ଝାରସୁଗୁଡ଼ା ଜିଲା ଲଖନପୁରଠାରେ ପ୍ରତିଷ୍ଠା ହେବ ଆଇଟିଆଇ: ୨୪ କୋଟି ୪୮ ଲକ୍ଷ ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୧୨(ଅନିଲ ଦାସ): ଝାରସୁଗୁଡ଼ା ଜିଲାର ଲଖନପୁରଠାରେ ଏକ ଆଇଟିଆଇ ପ୍ରତିଷ୍ଠା ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଏହାକୁ ଅନୁମୋଦନ କରିବା ସହ ଏଥିପାଇଁ ୨୪ କୋଟି ୪୮ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ଏହି ଅର୍ଥ ଜିଲା ଖଣିଜ ପାଣ୍ଠିରୁ ବିନିଯୋଗ କରାଯିବ।
ସୂଚନାଯୋଗ୍ୟ, ଝାରସୁଗୁଡ଼ା ଜିଲା ଏକ ଖଣିବହୁଳ ଅଞ୍ଚଳ। ଏଠାରେ ଖଣି ଉତ୍ତୋଳନ ଓ ଅନ୍ୟାନ୍ୟ ଆନୁଷଙ୍ଗିକ କାମ ପାଇଁ ଦକ୍ଷ ମାନବ ସମ୍ବଳର ଆବଶ୍ୟକତା ରହିଛି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏଠାରେ ଆଇଟିଆଇ ପ୍ରତିଷ୍ଠା କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଏହି ନୂତନ ଆଇଟିଆଇରେ ୯ଟି ବିଷୟରେ ପ୍ରଶିକ୍ଷଣ ଦିଆଯିବ। ମଞ୍ଜୁର ହୋଇଥିବା ଅର୍ଥରେ ଏକାଡେମିକ ଓ ଓ୍ବାର୍କଶପ୍‌ ବିଲ୍ଡିଂ ନିର୍ମାଣ କରାଯିବା ସହିତ ବିଭିନ୍ନ ଉପକରଣ ଓ ଯନ୍ତ୍ରପାତି କିଣାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ୟୁରୋପରେ ସାଂଘାତିକ ‘ହିଟ୍‌-ଡୋମ୍‌’

ଲଣ୍ଡନ, ୨୫ା୬ (ଏପି): ସମଗ୍ର ପଶ୍ଚିମ ୟୁରୋପରେ ସୃଷ୍ଟି ହୋଇଥିବା ‘ହିଟ୍‌-ଡୋମ୍‌’ (ଉତ୍ତପ୍ତ ବାୟୁ ବଳୟ) ଯୋଗୁ ବ୍ରିଟେନ, ଫ୍ରାନ୍ସ, ଇଟାଲୀ ଏବଂ ସ୍ପେନ୍‌ ଭଳି ପ୍ରମୁଖ…

ରାଜ୍ୟର ଏସବୁ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୪ା୬(ସୌମ୍ୟରଞ୍ଜନ ରାଉତ)- ରାଜ୍ୟର ସବୁ ଜିଲାକୁ ଛୁଇଁବା ପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ହୋଇଛି। ଖରା, ଗରମ ସହ କଁା ଭଁା କିଛି କିଛି…

ସୀମା ଟପିଲାଣି ସରକାରୀ ବହିରେ ତ୍ରୁଟି: ଇଂଲିଶ ବହିରେ ଓଡ଼ିଆ ରଜ ଗୀତ

ଭୁବନେଶ୍ୱର,୨୪ା୬(ସୁଚିସ୍ମିତା ସାହୁ): ଜାତୀୟ ଶିକ୍ଷାନୀତି -୨୦୨୦ ଆଧାରରେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରସ୍ତୁତ ପ୍ରଥମରୁ ଅଷ୍ଟମ ଶ୍ରେଣୀର ନୂଆ ବହିରେ ତ୍ରୁଟି ସୀମା ଟପିଲାଣି। ପୂର୍ବରୁ ବ୍ୟାକରଣ,…

ପାସପୋର୍ଟକୁ ନେଇ ବୈଦେଶିକ ମନ୍ତ୍ରଣାଳୟର ବଡ଼ ସୂଚନା, ନାଗରିକତାର….

ନୂଆଦିଲ୍ଲୀ,୨୪।୬: ଭାରତୀୟ ପାସପୋର୍ଟ ନାଗରିକତା ପ୍ରମାଣିତ କରିବାର ଏକ ଦସ୍ତାବିଜ ନୁହେଁ, ଏହା ସମ୍ପୂର୍ଣ୍ଣ ଭାବରେ ଏକ ଯାତ୍ରା(ଟ୍ରାଭେଲ) ଡକ୍ୟୁମେଣ୍ଟ । ନାଗରିକତାର ପ୍ରମାଣ ଭାବରେ କିମ୍ବା ସରକାରୀ…

କାଦୁଅ ବିଲରୁ ଉଦ୍ଧାର ହୋଇଥିଲା ମୁହଁ ମାଡ଼ି ପଡ଼ିଥିବା ମହିଳାଙ୍କ ମୃତଦେହ, ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ସ୍ପଷ୍ଟ କଲେ ଅତିରିକ୍ତ SP

ହାଟଡିହୀ,୨୪।୬(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ସୋସୋ ଥାନା ବାଲିଆ ଅଞ୍ଚଳର ଏକ ବିଲରୁ ଜଣେ ଅଚିହ୍ନା ମହିଳାଙ୍କ ମୃତଦେହ ଉଦ୍ଧାର ହେବା ଘଟଣାରେ ଏକ ବଡ଼ ଖୁଲାସା…

ବଜ୍ରାଘାତ ପରେ ଘରେ ଫୁଟିଲା ବାଣ; ବିସ୍ଫୋରଣରେ ପୁଅର ମୃତ୍ୟୁ, ବାପା-ମା’ଙ୍କ ସହ ୩ ଗୁରୁତର

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଭୟାବହ ବାଣ ବିସ୍ଫୋରଣ ଘଟିଛି। ଗ୍ରାମର ପାଣିଟାଙ୍କି ରୋଡ଼୍‌ରେ ଥିବା…

ବୈଭବଙ୍କୁ ଟିମ୍‌ ଇଣ୍ଡିଆର ଡ୍ରେସିଂ ରୁମ୍‌ ମନା, ଦଳଠାରୁ ରହିବେ ଅଲଗା; ICCର ନିୟମକୁ ନେଇ… 

ନୂଆଦିଲ୍ଲୀ,୨୪।୬: ବୈଭବ ସୂର୍ଯ୍ୟବଂଶୀ ଟିମ୍‌ ଇଣ୍ଡିଆ ସହିତ ଆୟରଲ୍ୟାଣ୍ଡରେ ପହଞ୍ଚି ସାରିଛନ୍ତି। ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ ପରେ ଭାରତୀୟ ଦଳକୁ ଇଂଲଣ୍ଡ ଗସ୍ତରେ ଯିବାର ଅଛି,…

ଦିଗପହଣ୍ଡିରେ ବିକଶିତ ଓଡ଼ିଶା ପାଇଁ ଜନଭାଗିଦାରୀ ସଚେତନତା କାର୍ଯ୍ୟକ୍ରମ, ବିକଶିତ ଓଡ଼ିଶାର ପଟ୍ଟଚିତ୍ର…

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ବୁଧବାର ସ୍ଥାନୀୟ ପୁଞ୍ଜିକଂୟା ଛକ ନିକଟ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ପରିସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri