ନୀଳ କଙ୍କଡା ବିବାଦକୁ ନେଇ ଇଟାଲୀ ସରକାର ଖର୍ଚ୍ଚ କରିବେ ୨୬ କୋଟି ଟଙ୍କା

ରୋମ,୧୦।୮: ଇଟାଲୀ ସରକାର ନୀଳ କଙ୍କଡା ବିବାଦକୁ ସମାଧାନ କରିବାକୁ ଚାହୁଁଛନ୍ତି। ଏଥିପାଇଁ ସରକାର ୨.୯ ମିଲିୟନ ୟୁରୋ ଅର୍ଥାତ୍‌ ପ୍ରାୟ ୨୬ କୋଟି ଟଙ୍କା ଖର୍ଚ୍ଚ କରିବାକୁ ନିଷ୍ପତ୍ତି ନେଇଛନ୍ତି। ସୂଚନାଯୋଗ୍ୟ, ଇଟାଲୀରେ ନୀଳ କଙ୍କାଳ ସଂଖ୍ୟା ବହୁତ ବୃଦ୍ଧି ପାଇଛି । ଏହି ନୀଳ କଙ୍କଡା ସ୍ଥାନୀୟ ସେଲଫିସ, ଅନ୍ୟ ମାଛ ଶିକାର କରେ। ଫଳରେ ଇଟାଲୀର ସିଫୁଡ ବେଳକୁ ବେଳ କମ ହେବାରେ ଲାଗିଛି। ଏହାସହ ଇଟାଲୀର ପ୍ରସିଦ୍ଧ ଡିସରେ ସିପର ବହୁଳ ଭାବରେ ବ୍ୟବହାର ହୁଏ, ତେଣୁ ଏହି ନୀଳ କଙ୍କଡା ହେତୁ ଇଟାଲୀର ପ୍ରସିଦ୍ଧ ଡିସ ପାସ୍ତା ସହିତ ଖାଇଥିବା ସିପର ବହୁତ ଅଭାବ ଦେଖାଦେଇଥାଏ। ପୁଣି ଏହି ନୀଳ କଙ୍କଡା କାରଣରୁ ସିପ ଉତ୍ପାଦନ କମିବା ସହ ନୀଳ କଙ୍କଡା ପ୍ରାୟ ୯୦ ପ୍ରତିଶତ ଯୁବା ସିପକୁ ଖାଇଦେଇଛନ୍ତି। କୁହାଯାଉଛି କି ନୀଳ କଙ୍କଡା ଉପରେ ଯଦି ଲଗାମ ଲଗା ନ ଯାଏ ତେବେ ଖୁବଶୀଘ୍ର ଇଟାଲିରୁ ସିପ ଲୋକ ପାଇଯିବ।

ଇଟାଲୀର ସମୁଦ୍ରରେ ନୀଳ କଙ୍କଡାର ଆଗମନ ଏବଂ ସେମାନଙ୍କ ସଂଖ୍ୟା ବୃଦ୍ଧି ହେବାର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ବିଶ୍ୱାସ କରାଯାଏ ଯେ ନୀଳ କଙ୍କଡା ସମୁଦ୍ର ଜାହାଜ ସହିତ ଇଟାଲୀରେ ପହଞ୍ଚିଥିଲା ଏବଂ ଏଠାରେ ସେମାନେ ଅତି ଶୀଘ୍ର ବଂଶ ବିସ୍ତାର କରିଛନ୍ତି। ନୀଳ କଙ୍କଡାର ଦ୍ରୁତ ପ୍ରଜନନ ହାରର କାରଣ ଜଳବାୟୁ ପରିବର୍ତ୍ତନ ବୋଲି ବିଶ୍ୱାସ କରାଯାଏ। ଏହି କାରଣରୁ ଇଟାଲୀ ସରକାର ନିଜ ଦେଶର ମତ୍ସ୍ୟଜୀବୀଙ୍କୁ ସର୍ବାଧିକ ସଂଖ୍ୟକ ନୀଳ କଙ୍କଡା ଧରିବାକୁ କହିଛନ୍ତି ଯାହା ଦ୍ୱାରା ସେମାନଙ୍କ ସଂଖ୍ୟା ହ୍ରାସ ହୋଇପାରିବ। ଇଟାଲୀ ମତ୍ସ୍ୟଜୀବୀ ସଂଘର ନେତା କହିଛନ୍ତି ଯେ ବର୍ତ୍ତମାନ ଇଟାଲୀରେ ପ୍ରତିଦିନ ୧୨ଟନ ନୀଳ କଙ୍କଡା ଧରାଯାଉଛି, କିନ୍ତୁ ଏହା ସତ୍ତ୍ୱେ ସେମାନଙ୍କ ସଂଖ୍ୟା ନିୟନ୍ତ୍ରିତ ହେଉନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଅଶାନ୍ତ ହୋଇପଡ଼ିଛି ବରଗଡ଼: ଜଳୁଛି କ୍ରୋଧର ନିଆଁ, ସହରବାସୀ ଅସୁରକ୍ଷିତ

ବରଗଡ଼,୭ା୨(ପ୍ରେମାନନ୍ଦ ଖମାରୀ): ବିଚ୍‌ ରାସ୍ତା ଉପରେ ହୋଇଥିବା ଗୋଷ୍ଠୀ ସଂଘର୍ଷରେ ୨ଯୁବକଙ୍କ ମୃତ୍ୟୁ ପରେ ବରଗଡ଼ ସହର ଅଶାନ୍ତ ହୋଇ ପଡ଼ିଛି। ଏବେ ମଧ୍ୟ ଉତ୍ତେଜନା ଲାଗି…

India-US Trade Deal: ‘ବନ୍ଧୁ ଆଉ ବନ୍ଧୁ ହୋଇ ରହିଲେ ନାହିଁ…’, ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିକୁ ନେଇ…

ନୂଆଦିଲ୍ଲୀ,୭।୨: ଭାରତ ଏବଂ ଆମେରିକା ମଧ୍ୟରେ ଘୋଷଣା ହୋଇଥିବା ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତି ଜାତୀୟ ରାଜନୀତିକୁ ଉଷ୍ମ କରିଛି। ବରିଷ୍ଠ କଂଗ୍ରେସ ନେତା ଜୟରାମ ରମେଶ ପ୍ରଧାନମନ୍ତ୍ରୀ…

ଜିଲାକୁ ରହିଛି ପ୍ରାକୃତିକ ବିପର୍ଯ୍ୟୟ ଭୟ: ସାମୁଦ୍ରିକ ପ୍ରାଚୀର, ହେନ୍ତାଳ ବଣ ପ୍ରସ୍ତାବରେ ସୀମିତ

କେନ୍ଦ୍ରାପଡ଼ା, ୭ା୨ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ପ୍ରାକୃତିକ ବିପର୍ଯ୍ୟୟପ୍ରବଣ। ଏହି ଜିଲାକୁ ପ୍ରତିବର୍ଷ ବନ୍ୟା, ବାତ୍ୟା ସହିତ ସୁନାମି ଭୟ ରହିଛି। ଏପରି ପ୍ରାକୃତିକ ବିପର୍ଯ୍ୟୟ…

କାନ୍ଦିଲାଣି ପାକିସ୍ତାନ, ଚିନ୍ତାରେ ଚାଇନା! ଆମେରିକାର ଜବାବକୁ ନେଇ…

ନୂଆଦିଲ୍ଲୀ,୭।୨: ପାକିସ୍ତାନର ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ସମ୍ପ୍ରତି ପିଓକେର ମାଟିରୁ ‘କଶ୍ମୀର ପାକିସ୍ତାନ ହେବ’ ସ୍ଲୋଗାନ ଦେଇଥିଲେ। ମଞ୍ଚ ପ୍ରସ୍ତୁତ ଥିଲା, କରତାଳି ହୋଇଥିଲା, ଏବଂ ଇସଲାମାବାଦ…

ଅଳଙ୍କାର ଦେକାନରୁ ଚେନ୍ ଚୋରି କଲା ପାରା; ଥଣ୍ଟରେ ନେଇ ବେକରେ ପିନ୍ଧିଲା, ତାପରେ…

ଜୟପୁର,୭।୨: ରାଜସ୍ଥାନର ନାଗୌର ଜିଲାରୁ ଏକ ଅତ୍ୟନ୍ତ ଆଶ୍ଚର୍ଯ୍ୟଜନକ ଏବଂ ମଜାଦାର ଖବର ସାମ୍ନାକୁ ଆସିଛି। ସାଧାରଣତଃ ଲୋକମାନେ ଚୋରି ଏବଂ ଡକାୟତି ରିପୋର୍ଟରେ ମଣିଷଙ୍କ କାର୍ଯ୍ୟ…

ରାସ୍ତାରେ ଷ୍ଟଣ୍ଟ୍‌ କରୁଥିଲେ ଯୁବକ: ମାଡ଼ିବସିଲା ପୋଲିସ

ସମ୍ବଲପୁର,୭।୨(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ହୀରାକୁଦ ଜଳଭଣ୍ଡାର ଦକ୍ଷିଣ(ରାଇଟ) ଡାଇକ ରାସ୍ତାରେ ବେପରୁଆ ଓ ବିପଦପୂର୍ଣ୍ଣ ଭାବରେ କାର୍‌ ଚାଳନା(ଷ୍ଟଣ୍ଟ) କରିଥିବା ଅଭିଯୋଗରେ ୭ ଯୁବକଙ୍କୁ…

ପଣ୍ୟାଗାର କେମିକାଲ ଗୋଦାମରୁ ଧୂଆଁ ନିର୍ଗତ: ସ୍ଥାନୀୟ ବାସିନ୍ଦାଙ୍କ ଆଖି, ନାକ ଜଳାପୋଡ଼ା

ମହାକାଳପଡ଼ା, ୭ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପାରାଦୀପ-ଚଣ୍ଡିଖୋଲ ୫୩ ନଂ. ଜାତୀୟ ରାଜପଥ ପାର୍ଶ୍ୱ ମଶାକଣି ବଡ଼ଦଣ୍ଡାଠାରେ କେନ୍ଦ୍ରୀୟ ପଣ୍ୟାଗାର ନିଗମ ଗୋଦାମ…

ବିଶ୍ୱ ଚାମ୍ପିୟନ ଟିମ ପାଇଁ ଭଣ୍ଡାର ଖୋଲିଦେଲା BCCI: ଏତିକି କୋଟି ଟଙ୍କାର ପୁରସ୍କାର ଘୋଷଣା

ନୂଆଦିଲ୍ଲୀ,୭।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି। ଶୁକ୍ରବାର ଅନୁଷ୍ଠିତ ଫାଇନାଲରେ ଭାରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri