ଇଟାଲୀରେ ଅତି ରାଷ୍ଟ୍ରବାଦୀ ସରକାର, ଜିଓର୍ଜିଆ ମେଲୋନି ହେବେ ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ

ରୋମ,୨୭ ।୯: ଇଟାଲୀରେ ହୋଇଥିବା ରାଷ୍ଟ୍ରୀୟ ନିର୍ବାଚନରେ ଧୁର ଦକ୍ଷିଣପନ୍ଥୀ ଓ ଅତି ରାଷ୍ଟ୍ରବାଦୀ ମେଣ୍ଟ ‘ଦ ବ୍ରଦର୍ସ ଅଫ ଇଟାଲୀ’କୁ ବହୁମତ ମିଳିଛି । ଏହାର ଅଧ୍ୟକ୍ଷ ଜିଓର୍ଜିଆ ମେଲୋନି ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ଦେଶର ନେତୃତ୍ୱ ନେଉଥିବା ପ୍ରଥମ ମହିଳା ହେବାକୁ ଯାଉଛନ୍ତି । ୧୯୪୫ରେ ଦେଶରେ ଏକଛତ୍ରବାଦୀ ମୁସଲିମଙ୍କ ପରେ ତାଙ୍କ ଦଳର ସମର୍ଥକ ଥିବା ମେଲୋନିଙ୍କୁ ପ୍ରବାସୀଙ୍କୁ ଦେଶରେ ପ୍ରବେଶ ଦେବାର ବିରୋଧି ବୋଲି କୁହାଯାଏ ।

ମିଳିଥିବା ସୂଚନା ଅନୁଯାୟୀ, ମେଲୋନି ଗର୍ଭବପାତକୁ ବି ଘୋର ବିରୋଧ କରନ୍ତି । ଇଟାଲୀ ୟୁରୋପୀୟ ସଂଘର ସଂସ୍ଥାପକ ସଦସ୍ୟ ହେବା ସହ ତୃତୀୟ ସବୁଠାରୁ ବଡ ଅର୍ଥବ୍ୟବସ୍ଥା ମଧ୍ୟ ଅଟେ । ତେବେ ଦେଶର ବର୍ତ୍ତମାନ ପରିସ୍ଥିତିକୁ ନେଇ ଜନତା ଏତେ ପରିମାଣରେ ଅସନ୍ତୁଷ୍ଟ ଯେ ଏହି ନିର୍ବାଚନରେ କେବଳ ୬୪ ପ୍ରତିଶତ ଲୋକେ ମତଦାନ କରିଥିଲେ ।
ଗତ ନିର୍ବାଚନ ପରଠାରୁ ବନ୍ଦଦ୍ୱାର ଚୁକ୍ତି ମାଧ୍ୟମରେ ୩ ସରକାର ଗଠନ କରାଯାଇଛି । ମେଲୋନିଙ୍କ ଦଳ ଏହାର ଉତ୍ପତ୍ତି ନିଓ ଫାସିଷ୍ଟ ସାମାଜିକ ଆନ୍ଦୋଳନକୁ ଦର୍ଶାଇଥାଏ । ତେବେ ସରକାର ଗଠନ ହେବାକୁ ଏବେ ଏକ ସପ୍ତାହ ଲାଗିପାରେ । ସୋମବାର ସକାଳେ ବିଜୟ ପରେ ପ୍ରଥମ ଭାଷଣରେ ମେଲୋନି କହିଥିଲେ ଆମକୁ ଲୋକେ ଦେଶକୁ ଶାସନ କରିବାକୁ ସୁଯୋଗ ଦେଇଛନ୍ତି । ଆମ ସରକାର ଇଟାଲୀର ସମସ୍ତ ଜନସାଧାରଣଙ୍କ ପାଇଁ । ଆମର ଉଦ୍ଦେଶ୍ୟ ଦେଶର ଲୋକଙ୍କୁ ସଙ୍ଗଠିତ କରିବା ।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଦ୍‌ ପଡ଼ିଥିବା ୬ ଲକ୍ଷ ଯୋଗ୍ୟଙ୍କୁ ମିଳିବ ଭତ୍ତା, ଆଉ କାହାକୁ… 

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ଏଥିରେ ‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

ବଜେଟରେ ଉପକୂଳବାସୀଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ,୨୦।୨: ଏଥର ବଜେଟରେ ଉଚ୍ଚଶିକ୍ଷା ଭିତ୍ତିଭୁମିକୁ ସଜାଡିବାକୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ପାଇଁ ବଡ଼ ଘୋଷଣା କରାଯାଇଥିବା ବେଳେ ଏଥିରେ…

‘ଟପଲେସ୍‌, ବ୍ରେନଲେସ ଆଣ୍ଡ ସେମଲେସ୍‌’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା

ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ…

ବାଂଲାଦେଶର ନୂଆ ପ୍ରଧାନମନ୍ତ୍ରୀ ରହମାନ ଭାରତକୁ ନେଇ କଲେ ବଡ଼ ଘୋଷଣା, ୟୁନୁସଙ୍କୁ ଶକ୍ତ ଝଟ୍‌କା

ଢାକା,୨୦।୨: ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ତାରିକ ରହମାନ ଭାରତ ସହିତ ସମ୍ପର୍କ ଉନ୍ନତ କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାର ଦିଲ୍ଲୀରେ ଥିବା ବାଂଲାଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri