Posted inଖେଳ

କଳିଙ୍ଗରେ ଆଇଟିଏଫ୍‌ ଟେନିସ ଉଦ୍‌ଘାଟିତ

ଭୁବନେଶ୍ୱର, ୫।୪(କ୍ରୀଡ଼ା ପ୍ରତିନିଧି): ସର୍ବଭାରତୀୟ ଟେନିସ ଆସୋସିଏଶନ (ଏଆଇଟିଏ), ଓଡ଼ିଶା ଟେନିସ ଆସୋସିଏଶନ (ଓଟିଏ) ଓ ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗର ମିଳିତ ଆନୁକୂଲ୍ୟରେ ଆଇଟିଏଫ୍‌ ଏସିଆନ ୧୪ ବର୍ଷରୁ କମ୍‌ ଡେଭଲପ୍‌ମେଣ୍ଟ ଚାମ୍ପିୟନଶିପ୍‌ର ଫାଇନାଲ୍ସ ମଙ୍ଗଳବାର କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହୋଇଛି। ଭାରତରେ ଏପରି ଏକ ସମ୍ମାନଜନକ ପ୍ରତିଯୋଗିତା ଆୟୋଜନ ଏହା ପ୍ରଥମ। ମ୍ୟାଚଗୁଡ଼ିକ ଏପ୍ରିଲ ୪ରୁ ୮ ଏବଂ ୧୦ରୁ ୧୪ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଉଭୟ ବାଳିକା ସିଙ୍ଗଲ୍ସ ଓ ଡବଲ୍ସ ଏବଂ ବାଳକ ସିଙ୍ଗଲ୍ସ ଓ ଡବଲ୍ସରେ ପ୍ରତିଦ୍ୱନ୍ଦ୍ୱିତା ହେଉଛି। କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା, ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଅତିଥିଭାବେ ଯୋଗଦେଇ ପ୍ରତିଯୋଗିତାକୁ ଉଦ୍‌ଘାଟନ କରିଥିଲେ। ବିଧାୟକ ଦିବ୍ୟଶଙ୍କର ମିଶ୍ର, ଓଡ଼ିଶା ଟେନିସ ଆସୋସିଏଶନ (ଓଟିଏ) ସଭାପତି ଅସିତ ତ୍ରିପାଠୀ, ସମ୍ପାଦକ ସତ୍ୟଜିତ ମହାନ୍ତି, ଯୁଗ୍ମ ସମ୍ପାଦକ ସଞ୍ଜୀବ ପଣ୍ଡା ଏବଂ ଆଇଟିଏଫ୍‌ ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ। ପ୍ରଥମ ଦିବସରେ ୧୪ ବର୍ଷରୁ କମ୍‌ ବାଳିକା ଓ ବାଳକ ବର୍ଗର ମ୍ୟାଚଗୁଡ଼ିକ ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହିନ୍ଦୁ ସାଧୁଙ୍କ ପାଦ ସ୍ପର୍ଶ କଲେ ଇରାନର ରାଷ୍ଟ୍ରପତି ପେଜେଶକିଆନ! ଭିଡିଓ ଭାଇରାଲ

ନୂଆଦିଲ୍ଲୀ/ତେହରାନ,୧୩।୯: ଦିଲ୍ଲୀର ଭାରତ ମଣ୍ଡପମରେ ଚାଲିଥିବା ବ୍ରିକ୍ସ (BRICS) ସମ୍ମିଳନୀର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଇରାନର ରାଷ୍ଟ୍ରପତି…

ଖଣ୍ଡେ ପାନ ପାଇଁ ବୃଦ୍ଧାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ଯୁବକ

ମୋରଡ଼ା,୧୩ା୯(ସ୍ମାରକ ମାଜୀ): ଖଣ୍ଡେ ପାନ ପାଇଁ ଘଟିଛି ହତ୍ୟାକାଣ୍ଡ। ଠେଙ୍ଗାରେ ପିଟିପିଟି ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ଜଣେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ସୋସିଆଲ ମିଡିଆରେ ଚର୍ଚ୍ଚା; କିଶୋର କୁମାରଙ୍କ ଗୀତ ଗାଇଲେ ପ୍ରଧାନମନ୍ତ୍ରୀ, ସବୁ କହିଲେ….

ନୂଆଦିଲ୍ଲୀ,୧୩।୯: ଭାରତରେ ଆୟୋଜିତ ବ୍ରିକ୍ସ ଶିଖର ସମ୍ମିଳନୀର ଗାଲା ଡିନରରେ ମାଲେସିଆ ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମଙ୍କ ଏକ ଭିନ୍ନ ରୂପ ଦେଖିବାକୁ ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ବିଭିନ୍ନ ଦାବି ନେଇ ଗୁଡ଼ାରି ବନ୍ଦ ଡାକରା, ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ଗୁଡ଼ାରି,୧୩ା୯(ପ୍ରମୋଦ କୁମାର ପତି): ବିଭିନ୍ନ ଦାବି ପୂରଣ ନେଇ ଆସନ୍ତା ୨୨ ତାରିଖରେ ଗୁଡାରି ବନ୍ଦ ଡାକରା ଦିଆଯାଇଛି। ଏନେଇ ରବିବାର ବିଡିଓଙ୍କ ଅନୁପସ୍ଥିତିରେ ଜିପିଡିଓ ଶିବପ୍ରସାଦ…

ପୁଣି ଲଣ୍ଡନରେ କ୍ୱାଲିଟି ଟାଇମ ସ୍ପେଣ୍ଡ କରୁଥିବାର ନଜର ଆସିଲେ ତ୍ରିଶା-ବିଜୟ; ଭିଡିଓ ଭାଇରାଲ, ପ୍ରଶଂସକ କହିଲେ…

ଚେନ୍ନାଇ,୧୩।୯: ସୁପରଷ୍ଟାର ଥାଲାପତି ବିଜୟ ଏବଂ ଅଭିନେତ୍ରୀ ତ୍ରିଶା କ୍ରିଷ୍ଣନଙ୍କ ଯୋଡ଼ିକୁ ପ୍ରଶଂସକମାନେ ଦୀର୍ଘ ଦିନ ଧରି ପସନ୍ଦ କରିଆସୁଛନ୍ତି। ଏହି ପସନ୍ଦ ସହିତ, ଉଭୟଙ୍କ ମଧ୍ୟରେ…

ଛୋଲେ-ଭଟୁରେ ତିଆରି କଲେ ପ୍ରିୟଙ୍କା ଗାନ୍ଧୀ, ସୋସିଆଲ ମିଡିଆରେ ଫଟୋ ସେୟାର କରି ରାହୁଲ କହିଲେ…

ନୂଆଦିଲ୍ଲୀ,୧୩।୯: କଂଗ୍ରେସ ନେତା ତଥା ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ରବିବାର ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଛୋଲେ-ଭଟୁରେର ଏକ ଫଟୋ ସେୟାର କରିଛନ୍ତି…

ଆକାଶ ଆନନ୍ଦଙ୍କ ଉପରେ ପୁଣି ବର୍ଷିଲେ ମାୟାବତୀ, ମୁଁ ଅସୁସ୍ଥ…..

ଲକ୍ଷ୍ନୌ,୧୩।୯: ବହୁଜନ ସମାଜ ପାର୍ଟି (ବିଏସ୍‌ପି) ସୁପ୍ରିମୋ ମାୟାବତୀ ରବିବାର ଗଣମାଧ୍ୟମ ସହ ଆଲୋଚନା କରି ଆକାଶ ଆନନ୍ଦଙ୍କୁ ନେଇ ପୁଣି ବଡ଼ ଅଭିଯୋଗ ଆଣିଛନ୍ତି ।…

ଆସନ୍ତା ସପ୍ତାହରେ ପୁଣି ଭିଜିବ ଓଡ଼ିଶା: ୧୪ରୁ ୧୯ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୧୩/୯: ଆସନ୍ତା ସପ୍ତାହରେ ପୁଣି ଥରେ ଭିଜିବ ଓଡ଼ିଶା। ୧୪ରୁ ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ସୂଚନା ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?