ବର୍ଷେ ହେଲା କାମ କରି ମିଳିନି ମଜୁରି

ଦଶମନ୍ତପୁର, ୧୧ା୨( ଡି.ଏନ.ଏ): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ଏ. ମାଲକାନଗିରି ପଞ୍ଚାୟତ ଯୋଗି ମାଳିଗୁଡା ଗ୍ରାମର ଶ୍ରମିକମାନେ ଆଜି ବର୍ଷେ ହେଲା କୁଲି କାମ କରି ନିଜ ପ୍ରାପ୍ୟ ପାଇ ନ ଥିବା ଅଭିଯୋଗ କରିଛନ୍ତି। ଗତ ୨୦୨୧-୨୨ ଆର୍ଥିକ ବର୍ଷରେ ୨ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ଏକ ଡ୍ରେନ କାର୍ଯ୍ୟ କରାଯାଇଥିଲା। ଏହି କାର୍ଯ୍ୟ ଠିକାଦାର ଲକ୍ଷ୍ମଣ କୁଳଦୀପ ଶ୍ରମିକମାନଙ୍କୁ ନେଇ କରିଥିଲେ। ଗ୍ରାମର ଶତାଧିକ ବ୍ୟକ୍ତି ନିୟୋଜିତ ହୋଇ ଶ୍ରମିକ ରୂପେ ଜଣକା ୧୦ରୁ୧୨ ଦିନ ଲେଖାଏ କାମ କରିଥିଲେ। କାମ ଶେଷ ହୋଇ ବର୍ଷେରୁ ଅଧିକ ଦିନ ବିତିଯାଇଥିଲେ ମଧ୍ୟ ସେମାନଙ୍କୁ ଟଙ୍କାଟିଏ ମଜୁରି ମିଳିନାହିଁ। ବାରମ୍ବାର ଠିକାଦାରଙ୍କ ଘରକୁ ଯାଇ ମଜୁରି ଟଙ୍କା ମାଗିଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ା ବିଭିନ୍ନ ଆଳ ଦେଖାଇ ଆଜି କାଲି କହି ସେ ଠକୁଛନ୍ତି ବୋଲି ଗ୍ରାମର ହରି ମାଳି, ସମାରୁ ମାଳି, ଡମାଇ ମାଳି, ବୁଧରା ମାଳି, ହାରାବତୀ ମାଳିଙ୍କ ସହ ଅନ୍ୟମାନେ ପ୍ରକାଶ କରିଛନ୍ତି। ଏସମ୍ପର୍କରେ ସମ୍ପୃକ୍ତ ଠିକାଦାର କୁଳଦୀପଙ୍କୁ ପଚାରିବାରୁ ସେ କହିଲେ ଶ୍ରମିକମାନଙ୍କୁ କିଛି କିଛି ମଜୁରି ଟଙ୍କା ଦେଇଛି। ଶ୍ରମିକମାନେ କିଛି ଟଙ୍କା ପାଇ ନ ଥିବା କହୁଥିବା ସମ୍ପର୍କରେ ତାଙ୍କୁ ପଚାରିବାରୁ ସେ ବିଭିନ୍ନ ଆଳ ଦେଖାଇ ନୀରବ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁଭଦ୍ରାର ପଞ୍ଚମ କିସ୍ତି ବଣ୍ଟନ, ବଲାଙ୍ଗୀରର ୩ ମହିଳା ସ୍ବାବଲମ୍ବୀ ହୋଇଥିବାରୁ…

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ନେଇ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ଅଡିଟୋରିୟମରେ ଅନୁଷ୍ଠିତ…

ଗଞ୍ଜାମର ୯ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ସୁଭଦ୍ରା ଟଙ୍କା, ବେବି-କବିତାଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ…

ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ପବିତ୍ର ରାଖି ପୂର୍ଣ୍ଣିମା ଅବସରରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ବଣ୍ଟନ…

ପାଣିଡଙ୍ଗର ଜଳ ପ୍ରକଳ୍ପ ଦାବିରେ ଗଣ ପ୍ରତିବାଦ

ଗୁଣପୁର,୨୮ା୮(ସୁଜାତା ପାଢ଼ୀ): ସିପିଆଇ (ଏମ୍‌ଏଲ) ଲିବରେଶନ ପକ୍ଷରୁ ବଂଶଧାରା ନଦୀ ଗୁଡ଼ାରୀର ପାଣି ଡଙ୍ଗରଠାରେ ଜଳ ପ୍ରକଳ୍ପ ନିର୍ମାଣ ଦାବିରେ ଶୁକ୍ରବାର ଗୁଣପୁର ନୂଆ ବସ୍‌ଷ୍ଟାଣ୍ଡଠାରେ ଏକ…

ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ

କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ…

ଗଞ୍ଜେଇ ଲିଙ୍କ: ଫାଣ୍ଡି ଅଧିକାରୀ ସସ୍‌ପେଣ୍ଡ, ବିଦା ହେଲେ ହୋମଗାର୍ଡ

ବୌଦ୍ଧ,୨୮।୭: ଗଞ୍ଜେଇ ଚୋରା ଚାଲାଣ ଲିଙ୍କ୍‌ରେ ବୌଦ୍ଧ ଜିଲା ବଘିଆପଡ଼ା ଫାଣ୍ଡି ଅଧିକାରୀ ତଥା SI ପ୍ରାଣବନ୍ଧୁ ସାହୁଙ୍କୁ ଚାକିରିରୁ ସସ୍‌ପେଣ୍ଡ କରାଯାଯାଇଛି। ଏପରିକି ହୋମଗାର୍ଡ ମାନଭଞ୍ଜନ…

ପାର୍ଟିଶନ ପାଇଁ ନେଉଥିଲେ ଏତିକି ଟଙ୍କା ଲାଞ୍ଚ, ରେଭିନ୍ୟୁ ଆସିଷ୍ଟାଣ୍ଟଙ୍କୁ ଧରିଲା ଭିଜିଲାନ୍ସ

ପାଟଣା,୨୮ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲରେ କାର୍ଯ୍ୟରତ ରେଭିନ୍ୟୁ ଆସିଷ୍ଟାଣ୍ଟ ବିଏଚ୍‌ ଉମାଶଙ୍କର ମ୍ୟୁଟେଶନ ପାଇଁ ଜଣେ ଆବେଦନକାରୀଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ…

ପାର୍ବଣକୁ ନେଇ ପୁରୁଷୋତ୍ତମପୁର ପୋଲିସର କଡ଼ା ପଦକ୍ଷେପ: ମନଇଚ୍ଛା ହୋଇପାରିବନି ପୂଜା କି ଭସାଣି

ପୁରୁଷୋତ୍ତମପୁର,୨୮ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଶାନ୍ତି ବଜାୟ ରଖିବା ଲାଗି ପୂଜା, ପାର୍ବଣକୁ ଗୁରୁତ୍ୱ ଦେଇ ପୁରୁଷୋତ୍ତମପୁର ପୋଲିସ କଡ଼ା ପଦକ୍ଷେପ ନେଇଛି। ଯେପରି…

ଜିଲାପାଳ, ସିଡିଓ, ପୌରାଧ୍ୟକ୍ଷା, ଇଓଙ୍କୁ ରାଖି ବାନ୍ଧିଲେ ସଫେଇ କର୍ମଚାରୀ

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ପବିତ୍ର ରକ୍ଷା ବନ୍ଧନ ଅବସରରେ ଶୁକ୍ରବାର ବଲାଙ୍ଗୀର ମ୍ୟୁନିସିପାଲିଟି ପକ୍ଷରୁ ସ୍ବତନ୍ତ୍ର ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ‘ସୁରକ୍ଷାର ସାକ୍ଷୀ ରାଖି’ ପାଳନ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri