁ’ପ୍ଲେସି

ଜୋହାନ୍ସବର୍ଗ,୧୮ା୨(ପି.ଟି.)-ଦକ୍ଷିଣ ଆଫ୍ରିକା ପୂର୍ବତନ ଅଧିନାୟକ ଫାଫ୍‌ ଡୁ’ପ୍ଲେସି ବୁଧବାର ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଏଣିକି ସେ ଖେଳର ଶର୍ଟ ଫର୍ମାଟ ଉପରେ ଧ୍ୟାନ...

ହାମିଲଟନ ଜିତିଲେ ମୋନାକୋ ଗ୍ରାଁ ପ୍ରି

ମୋନାକୋ, ୨୭ା୫-ମର୍ସିଡିଜର ଲୁଇସ୍‌ ହାମିଲଟନ ମୋନାକୋ ଫର୍ମୁଲା ଓ୍ବାନ ଗ୍ରଁାପ୍ରି ଟାଇଟଲ ହାସଲ କରିଛନ୍ତି। ରବିବାର ଅନୁଷ୍ଠିତ ଏହି ଘଟଣାବହୁଳ ରେସ୍‌ରେ ରେଡ୍‌ବୁଲ୍‌ର ମାକ୍ସ ଭର୍ଷ୍ଟାପେନ୍‌...

କୋଚିଂ ପାଠ୍ୟକ୍ରମ କରିବେ ମନୋଜ ଓ ବଜରଙ୍ଗ୍‌

ନୂଆଦିଲ୍ଲୀ, ୮ା୯ (ପି.ଟି.)-କୋଚିଂ ଡିପ୍ଲୋମା ପାଠ୍ୟକ୍ରମ କରିବା ଲାଗି ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ) ନିକଟରେ ଆବେଦନ କରିଛନ୍ତି ୩୩ଜଣ କ୍ରୀଡ଼ାବିତ୍‌। ସେମାନଙ୍କ ମଧ୍ୟରେ...

Ten Cric Info
Advertisement


Archives

Model This Week

Why Dharitri