୩୦ ରୁଷୀୟ ରାଜନେତାଙ୍କୁ ଦେଶରୁ ବାହାର କଲା ଇଟାଲୀ …

ରୋମ୍‌/ମସ୍କୋ, ୫।୪ : ସୁରକ୍ଷା ଦୃଷ୍ଟିରୁ ଇଟାଲୀ ୩୦ ଜଣ ରୁଷୀୟ ରାଜନେତାଙ୍କୁ ଦେଶରୁ ବାହାର କରିଛି। ୟୁକେନ୍‌ ଉପରେ ରୁଷିଆ ଆକ୍ରମଣ ପରେ କେତେକ ପାଶ୍ଚାତ୍ୟ ଦେଶ ପକ୍ଷରୁ ଏଭଳି କଡ଼ା ପଦକ୍ଷେପ ଗ୍ରହଣ କରାଯାଇଥିବାବେଳେ ଏବେ ଇଟାଲୀ ମଧ୍ୟ ସେଭଳି କରିଛି।

ନ୍ୟୁଜ୍‌ ଏଜେନ୍ସି ଟାସ୍‌ରେ ପ୍ରକାଶିତ ହୋଇଛି ଯେ ଇଟାଲୀର ବିଦେଶମନ୍ତ୍ରୀ ଲୁଇଗି ଡି ମାଓ ଏ ସମ୍ପର୍କିତ ସୂଚନା ପ୍ରଦାନ କରିଛନ୍ତି।

ଏହା ପୂର୍ବରୁ ପୋଲାଣ୍ଡ ୪୫ ରୁଷୀୟ ରାଜନେତାଙ୍କୁ ଗୁପ୍ତଚରୀ ଅଭିଯୋଗରେ ଦେଶରୁ ବାହାର କରିଦେଇଥିଲା।

ଏନେଇ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମୀର ପୁଟିନଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ରୁଷିଆ ବିଦେଶ ମନ୍ତ୍ରଣାଳୟ ପ୍ରବକ୍ତା ମାରିଆ ଜଖାରୋଓ୍ବା କହିଛନ୍ତି ଯେ, ଏହାର ଉଚିତ ଜବାବ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଭୂତ ଡଙ୍ଗାରେ ଡ୍ରଗ୍ସ

ଓ୍ବାଶିଂଟନ,୧୯ା୧୨: ସମୁଦ୍ରରେ ବହୁ ସଂଖ୍ୟକ ‘ଭୂତ ଜାହାଜ’ ଅଛି। ଅତଳ ସାଗରରେ ଜାହାଜ ଓ ଡଙ୍ଗାଗୁଡ଼ିକରୁ ନାବିକମାନେ ରହସ୍ୟଜନକ ଭାବେ ଉଭାନ ହୋଇଯିବା ପଛରେ ଅନେକ...

ଟୁଇଟରକୁ ନେଇ ଆଶ୍ଚର୍ଯ୍ୟ କଲା ଭଳି ରିପୋର୍ଟ, ୨୦୦ ମିଲିୟନରୁ ଅଧିକ ୟୁଜର୍ସଙ୍କ ଇମେଲ ଆଇଡି ହୋଇଛି ଲିକ

ୱାଶିଂଟନ,୬ ।୧: ଟୁଇଟର ୟୁଜର୍ସଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର । କାରଣ ଟୁଇଟର ୟୁଜର୍ସଙ୍କ ଡାଟା ସହ ଜଡିତ ଏକ ଆଶ୍ଚର୍ଯ୍ୟକର ଖବର ସାମ୍ନାକୁ ଆସିଛି...

ରୁଷିଆ ସେନାଙ୍କ ଉପରେ ବୋମାମାଡ କରି କିଛି ଅଞ୍ଚଳକୁ ନିଜ କବଜାକୁ ଆଣିଲେଣି ୟୁକ୍ରେନ୍ ସେନା: ଜେଲେନ୍‌ସ୍କି

କ୍ୱିଭ୍‌,୩ ।୪: ରୁଷିଆ-ୟୁକ୍ରେନ ଯୁଦ୍ଧ ବେଳକୁ ବେଳ ନୂଆ ମୋଡ ନେଉଛି । ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଡେମିର ଜେଲେନ୍‌ସ୍କି କହିଛନ୍ତି କ୍ୱିଭ ଓ ଚେର୍ନୋହିବର ଆଖପାଖ...

ଏଲିଅନ୍‌ ଆତଙ୍କ: ଆମେରିକା ନୌବାହିନୀ ଯୁଦ୍ଧପୋତ ଉପରେ ଉଡ଼ିବୁଲିଲା ୧୪ ୟୁଏଫ୍‌ଓ…

ଓ୍ବାଶିଂଟନ,୩୦।୫: ଏଲିଅନ୍‌ଙ୍କୁ ନେଇ ଆମେରିକାର ଡେଲି ମେଲ୍‌ ଡଟ୍‌ କମ୍‌ରେ ଫିଲ୍ମ ମେକର ଜେରେମି କୋରଓ୍ବେଲଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ୪୬ ସେକେଣ୍ଡର ଏକ ଭିଡ଼ିଓ...

କାରଖାନା ସହ ଜଳିଗଲେ ୧୬ ଶ୍ରମିକ

କରାଚୀ,୨୮।୮: ପାକିସ୍ତାନର ବାଣିଜି୍ୟକ ରାଜଧାନୀ କରାଚୀସ୍ଥିତ ଏକ ରାସାୟନିକ କାରଖାନାରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୬ ଶ୍ରମିକ ପ୍ରାଣ ହରାଇଛନ୍ତି। କାରଖାନାରେ ଆହୁରି ୨୫...

ମୂଲ୍ୟବାନ ଉଲ୍‌କା ପିଣ୍ଡ ପାଇଥିବା ଯୁବକଙ୍କ ମନ୍ତବ୍ୟକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା

ଜାକର୍ତ୍ତା,୨୩।୧୧: ଉଲ୍‌କା ପିଣ୍ଡ ପାଇ ରାତାରାତି କୋଟିପତି ହୋଇଥିବା ଜଣେ ଯୁବକଙ୍କ ଘଟଣାରେ ଏବେ ନୂଆ ମୋଡ଼ ଆସିଛି। ଉଲ୍‌କା ପିଣ୍ଡ ପାଇ ସେ କୌଣସି...

ସଂସଦୀୟ ଦଳର ନେତା ଭାବେ ନିର୍ବାଚିତ ହେଲେ ଶେର ବାହାଦୂର ଦେଉବା

କାଠମାଣ୍ଡୁ,୨୧ା୧୨: ନେପାଳରେ ସଂସଦୀୟ ନେତା ନିର୍ବାଚନ ଘୋଷଣା କରାଯାଇଛି। ନିର୍ବାଚନ କମିଟି ନେପାଳର ପ୍ରଧାନମନ୍ତ୍ରୀ ତଥା ଶାସକ ନେପାଳ କଂଗ୍ରେସର ଅଧ୍ୟକ୍ଷ ଶେର ବାହାଦୂର ଦେଉବାଙ୍କୁ...

କଶ୍ମୀରକୁ ୟୁଏନ୍‌ଏସ୍‌ସିକୁ ଟାଣିଲା ପାକିସ୍ତାନ: ଜାତିସଂଘରେ ରୁଦ୍ଧଦ୍ୱାର ବୈଠକ

ଜାତିସଂଘ,୧୭ା୮,(ପି.ଟି./ଆଇଏଏନ୍‌ଏସ୍‌): କଶ୍ମୀର ସମ୍ପର୍କିତ ଭାରତର ନିଷ୍ପତ୍ତିକୁ ପାକିସ୍ତାନର ସବୁଦିନିଆ ବନ୍ଧୁ ଚାଇନା ଜାତିସଂଘରେ ଚ୍ୟାଲେଞ୍ଜ କରିଛି। ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦ ହଟାଇବା...

Advertisement
Archives

Model This Week