‘ବର୍ତ୍ତମାନ ସ୍ଥିତି ବଦଳାଇବା ସମସ୍ତଙ୍କ ପାଇଁ ବିପଦପୂର୍ଣ୍ଣ’

ଇସଲାମାବାଦ,୮ା୧୦: ପାକିସ୍ତାନ ସେନା ମୁଖ୍ୟ ଜେନେରାଲ କମର ଜାଭେଦ ବାଜଓ୍ବା ଶନିବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, ସ୍ଥିତି ବଦଳାଇବା ଖର୍ଚ୍ଚ ଆମ ସମସ୍ତଙ୍କ ପାଇଁ ବିପଦପୂର୍ଣ୍ଣ ହେବ। ଏହା ସହିତ ବାଜୱା ଆଞ୍ଚଳିକ ଶାନ୍ତିର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଛନ୍ତି। ଦେଶ ମଧ୍ୟରେ ଶାନ୍ତିପୂର୍ଣ୍ଣ ଭାବେ ସମସ୍ତ ଦ୍ୱିପାକ୍ଷିକ ସମସ୍ୟାର ସମାଧାନ ପାଇଁ ଏକ କୌଶଳ ପ୍ରସ୍ତୁତ କରିବା ଆବଶ୍ୟକ ବୋଲି ସେ କହିଛନ୍ତି।

ତେବେ ବାଜଓ୍ବା କୌଣସି ଦେଶର ନାମ ନେଇନାହାନ୍ତି। ୬୧ ବର୍ଷୀୟ ପାକିସ୍ତାନୀ ସେନା ମୁଖ୍ୟ ଆଞ୍ଚଳିକ ଶାନ୍ତିର ଆବଶ୍ୟକତା ଏବଂ ସମସ୍ତ ଦ୍ୱିପାକ୍ଷିକ ସମସ୍ୟାର ଶାନ୍ତିପୂର୍ଣ୍ଣ ଭାବେ ସମାଧାନ ପାଇଁ ଏକ ତନ୍ତ୍ର ବିକାଶର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ। କୌଶଳ ବିକାଶ କରି ଶାନ୍ତି ଫେରାଇ ଆଣିବା ପାଇଁ ଆମକୁ ଏକ ସୁଯୋଗ ଦେବା ଉଚିତ ବୋଲି ସେ କହିଛନ୍ତି।

ବାଜଓ୍ବା ପାକିସ୍ତାନର କାକୁଲରେ ଏକ ପ୍ରତିଷ୍ଠିତ ପାକିସ୍ତାନୀ ମିଲିଟାରୀ ଏକାଡେମୀକୁ ସମ୍ବୋଧିତ କରି ଏହି କଥା କହିଛନ୍ତି। ସେ ନଭେମ୍ବର ଶେଷରେ ଅବସର ନେବାକୁ ଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଆପଣଙ୍କ ମୁହଁ ଖୋଲୁନାହିଁ, କିଏ ସିଲ୍ କରିଦେଇଛି…’, ଶାହାଙ୍କୁ ଖାର୍ଗେଙ୍କ କଡ଼ା ଟାର୍ଗେଟ

ନୂଆଦିଲ୍ଲୀ,୩୦।୭: ରାଜ୍ୟ ସଭାରେ ପେପର ଲିକ୍ ପ୍ରସଙ୍ଗକୁ ନେଇ ଆଲୋଚନା ସମୟରେ ମଲ୍ଲିକାର୍ଜୁନ ଖାର୍ଗେ କେନ୍ଦ୍ର ସରକାର ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା…

ଭଞ୍ଜନଗରରେ ଖୁବ୍‌ଶୀଘ୍ର ‘ଘୁମୁସର ରେଡିଓ’, ୪୦ କିଲୋମିଟର ପରିଧିରେ ହେବ ପ୍ରସାରଣ

ଭଞ୍ଜନଗର,୩୦ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରବାସୀଙ୍କ ପାଇଁ ଖୁସି ଖବର। ସ୍ଥାନୀୟ ଅଞ୍ଚଳର ଲୋକଙ୍କ ସ୍ବର, ସମସ୍ୟା ଓ ସଂସ୍କୃତିକୁ ନେଇ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି…

ସରକାରୀ ଦେଶୀ ମଦଭାଟି ବନ୍ଦ ଦାବି ଜୋର୍‌ ଧରିଲା, ଜିଲାପାଳ-ଅବକାରୀ ଅଧୀକ୍ଷକଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଅବକାରୀ ଅଧୀନରେ ଥିବା ନୋଳିଆ ନୂଆଗାଁ ସରକାରୀ ଦେଶୀ ମଦଭାଟି ବନ୍ଦ କରିବା ଦାବି ନେଇ ଗୁରୁବାର ଛତ୍ରପୁର ବ୍ଲକ ଅଧ୍ୟକ୍ଷା…

ଗେରୁଆ ରଙ୍ଗର ଜର୍ସିକୁ ନେଇ ହକି ଇଣ୍ଡିଆର ସ୍ପଷ୍ଟୀକରଣ, କାହିଁକି ବଛାଗଲା ଏହି ରଙ୍ଗ କହିଲା କାରଣ

ନୂଆଦିଲ୍ଲୀ,୩୦।୭: ଭାରତୀୟ ହକି ଟିମ୍‌ ଉଭୟ ପୁରୁଷ ଓ ମହିଳା ଟିମର ଜର୍ସିର ରଙ୍ଗ ନୀଳରୁ ଗେରୁଆ କରିଛି । ଗେରୁଆ ଜର୍ସିରେ ୨୦୨୬ FIH ହକି…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ଜିଲାପାଳ

ତୁଣ୍ଡଲା,୩୦ା୭(ପିରୋଜ କୁମାର ଦାଶ): ଦୀର୍ଘଦିନରୁ ଲଘୁଚାପ ଜନିତ ଲଗାଣ ବର୍ଷାରେ କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳ ବନ୍ୟାରେ ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି। କେସିଙ୍ଗା ବ୍ଲକର ବେଲଖଣ୍ଡି,…

ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ଦୁଇ ଭଉଣୀଙ୍କ ଜୀବନ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ ଦାଣ୍ଡ

ଟେନସା,୩୦।୭(ସମୀର କୁମାର ପାଢୀ): ସୁନ୍ଦରଗଡ ଜିଲା କୋଇଡା ବ୍ଲକ୍ ଅନ୍ତର୍ଗତ କାଦୋଡିହା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଗୁରୁବାର ଦ୍ବିପହର ୨ଟା ସମୟରେ ପାଇଖାନା…

‘ବ୍ରାହ୍ମ ମୁହୂର୍ତ୍ତ’ରେ ‘ରାମାୟଣ’ର ଟ୍ରେଲର ରିଲିଜ: ଚର୍ଚ୍ଚା ସାଉଁଟିଲେ ରଣବୀର

ବଲିଉଡ ସୁପରଷ୍ଟାର ରଣବୀର କପୁରଙ୍କ ବହୁଚର୍ଚ୍ଚିତ ଫିଲ୍ମ ‘ରାମାୟଣ’ର ଟ୍ରେଲର ରିଲିଜ ହୋଇଛି। ନିର୍ମାତାମାନେ ଶୁଭ ‘ବ୍ରାହ୍ମ ମୁହୂର୍ତ୍ତ’ରେ ଟ୍ରେଲରକୁ ସାରା ବିଶ୍ୱରେ ଉନ୍ମୋଚନ କରିଛନ୍ତି। ଏହାକୁ…

ତେଲ-ଉତେଇ ନଦୀରେ ବନ୍ୟା:ଲୋକଙ୍କୁ ନଦୀକୁ ଯିବାକୁ ବାରଣ

କର୍ଲାମୁଣ୍ଡା,୩୦।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ହେଉଥିବା ତେଲ ଓ ଉତେଇ ନଦୀରେ ବନ୍ୟା ଆସି ନିକଟସ୍ଥ ଅଞ୍ଚଳକୁ ମାଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri