୧୪୦୦୦ ଫୁଟ ଉଚ୍ଚତାରେ ହୋଲି ଖେଳିଲେ ଆଇଟିବିପି ଯବାନ, ଉଡ଼ିଲା ରଙ୍ଗ ଅବିର, ଭିଡିଓ ଶେୟାର କରି…

ନୂଆଦିଲ୍ଲୀ,୪ା୩: ସମଗ୍ର ଦେଶରେ ରଙ୍ଗ ଏବଂ ଆନନ୍ଦର ପର୍ବ ହୋଲି ପାଳନ କରାଯାଉଥିବାବେଳେ ୧୪୦୦୦ରୁ ଅଧିକ ଫୁଟ ଉଚ୍ଚତାରୁ ଅର୍ଥାତ୍‌ ପାଙ୍ଗୋଙ୍ଗ ହ୍ରଦରୁ ଏକ ଭିଡିଓ ସାମ୍ନାକୁ ଆସିଛି। ଯେଉଁଥିରେ ଆଇଟିବିପି ଯବାନମାନେ ହୋଲି ଖେଳିଛନ୍ତି।। ଯାହାକି ଭାରତର ସର୍ବୋଚ୍ଚ ଏବଂ ଥଣ୍ଡା ସ୍ଥାନ।

ପାଙ୍ଗୋଙ୍ଗରୁ ଉତ୍ତର-ପଶ୍ଚିମ ସୀମାର ଆଇଟିବିପି ଯବାନ ସ୍ଥାନୀୟ ବାସିନ୍ଦା ଏବଂ ନିକଟବର୍ତ୍ତୀ ଗ୍ରାମଗୁଡ଼ିକର ଲୋକ ଏବଂ ସେମାନଙ୍କ ପିଲାମାନଙ୍କ ସହିତ ହୋଲି ଉତ୍ସବ ପାଳନ କରିଛନ୍ତି।

ITBP ଏହି ଉତ୍ସବର ଭିଡିଓକୁ ଇନ୍‌ଷ୍ଟାଗ୍ରାମରେ ଶେୟାର କରି କ୍ୟାପଶନ ଦେଇଛି, ‘ପାଗୋଙ୍ଗ ହ୍ରଦ (୧୪୩୦୦ଫୁଟ)ର ବରଫ ପଡ଼ିଥିବାବେଳେ ଉତ୍ତର ପଶ୍ଚିମ ସୀମାର ITBP ଯବାନମାନେ ଗ୍ରାମଗୁଡ଼ିକର ବାସିନ୍ଦାଙ୍କ ସହିତ ହୋଲି ପାଳନ କରିଛନ୍ତି। ସ୍ଥାନୀୟ ପିଲାମାନେ ଏକ ଜୀବନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଛନ୍ତି, ଯାହା ଉଚ୍ଚ-ଉଚ୍ଚତା ଉତ୍ସବରେ ରଙ୍ଗ ଏବଂ ଉଷ୍ମତା ଯୋଡ଼ିଛି।

ଭିଡିଓରେ ଯବାନମାନେ ଖୁସିରେ ଗୀତଗାଇ ନାଚୁଥିବାବେଳେ ପରସ୍ପରକୁ ରଙ୍ଗ ଲଗାଇ ଅତ୍ୟନ୍ତ ଉତ୍ସାହର ସହିତ ହୋଲି ପାଳନ କରୁଥିବା ଦେଖାଯାଉଛି।

ସ୍ଥାନୀୟ ଗ୍ରାମବାସୀ ଏବଂ ପିଲାମାନେ ମଧ୍ୟ ଏହି ଉତ୍ସବରେ ଯୋଗ ଦେଉଥିବାର ଦେଖାଯାଉଛି, ଯାହା ପରିବେଶକୁ ଜୀବନ୍ତ କରିଦେଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ନୂଆ ଚାଲ୍‌: PoKରେ ନିର୍ବାଚନ କରିବାକୁ ଘୋଷଣା, ଭାରତ କହିଲା…

ନୂଆଦିଲ୍ଲୀ,୬।୬:ପାକିସ୍ତାନର ଗିଲଗିଟ-ବାଲ୍ଟିସ୍ତାନ ବିଧାନସଭା ପାଇଁ ନିର୍ବାଚନ ଆୟୋଜନ ଯୋଜନା କରୁଛି। ଏହି ଅଞ୍ଚଳଟି ପାକିସ୍ତାନ ଦ୍ୱାରା ଅବୈଧ ଏବଂ ବଳପୂର୍ବକ ଭାବରେ ଦଖଲ କରାଯାଇଥିବା ଭାରତୀୟ ଅଞ୍ଚଳ।…

India T20I Squad: ଘୋଷଣା ହେଲା ଟି-୨୦ ପାଇଁ ଟିମ ଇଣ୍ଡିଆ; ଶ୍ରେୟସ ଆୟର ଅଧିନାୟକ, ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୬।୬: ବିସିସିଆଇ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ବିପକ୍ଷରେ ଟି-୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରିଛି। ସୂର୍ଯ୍ୟକୁମାର ଯାଦବଙ୍କ ସ୍ଥାନରେ ଶ୍ରେୟସ ଆୟରଙ୍କୁ ନୂତନ ଅଧିନାୟକ…

ବିହାରରେ ସୁରକ୍ଷାକୁ ନେଇ ରାଜନୈତିକ ବିବାଦ: ଲାଲୁ-ରାବ୍ରିଙ୍କ ପାଇଁ Z+ ସୁରକ୍ଷା ପ୍ରତ୍ୟାହାର କରିବା ପରେ ଏମିତି କଲେ ତେଜସ୍ବୀ

ପାଟନା,୬।୬: ବିହାର ରାଜନୀତିରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ସରକାର ଏବଂ ବିରୋଧୀ ଦଳ ମଧ୍ୟରେ ବିବାଦ ପୁଣି ଥରେ ଶୀର୍ଷରେ ପହଞ୍ଚିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ…

ତିନି ଦିନ ବିଳମ୍ବରେ ଗୋଆରେ ପହଞ୍ଚିଲା ମୌସୁମୀ, ଏବେ ବର୍ଷାକୁ ନେଇ ରେଡ ଆଲର୍ଟ, ଓଡ଼ିଶା ଛୁଇଁବାକୁ ଆହୁରି ଲାଗିବ…

ନୂଆଦିଲ୍ଲୀ,୬।୬: ପ୍ରାୟ ତିନି ଦିନ ବିଳମ୍ବ ପରେ, ଶନିବାର ମୌସୁମୀ ବାୟୁ ଗତି ବୃଦ୍ଧି ପାଇଛି ଏବଂ ଏହା ଗୋଆରେ ପହଞ୍ଚିଛି। କେରଳରେ ଆଗାମୀ ୨୪ ଘଣ୍ଟା…

ଫାୟାରିଂ ମାମଲାରେ ସରେଣ୍ଡର କଲେ ଖାନ୍‌ ସାର, ଏବେ ଆଗକୁ…

ପାଟନା,୬।୬: ବିହାରର ଜଣାଶୁଣା ଶିକ୍ଷକ ତଥା ‘ଖାନ ଗ୍ଲୋବାଲ ଷ୍ଟଡିଜ’ର ପ୍ରତିଷ୍ଠାତା ଖାନ ସାର୍‌ କୋଚିଂ ସଂସ୍ଥାନରେ ହୋଇଥିବା ହିଂସା ଏବଂ ଗୁଳିଚାଳନା (ଫାୟାରିଂ) ମାମଲାରେ ଆତ୍ମସମର୍ପଣ…

ଭୟଙ୍କର ଦୁର୍ଘଟଣା, ଜଣଙ୍କ ଜୀବନ ବଞ୍ଚାଇବାକୁ ଯାଇ ଗୋଟିଏ ଗାଁର ୫ ଯୁବକ ମୃତ

ଅହମଦାବାଦ,୬।୬: ମୋର୍ବି-ହାଲଭାଡ ରାଜପଥର ଚରଦ୍ବା ଗ୍ରାମ ଉପକଣ୍ଠରେ ଗତକାଲି ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି, ଯେଉଁଥିରେ ରଣଛୋଡଗଡ଼ ଗ୍ରାମର ପାଞ୍ଚ ଜଣ ଯୁବକଙ୍କ ମୃତ୍ୟୁ…

CJP Protest: ଭାରତରେ ଲ୍ୟାଣ୍ଡ କରୁକରୁ ପ୍ରଥମ ପ୍ରତିକ୍ରିୟା ଦେଲେ କକ୍ରୋଚ୍‌ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ , ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୬।୬: ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦିଲ୍ଲୀର ଜନ୍ତର ମନ୍ତରରେ ପ୍ରତିବାଦ ପାଇଁ ଭାରତରେ ପହଞ୍ଚିବା ପରେ ତାଙ୍କର ପ୍ରଥମ ପ୍ରତିକ୍ରିୟା ପ୍ରକାଶ…

ଦଳରେ ବିଦ୍ରୋହ ଭିତରେ ମମତା ଖେଳିଲେ ବଡ଼ ଚାଲ୍‌, ଅଭିଷେକ ବାନାର୍ଜୀଙ୍କୁ ଘୋଷଣା କଲେ…

ନୂଆଦିଲ୍‌ଲୀ,୬।୬: ବିଧାୟକମାନଙ୍କ ବିଦ୍ରୋହ ମଧ୍ୟରେ ଟିଏମସି (TMC) ମୁଖ୍ୟ ମମତା ବାନାର୍ଜୀ ଦଳୀୟ ସଙ୍ଗଠନରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ମମତା ବାନାର୍ଜୀ ଏହି ନୂତନ ସଙ୍ଗଠନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri