୫ ବର୍ଷ ହେଲା ସରୁନି ଭିତରଗଡ଼ ପୋଲ

ଲକ୍ଷ୍ମୀପୁର,୨୦।୮(ସ୍ବ.ପ୍ର.): ରାଜ୍ୟ ସରକାର ବିଭିନ୍ନ ଜନହିତକର ଯୋଜନା କାର୍ଯ୍ୟକାରୀ କରି ବହୁ ଅର୍ଥ ବ୍ୟୟ କରୁଛନ୍ତି। ମାତ୍ର ସେଥିରୁ ଜନସାଧାରଣ ଉପକୃତ ହୋଇପାରୁନାହାନ୍ତି। କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକରେ କାକିରିଗୁମା-ଦାମନଯୋଡିକୁ ସଂଯୋଗ କରୁଥିବା ଭିତରଗଡ ପୋଲ ଦୀର୍ଘଦିନ ହେଲା ନିର୍ମାଣାଧୀନ ଅବସ୍ଥାରେ ରହିଛି। ଏହି ପୋଲ ପାଇଁ ୬ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଥିଲା। ୫ ବର୍ଷ ହେଲା କାମ ସରୁ ନ ଥିବାରୁ ଅଧପନ୍ତରିଆ ଅବସ୍ଥାରେ ପଡିଛି। ବତ୍ତର୍ର୍ମାନ କୋରାପୁଟ-ରାୟଗଡାକୁ ସଂଯୋଗ କରୁଥିବା ୩୨୬ ରାଜପଥର ବଙ୍ଗଳାଗୁଡା ପୋଲ ଭୁଶୁଡିଯାଇଥିବାରୁ କୋରାପୁଟଠାରୁ ଦମନଯୋଡି ଦେଇ ରାୟଗଡା ଯିବାକୁ ଏହି ରାସ୍ତା ଉପରେ ନିର୍ଭର କରି ଗାଡିମୋଟର ଚଳାଚଳ କରୁଛି। ପ୍ରତ୍ୟେହ ଏହି ରାସ୍ତାରେ ସ୍ଥାନୀୟ ଅଞ୍ଚଳର ଲୋକେ, ଛାତ୍ରୀଛାତ୍ର ଏବଂ ଆମ୍ବୁଲାନ୍ସ ଯାତାୟାତ କରୁଛି। ଟିକେ ବର୍ଷା ହେଲେ ଏଠାରେ ଥିବା ପୁରୁଣା ପୋଲ ଉପରେ ପାଣି ଭର୍ତ୍ତି ହୋଇଯାଉଛି। ଫଳରେ ପାଣି ଛାଡିବାଯାଏ ଗାଡିମୋଟର ଅଟକି ରହୁଛି। ଏନେଇ ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧାରେ ପଡୁଛନ୍ତି। ଶୀଘ୍ର ଏହି ପୋଲ ନିର୍ମାଣ କାର୍ଯ୍ୟ ସାରିବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା କର୍ମଚାରୀଙ୍କୁ ଅଶ୍ଳିଳ ବ୍ୟବହାର: କଲେଜ ସଂପାଦକ ଗିରଫ

ବଲାଙ୍ଗିର,୨୨।୧୨: ମହିଳା କର୍ମଚାରୀଙ୍କୁ ଅଶ୍ଳୀଳ ବ୍ୟବହାର ଓ ଧମକଚମକ ଦେବା ଅଭିଯୋଗରେ ଜଣେ ଘରୋଇ କଲେଜର ସମ୍ପାଦକଙ୍କୁ ଗିରଫ କରିଛି ପୋଲିସ। ଗିରଫ ଅଭିଯୁକ୍ତ ଜଣକ...

ମନରେଗା ଯୋଜନାର ନୂତନ ନାମକରଣକୁ ବିରୋଧ, ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୨/୧୨(ଦିଲ୍ଲୀପ ସାମଲ):ମନରେଗା ଯୋଜନାର ନୂଆ ନାମକରଣ କରି ସେଥିରୁ ଜାତିର ପିତା ମହାତ୍ମାଗାନ୍ଧୀଙ୍କ ନାମକୁ ବାଦ ଦେବାକୁ ବିରୋଧ କରି କଂଗ୍ରେସ ଦଳ ପକ୍ଷରୁ ଗଞ୍ଜାମ...

ଭୟଙ୍କର ଦୁର୍ଘଟଣା: ଏକାବେଳକେ ୨ ବାଇକ୍‌କୁ ଧକ୍କା ଦେଲା କାର୍‌,ପରେ…

ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି...

ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି।...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

ଆଉ ୨ ଦିନ ପରେ କ୍ରିସ୍‌ମାସ

ଭୁବନେଶ୍ୱର,୧୯ା୧୨- ଆସନ୍ତା ୨୫ ତାରିଖ ଗୁରୁବାର ବଡ଼ଦିନ ବା କ୍ରିସ୍‌ମସ। ଭୁବନେଶ୍ୱରରେ ଥିବା କ୍ୟାଥୋଲିକ୍‌ ଓ ବାପଟିଷ୍ଟ ଚର୍ଚ୍ଚରେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ଏକାଠି ହୋଇ ପ୍ରଭୁ...

ରାଜନୀତିକୁ ସରଗରମ କରୁଛି ଲୁଲୁ-ବୁଲୁଙ୍କ ବୟାନବାଜି

ଭଦ୍ରକ,୨୨।୧୨(ସନାତନ ରାଉତ):ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲ(ଲୁଲୁ) ଓ କଂଗ୍ରେସର ଯୁବନେତା ଅସିତ୍‌ ପଟ୍ଟନାୟକ(ବୁଲୁ)ଙ୍କ ବୟାନବାଜି ଭଦ୍ରକ ରାଜନୀତିକୁ ସରଗରମ କରୁଛି। ଲୁଲୁ...

ବ୍ୟାଙ୍କରୁ ବଡ଼ ଧରଣର ଲୁଟ୍‌

ପାଟଣାଗଡ଼,୨୨।୧୨: ବଲାଙ୍ଗୀର ଜିଲା ବେଲପଡ଼ା ଥାନା ପାର୍ଲିମାଲ ଗାଁରେ ଥିବା ଏକ ରାଷ୍ଟ୍ରାୟତ୍ତ ବ୍ୟାଙ୍କରୁ ଏକ ବଡ଼ ଧରଣର ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ଦୁର୍ୱୃତ୍ତମାନେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri