ଆଇଟିଆଇ ଛାତ୍ରଙ୍କୁ ଧକ୍କା ଦେଲା ହାଇଓ୍ବା

ପଦ୍ମପୁର,୭।୧୨(ଡି.ଏନ୍‌.ଏ): ଭଦ୍ରକ ଜିଲା ବାସୁଦେବପୁର ବଜାର ପୁରୁଣା ଷ୍ଟେଟବ୍ୟାଙ୍କ ଛକ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ହାଇଓ୍ବା ଧକ୍କା ଦେବାରୁ ଜଣେ ଆଇଟିଆଇ ଛାତ୍ରଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ମୃତ ଛାତ୍ର ଜଣଙ୍କ ହେଲେ ବିନାୟକପୁର ଗ୍ରାମର ରିଙ୍କୁ ସାହୁ । ସେ ନିୟୁ ଇଣ୍ଡିଆ ସାହି ଛକରେ ରହି ସ୍ଥାନୀୟ ଆଇଟିଆଇର ଦ୍ୱିତୀୟ ବର୍ଷର ଛାତ୍ର ଥିଲେ।

ତାଙ୍କୁ ଜାମଝଡି ଆଡୁ ଆସୁଥିବା ହାଇଓ୍ବା ଧକ୍କା ଦେଇଥଲା। ମୃତ୍ୟୁ ଖବରପାଇ ଅଞ୍ଚଳର ଶତାଧିକ ଛାତ୍ରୀଛାତ୍ର, ଜନସାଧାରଣ ରାସ୍ତା ରୋକୋ କରିଛନ୍ତି। ଫଳରେ ଧାମରା ଜାମଝଡି ରାସ୍ତାର ଉଭୟ  ପାଶର୍‌ବରେ ଶତାଧିକ ଗାଡି ଅଟକି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଗବତର ମହକରେ ଅତିବଡ଼ି: ଝଙ୍କୃତ ହେଲା କବିତା

ଦାରିଙ୍ଗବାଡ଼ି, ୨୭/୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଡ. ଭୀମରାଓ ଆମ୍ବେଦକର ଜାତୀୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶନିବାର ଅପରାହ୍ନରେ ଅତିବଡ଼ି ଜଗନ୍ନାଥ ଦାସଙ୍କ…

ପାଇପ ବିଛାଇବା ପାଇଁ ଗାଁ ଗାଁରେ ଖୋଳା ଚାଲିଛି କଂକ୍ରିଟ ରାସ୍ତା: ପାଇପ ବିଛାଇବା ପରେ ମରାମତି ନାହିଁ

ଅମରପାଲି, ୨୭।୯ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ବିଭିନ୍ନ ଗ୍ରାମରେ ମେଗା ପାନୀୟଜଳ ପ୍ରକଳ୍ପ ପାଇଁ ପାଇପ ବିଛାଇବା କାମ ଚାଲିଛି। ଏଥିପାଇଁ ଏକ…

ସମୁଦ୍ର ଗର୍ଭରେ ଲୀନ ହେବ ଆଉ ୨ ମନ୍ଦିର

ଛତ୍ରପୁର,୨୭ା୯ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଦିନକୁ ଦିନ କ୍ଷୟ ହେବାରେ ଲାଗିଛି। ଗଭୀର ଅବପାତ ପ୍ରଭାବରେ ଉଚ୍ଚ ଜୁଆର କୂଳ…

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ନେଇ କେନ୍ଦ୍ର ଅସ୍ପଷ୍ଟ

ବଲାଙ୍ଗୀର,୨୭ା୯(ବୀରେନ୍ଦ୍ର କୁମାର ଝାଙ୍କର): ଗତ ୨ ବର୍ଷ ତଳେ ୨୦୨୪ ସେପ୍ଟେମ୍ୱର ୮ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଦ୍ୱିତୀୟ ଏମ୍ସ ସମ୍ୱଲପୁରରେ ପ୍ରତିଷ୍ଠା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

ଗାଜଲବାଡି ଘାଟି ସିଲ୍‌କୁ ୩ ଦିନ: ଦାରିଙ୍ଗବାଡିରେ ମିଳୁନି ପନିପରିବା, ବୃଦ୍ଧି ପାଇଲା ଅତ୍ୟାବଶ୍ୟକ ସାମଗ୍ରୀର ଦର

ଦାରିଙ୍ଗବାଡି,୨୬।୯(ଅରୁଣ ସାହୁ): ଲଗାଣ ବର୍ଷା ଓ ଭୂସ୍ଖଳନ ଭୟ ଯୋଗୁ ସିଲ୍ ହୋଇଥିବା ଗାଜଲବାଡି ଘାଟି ରାସ୍ତା ଇତିମଧ୍ୟରେ ୩ ଦିନ ବିତିଯାଇଥିଲେ ବି ଖୋଲିପାରିନାହିଁ। ଗୁରୁବାର…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?