Posted inଜାତୀୟ

୧୪ ହଜାର ଫୁଟ୍‌ ଉଚ୍ଚତାରେ ଯୋଗ କଲେ ଆଇଟିବିପି ଯବାନ

ନୂଆଦିଲ୍ଲୀ,୨୧।୬: ଆଜି ସମଗ୍ର ଦେଶରେ ପାଳିତ ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ। ଏନେଇ ଦେଶ, ବିଦେଶ ଓ ରାଜ୍ୟସ୍ତରରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ କରାଯାଇଛି। ଏହି ଅବସରରେ ଲେହର ପାଙ୍ଗଙ୍ଗ ଶୋ’ରେ ଆଇଟିବିପି ଯବାନମାନେ ଯୋଗ କରିଛନ୍ତି। ୧୪ ହଜାର ଫୁଟ୍‌ ଉଚ୍ଚତାରେ ଯୋଗ କରି ସେମାନ ନିଜର ପରାକାଷ୍ଠା ଖୋଇଛନ୍ତି।
ଯୋଗ ଦିବସରେ ଏଥରର ଥିମ ରହିଛି ‘ନିଜ ଓ ସମାଜ ପାଇଁ ଯୋଗ’। ଶ୍ରୀନଗର SKICC ଯୋଗ କାର୍ଯ୍ୟକ୍ରମରେ ଯୋଗ ଦେଇ ପ୍ରାୟ ୭ ହଜାର ଲୋକଙ୍କ ସହ ଏକତ୍ର ଯୋଗ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି।

 


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟକୁ ଉଠିଲା ଗୁଜରାଟ

ଜୟପୁର,୯ା୫: ଅଧିନାୟକ ଶୁବମନ ଗିଲ୍‌ ଓ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ପରେ ରଶିଦ ଖାନଙ୍କ ୪ ଉଇକେଟ ସଫଳତା ବଳରେ ଶନିବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ…

ଭିନେଶଙ୍କୁ ଡବ୍ଲ୍ୟୁଏଫ୍‌ଆଇର ନୋଟିସ: ଜୁନ୍‌ ୨୬ ପର୍ଯ୍ୟନ୍ତ କରିପାରିବେ ନାହିଁ ପ୍ରତିଦ୍ୱନ୍ଦ୍ୱିତା

ନୂଆଦିଲ୍ଲୀ,୯ା୫: ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ଶନିବାର ଭିନେଶ ଫୋଗତଙ୍କ ବିରୋଧରେ ଶୃଙ୍ଖଳାଗତ ଓ ଆଣ୍ଟି-ଡୋପିଂ ନିୟମ ଉଲ୍ଲଂଘନ ଅଭିଯୋଗ ଆଣିବା ସହିତ ବିସ୍ତୃତ କାରଣ…

କାର ଭର୍ତ୍ତି ଗଞ୍ଜେଇ ଗଞ୍ଜେଇ ଜବତ

ଡୁଙ୍ଗୁରିପାଲି,୯।୫(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ବେହେରାମାଳ ପଞ୍ଚାୟତ ଲଙ୍ଗଳକଟା ଗାଁରୁ ପୋଲିସ ଶନିବାର ୨ କୁଇଣ୍ଟାଲ ୭୨ କିଗ୍ରା ୨୦୦ ଗ୍ରାମ ଗଞ୍ଜେଇ ଜବତ…

ବାଲିଅନ୍ତା ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ, ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ…

ଭୁବନେଶ୍ୱର, ୯।୫(ସୁନିତ୍‌ ମିଶ୍ର):ବାଲିଅନ୍ତାରେ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଘଟଣାର ଠିକ୍‌ ଓ ପୁଙ୍ଖାନୁପୁଙ୍ଖ ତଦନ୍ତ…

ବସୁଧା ଯୋଜନା: ଲୋକଙ୍କୁ ମିଳୁନାହିଁ ପାଣି

କର୍ଲାମୁଣ୍ଡା,୯ା୫(ପ୍ରଦୀପ କୁମାର ସାହୁ): ସରକାର ସମସ୍ତଙ୍କୁ ପିଇବାପାଣି ଯୋଗାଇବା ନିମନ୍ତେ ବିଭିନ୍ନ ସ୍ଥାନରେ ବସୁଧା ଯୋଜନାରେ ପାଣି ଟାଙ୍କି ନିର୍ମାଣ ପାଇଁ ଟେଣ୍ଡର ଜରିଆରେ ବ୍ୟବସ୍ଥା କରିଛନ୍ତି।…

ଭୁବନେଶ୍ୱରରେ ମାଡ଼ିଗଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଭୁବନେଶ୍ୱର,୯।୫: ଭୁବନେଶ୍ୱରସ୍ଥିତ ଫାୟାର୍‌ ଷ୍ଟେଶନ ଓଭର୍‌ ବ୍ରିଜ ଉପରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଏକ ଦ୍ରୁତଗାମୀ…

ବାକି ଟଙ୍କା ଆଦାୟ କରିବାକୁ ଯାଇ ଅପହରଣ: କେନ୍ଦୁଝରରୁ କଟକ ନେବା ବେଳେ ଶାଳପଡ଼ା ଠାରେ ଧରିଲା ପୋଲିସ, ୨ ଗିରଫ

ହାଟଡିହୀ/ଛେନାପଦୀ,୯।୫ (ଶୁଭକାନ୍ତ ନାୟକ/ନିରାକାର ପରିଡା): ବାକି ଟଙ୍କା ଆଦାୟ କରିବାକୁ ଯାଇ ଜଣେ ବ୍ୟବସାୟୀ ଅପହରଣର ଶିକାର ହୋଇଛନ୍ତି। କେନ୍ଦୁଝରରୁ ଅପହରଣ କରି କଟକ ଅଭିମୁଖେ ନେଇ…

ଅଗ୍ନି କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ: ଏକାଧିକ ଲକ୍ଷ୍ୟଭେଦର ରହିଛି ଦକ୍ଷତା

ବାଲେଶ୍ୱର,୯ା୫(ବାଞ୍ଛାନିଧି ଦେ): ଭାରତର ପ୍ରତିରକ୍ଷା ବିଭାଗ ଦେଶର ସୁରକ୍ଷା ରଣନୈତିକ କ୍ଷମତାରେ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ଏହି କ୍ରମରେ ଓଡ଼ିଶା ଉପକୂଳର ଡ.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri